Browsing Tag

odisha covid positive cases

ରାଜ୍ୟରେ ୨୪ ଘଣ୍ଟାରେ ରାଜ୍ୟରେ ୮୭୨ ନୂଆ କରୋନା କେସ୍‌: ଖୋର୍ଦ୍ଧାରୁ ସର୍ବାଧିକ ୨୮୨ ସଂକ୍ରମିତ

ଭୁବନେଶ୍ୱର(କେନ୍ୟୁଜ୍): ରାଜ୍ୟରେ ୧ ହଜାର ତଳକୁ ଖସିଲା କରୋନା ସଂକ୍ରମଣ । ୨୪ ଘଣ୍ଟାରେ ରାଜ୍ୟରେ ୮୭୨ ନୂଆ କେସ୍‌ ସାମ୍ନାକୁ ଆସିଛି । ଖୋର୍ଦ୍ଧାରୁ ସର୍ବାଧିକ ୨୮୨ ନୂଆ କେସ୍‌ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡରୁ ୧୪୪, କଟକରୁ ୯୬ ସଂକ୍ରମିତ ହୋଇଛନ୍ତି । ଆକ୍ଟିଭ୍‌ କେସ୍‌ ରହିଛି ୫ ହଜାର…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦୪୩ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୩୫ ଆକ୍ରାନ୍ତ

ଭୁବନେଶ୍ୱର(କେନ୍ୟୁଜ୍) : ରାଜ୍ୟରେ ୧ ହଜାର ଟପିଲା ଦୈନିକ କରୋନା ସଂକ୍ରମଣ। ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୦୪୩ ପଜିଟିଭ୍‌ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୩୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୨୦୫ ଓ ସୁନ୍ଦରଗଡ଼ରୁ ୧୦୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୮ ବର୍ଷରୁ କମ…

ଆସନ୍ତା ୧୫ ତାରିଖରୁ ସରକାରୀ ହସ୍ପିଟାଲରେ ମାଗଣାରେ ସମସ୍ତଙ୍କୁ ମିଳିବ ବୁଷ୍ଟର ଡୋଜ୍‌, ଏପଟେ ସମ୍ବଲପୁରରେ ମାସ୍କ…

ଭୁବନେଶ୍ୱର(କେନ୍ୟୁଜ୍) : ରାଜ୍ୟରେ ଉପରମୁହାଁ କରୋନା ଗ୍ରାଫ । ଦୈନିକ ସଂକ୍ରମଣ ୭ଶହ ପାର କରିଛି । ରାଜ୍ୟରେ ପଜିଟିଭ୍‌ ହାର ରହିଛି ୪.୦୩ ପ୍ରତିଶତ । ପଜିଟିଭିଟି ରେଡ୍‌ ଜୋନରେ ଅଛି ୪ ଜିଲ୍ଲା ଖୋର୍ଦ୍ଧା, କଟକ, ପୁରୀ ଓ ବୌଦ୍ଧ ଜିଲ୍ଲା । ସଂକ୍ରମଣ ବଢୁଥିବାରୁ ସତର୍କ ରହିବା ସହ…

ପୁଣି ଡରାଇଲାଣି କରୋନା: ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୪୩ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୩…

ଭୁବନେଶ୍ୱର(କେନ୍ୟୁଜ୍) :ରାଜ୍ୟରେ ୭୦୦ ପାର୍‌ କଲା ଦୈନିକ ସଂକ୍ରମଣ। ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୭୪୩ ପଜିଟିଭ୍‌ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୩ ଆକ୍ରାନ୍ତ ଚିହ୍ନଟ ରହିଛନ୍ତି । କଟକରୁ ୧୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନରୁ ୪୩୬ ଓ ଲୋକାଲ୍‌ କଣ୍ଟାକ୍ଟ'କେସ୍‌…

ରାଜ୍ୟରେ କୋଭିଡ ସ୍ଥିତିକୁ ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ପ୍ରତିକ୍ରିୟା: କହିଲେ ବିଭିନ୍ନ ଜାଗାରେ ପାଳନ ହୋଇଛି…

ଭୁବନେଶ୍ୱର (କେନ୍ୟୁଜ୍): ରାଜ୍ୟରେ କୋଭିଡ ସ୍ଥିତିକୁ ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ପ୍ରତିକ୍ରିୟା । ରାଜ୍ୟରେ ୧୦ ରୁ ୧୫ ଦିନ ମଧ୍ୟରେ ଅଧିକ ମାତ୍ରାରେ ବଢ଼ିପାରେ ସଂକ୍ରମଣ । ଆସନ୍ତାକାଲି ରଥଯାତ୍ରା ବିଭିନ୍ନ ଜାଗାରେ ପାଳନ କରାଯାଇଛି।  ଯଦି କୌଣସି ସଂକ୍ରମଣ ହୋଇଥିବ ତାହା ୧୦-୧୫ ଦିନ…

ଆଜି ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୪୬ କରୋନା ପଜିଟିଭ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୯ ଜଣ ଚିହ୍ନଟ

ଭୁବନେଶ୍ବର(କେନ୍ୟୁଜ୍): ଆଜି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪୬ ଜଣ କରୋନା ପଜିଟିଭ ଚିହ୍ନଟ । ଏମାନଙ୍କ ମଧ୍ୟରୁ ୨୦୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୪୪ ଜଣ  ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୪୯ ଜଣ ୧୮ ବର୍ଷରୁ କମ୍ ବୟସର ରହିଛନ୍ତି। ଆଜି…

ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୩୧ କରୋନା ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୯୯

ଭୁବନେଶ୍ୱର(କେନ୍ୟୁଜ୍):ରାଜ୍ୟରେ ପୁଣି ୨୦୦ ଟପିଲା ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ଆଉ ୨୩୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୯୯ ଓ କଟକରୁ ୩୫ ସଂକ୍ରମିତ ରହିଛନ୍ତି। ୧୮ ବର୍ଷରୁ କମ ବୟସ ବର୍ଗରେ ରହିଛନ୍ତି ୩୦ ଜଣ। ସକ୍ରିୟ…

ରାଜ୍ଯରେ ଆଉ ୮୮୬ କରୋନା ପଜିଟିଭ୍ ଚିହ୍ନଟ, ଗଲା ୧୬ ଜୀବନ

ଭୁବନେଶ୍ୱର(କେନ୍ଯୁଜ୍): ରାଜ୍ଯରେ ଆଉ ୮୮୬ କରୋନା ପଜିଟିଭ୍ ଚିହ୍ନଟ, ଗଲା ୧୬ ଜୀବନ । ବହୁତ ଦିନ ପରେ କରୋନା ଆକ୍ରାନ୍ତ ମାମଲାରେ ଦ୍ଵିତୀୟ ସ୍ଥାନକୁ ଖସିଛି ଖୋର୍ଦ୍ଧା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୮୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ମଧ୍ୟରେ ୧୬୯ ଜଣ…

ରାଜ୍ୟରେ ୫ ହଜାର ତଳକୁ ଖସିଲା ପଜିଟିଭ୍‌ ସଂଖ୍ୟା: ୨୪ ଘଣ୍ଟାରେ ୪ ହଜାର ୮୪୨ ଆକ୍ରାନ୍ତ ଚିହ୍ନଟ, ୧୫ ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ କମୁଛି ଦୈନିକ ସଂକ୍ରମଣ । ୫ ହଜାର ତଳକୁ ଖସିଲା ପଜିଟିଭ୍‌ ସଂଖ୍ୟା । ଗତ ୨୪ ଘଣ୍ଟାରେ ୪ ହଜାର ୮୪୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଉ ୧୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ସଂକ୍ରମଣ ହାର ରହିଛି ୭.୫୮ ପ୍ରତିଶତ । ୨୪ ଘଣ୍ଟାରେ ୬୩ ହଜାର ୮୭୧…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୭ ହଜାର ୪୨୬ ପଜିଟିଭ୍‌ ଚିହ୍ନଟ, ୧୦ ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ୭ ହଜାର ୪୨୬ ପଜିଟିଭ୍‌ ଚିହ୍ନଟ, ୧୦ ମୃତ । ସଂକ୍ରମଣ ହାର ରହିଛି ୧୧.୩୮ ପ୍ରତିଶତ । ୨୪ ଘଣ୍ଟାରେ ୬୫ ହଜାର ୨୫୦ ନମୁନା ପରୀକ୍ଷା ହୋଇଛି । ଆକ୍ଟିଭ୍‌ କେସ୍‌ ରହିଛି ୭୪ ହଜାର ୫୧୨ । ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨ ଲକ୍ଷ ୨୫ ହଜାର ୨୬୮ କୁ ବୃଦ୍ଧି ପାଇଛି ।

ରାଜ୍ୟରେ ଆଉ ୮ ହଜାର ୭୭୮ କରୋନା ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୨ହଜାର ୬୧୫ ନୂଆ କେସ୍‌

ଭୁବନେଶ୍ବର(କେନ୍ଯୁଜ୍):ରାଜ୍ୟରେ ୨୪ ଘଣ୍ଟାରେ ଆଉ ୮ ହଜାର ୭୭୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ମୋଟ ପଜିଟିଭିଟି ରେଟ୍‌ ରହିଛି ୧୧.୭୬ ପ୍ରତିଶତ । ଗତକାଲି ସଂକ୍ରମିତ ହୋଇଥିଲେ ୭ ହଜାର ୭୧ ଜଣ । ଗତକାଲିର ପଜିଟିଭିଟି ରେଟ୍‌ ଥିଲା ୧୦.୨୪ ପ୍ରତିଶତ । ଖୋର୍ଦ୍ଧାରୁ ସର୍ବାଧିକ ୨ହଜାର…

ବିଶ୍ୱରେ ୩୦ କୋଟି ଟପିଲା ସଂକ୍ରମଣ, ଆମେରିକା ପରେ ଦ୍ୱିତୀୟ ସ୍ଥାନରେ ଭାରତ

କେନ୍ଯୁଜ୍: ମହାମାରୀର ସୁନାମୀରେ ଭାସୁଛି ବିଶ୍ୱ । ୩୦ କୋଟି ଟପିଲା ସଂକ୍ରମଣ । ଆମେରିକା ପରେ ଭାରତ ଦ୍ୱିତୀୟ କରୋନା ପ୍ରଭାବିତ ଭାବେ ରହିଛି । ଏଯାଏ ମହାମାରୀରେ ପ୍ରାୟ ୫୫ ଲକ୍ଷ ଲୋକ ପ୍ରାଣ ହରାଇଛନ୍ତି । ଗତ ୨୪ ଘଣ୍ଟାରେ ବିଶ୍ୱରେ ୨୫ ଲକ୍ଷରୁ ଅଧିକ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୭…