ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ
ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧାରୁ ୮୪ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହା ମୋଟ ଆକ୍ରାନ୍ତଙ୍କ ୪୮.୫୫ ପ୍ରତିଶତ । ଆଜି ମୋଟ ପଜିଟିଭ୍ ରେଟ୍ ରହିଛି ୦.୨୬ ପ୍ରତିଶତ । ସଂକ୍ରମିତଙ୍କ…