Browsing Tag

odisha covid updates

ରାଜ୍ୟରେ ଗତ ୨୪ ଘଣ୍ଟାରେ ୫ହଜାର ୯୦୧ ଆକ୍ରାନ୍ତ ଚିହ୍ନଟ, ୮ମୃତ

ଭୁବନେଶ୍ବର(କେନ୍ଯୁଜ୍) : ରାଜ୍ୟରେ ୧୦ ପ୍ରତିଶତ ତଳକୁ ଖସିଲା ଦୈନିକ ସଂକ୍ରମଣ ହାର। ଗତ ୨୪ ଘଣ୍ଟାରେ ୫ହଜାର ୯୦୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ହାର ରହିଛି ୯.୩୩ ପ୍ରତିଶତ । ଆଜି ଆଉ ୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ୨୪ ଘଣ୍ଟାରେ ୬୩ ହଜାର ୨୦୯ ନମୁନା ପରୀକ୍ଷା…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୭ ହଜାର ୪୨୬ ପଜିଟିଭ୍‌ ଚିହ୍ନଟ, ୧୦ ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ୭ ହଜାର ୪୨୬ ପଜିଟିଭ୍‌ ଚିହ୍ନଟ, ୧୦ ମୃତ । ସଂକ୍ରମଣ ହାର ରହିଛି ୧୧.୩୮ ପ୍ରତିଶତ । ୨୪ ଘଣ୍ଟାରେ ୬୫ ହଜାର ୨୫୦ ନମୁନା ପରୀକ୍ଷା ହୋଇଛି । ଆକ୍ଟିଭ୍‌ କେସ୍‌ ରହିଛି ୭୪ ହଜାର ୫୧୨ । ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨ ଲକ୍ଷ ୨୫ ହଜାର ୨୬୮ କୁ ବୃଦ୍ଧି ପାଇଛି ।

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦ ହଜାର ୩ଶହ ୬୮ ପଜିଟିଭ୍‌ ଚିହ୍ନଟ, ୭ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦ ହଜାର ୩ଶହ ୬୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଆଜି ସଂକ୍ରମଣ ହାର ରହିଛି ୧୩.୯୬ ପ୍ରତିଶତ । ଆଜି ଆଉ ୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । କେବଳ ଖୋର୍ଦ୍ଧାରୁ ସର୍ବାଧିକ ୩ ହଜାର ୩୬ ନୁଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହା ମୋଟ…

ରାଜ୍ଯରେ କରୋନାର ଲମ୍ବା ଲମ୍ଫ: ଦିନକରେ ୧ ହଜାର ୨୧୬ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧା ପୁଣି ଆଗରେ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ଯରେ କରୋନାର ଲମ୍ବା ଲମ୍ଫ। ରାଜ୍ୟରେ ଗତ ୨୪ଘଣ୍ଟାରେ  ୧ହଜାର ୨୧୬ କରୋନା ପଜିଟିଭ ଚିହ୍ନଟ। ଏମାନଙ୍କ ଭିତରୁ  ଖୋର୍ଦ୍ଧାରେ ସର୍ବାଧିକ ୪୫୬ଜଣ ସଂକ୍ରମିତ ଥିବାବେଳେ, ସୁନ୍ଦରଗଡ଼ରେ ୧୬୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି କଟକରୁ ୮୦ ଜଣ ସଂକ୍ରମିତ ଚିହ୍ନଟ…

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୧ ଜଣ ଆକ୍ରାନ୍ତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ । ଏମାନଙ୍କ ମଧ୍ୟରୁ ୨୪୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୭୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୪୭ ଜଣ ଶିଶୁ ଓ କିଶୋର…

ତୃତୀୟ ଲହରରେ ଦେଢ ଗୁଣ ଅଧିକ ହେବ ଶୀର୍ଷ ସଂକ୍ରମଣ, ପ୍ରସ୍ତୁତି ନେଇ ସବୁ ଜିଲ୍ଲାପାଳଙ୍କୁ ACSଙ୍କ ଚିଠି

ଭୁବନେଶ୍ବର(କେନ୍ଯୁଜ୍): ତୃତୀୟ ଲହରକୁ ନେଇ ସ୍ୱାସ୍ଥ୍ୟ ବିଭାଗର ଆକଳନ। ତୃତୀୟ ଲହରରେ ଦେଢ ଗୁଣ ଅଧିକ ହେବ ଶୀର୍ଷ ସଂକ୍ରମଣ। ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୩ ପ୍ରତିଶତରୁ ଅଧିକ ରହିବ। ICU, ସାଧାରଣ ବେଡ୍‌ , ଅମ୍ଲଜାନ ଆବଶ୍ୟକ କରୁଥିବା ରୋଗୀଙ୍କ ସଂଖ୍ୟା ତୃତୀୟ ଲହରରେ ଅଧିକ ରହିବ ବୋଲି…

ରାଜ୍ୟରେ ୬୮ ଆକ୍ରାନ୍ତଙ୍କ ମୃତ୍ୟୁ, ଚିହ୍ନଟ ହେଲେ ଆଉ ୭୬୧ ନୂଆ ସଂକ୍ରମିତ

ଭୁବନେଶ୍ବର(କେନ୍ଯୁଜ୍):ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୬୧ ନୂଆ ସଂକ୍ରମିତ ଚିହ୍ନଟ। ଏମାନଙ୍କ ଭିତରେ ୦ରୁ ୧୮ ବର୍ଷ ଭିତରେ ଅଛନ୍ତି ୧୦୧ଜଣ । ଖୋର୍ଦ୍ଧାରୁ ସର୍ବାଧିକ ୨୮୯, କଟକରୁ ଚିହ୍ନଟ ହୋଇଛନ୍ତି ୧୧୭ ନୂଆ ଆକ୍ରାନ୍ତ । ଅନ୍ୟ ସମସ୍ତ ଜିଲ୍ଲାରେ ୧୦୦ ତଳେ ରହିଛି ସଂକ୍ରମଣ । ୨୪ ଘଣ୍ଟାରେ ୬୦…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୯ ଶହ ୮୬ ଜଣ ସଂକ୍ରମିତ ଚିହ୍ନଟ, ୬୯ ମୃତ

ଭୁବନେଶ୍ବର(କେନ୍ଯୁଜ୍) : ରାଜ୍ୟରେ ପୁଣି ହଜାରେ ତଳକୁ ଖସିଲା କରୋନାର ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ୯୮୬ ଜଣ ସଂକ୍ରମିତ ହୋଇଛନ୍ତି । ଏମାନଙ୍କ ଭିତରେ ୦ରୁ ୧୮ ବର୍ଷ ଭିତରେ ଅଛନ୍ତି ୧୨୮ ପଜିଟିଭ୍‌ । ଖୋର୍ଦ୍ଧାରୁ ସର୍ବାଧିକ ୩୭୩, କଟକରୁ ଚିହ୍ନଟ ହୋଇଛନ୍ତି ୧୩୯ ନୂଆ ଆକ୍ରାନ୍ତ । ଆଜି…

ହଜାରେ ତଳକୁ ଖସିଲା ସଂକ୍ରମଣ: ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୬୮ ପଜିଟିଭ୍‌ ଚିହ୍ନଟ, ୬୬ମୃତ

ଭୁବନେଶ୍ବର(କେନ୍ଯୁଜ୍): ୧ ହଜାର ତଳକୁ ଖସିଲା ସଂକ୍ରମଣ । ରାଜ୍ୟରେ ଗତ ୨୪ ଘଣ୍ଟାରେ ୮ଶହ ୬୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଆଉ ୬୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ପଜିଟିଭିଟି ରେଟ୍‌ ରହିଛି ୧.୩୯ ପ୍ରତିଶତ। ଯାହାକି ଗତକାଲି ଥିଲା ୧.୫୩ ପ୍ରତିଶତ । ୨୪ ଘଣ୍ଟାରେ ୬୨ ହଜାର…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧ ହଜାର ୧୦୭ ପଜିଟିଭ୍‌ ଚିହ୍ନଟ, ୬୭ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧ ହଜାର ୧୦୭ ପଜିଟିଭ୍‌ ଚିହ୍ନଟ । ଆଉ ୬୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ପଜିଟିଭ୍‌ ରେଟ୍‌ ରହିଛି ୧.୭୦ ପ୍ରତିଶତ । ଯାହାକି ଗତକାଲି ଥିଲା ୧.୫୬ ପ୍ରତିଶତ । ୨୪ ଘଣ୍ଟାରେ ୬୪ ହଜାର ୮୦୨ ଟେଷ୍ଟିଂ ହୋଇଛି । ଖୋର୍ଦ୍ଧାରୁ…