ପୁଣି ଡରାଇଲାଣି କରୋନା: ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୪୩ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୩…
ଭୁବନେଶ୍ୱର(କେନ୍ୟୁଜ୍) :ରାଜ୍ୟରେ ୭୦୦ ପାର୍ କଲା ଦୈନିକ ସଂକ୍ରମଣ। ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୭୪୩ ପଜିଟିଭ୍ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୩ ଆକ୍ରାନ୍ତ ଚିହ୍ନଟ ରହିଛନ୍ତି । କଟକରୁ ୧୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନରୁ ୪୩୬ ଓ ଲୋକାଲ୍ କଣ୍ଟାକ୍ଟ'କେସ୍…