ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮୫ କରୋନା ପଜିଟିଭ ଚିହ୍ନଟ, ୨ମୃତ
ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତିି । କେବଳ ଖୋର୍ଦ୍ଧାରୁ ୭୬ ନୂଆ କେସ୍ ରହିଛି । ଯାହା ମୋଟ ଆକ୍ରାନ୍ତଙ୍କ ୪୧.୦୮ ପ୍ରତିଶତ । ଆଜି ମୋଟ ପଜିଟିଭିଟି ରେଟ୍ ରହିଛି ୦.୩୨ ପ୍ରତିଶତ । ୧୮୫ ସଂକ୍ରମିତଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ…