ରାଜ୍ୟରେ ୨୪ ଘଣ୍ଟାରେ ଆଉ ୪ହଜାର ୮୨୯ କରୋନା ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୯୩୩ ଆକ୍ରାନ୍ତ
ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ପୁଣି କରୋନାର ବଡ ଲମ୍ଫ । ୬ ପ୍ରତିଶତ ଉପରେ ପଜିଟିଭିଟି ରେଟ୍ । ୨୪ ଘଣ୍ଟାରେ ଆଉ ୪ହଜାର ୮୨୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଗତକାଲି ସଂକ୍ରମିତ ହୋଇଥିଲେ ୪ ହଜାର ୭୧୪ । ଗତକାଲିର ପଜିଟିଭିଟି ରେଟ୍ ଥିଲା ୫.୧୫ ପ୍ରତିଶତ । ଆଜି ମୋଟ ପଜିଟିଭିଟି…