ଆସିଲା ୨୦୨୧-୨୨ ଅର୍ଥନୈତିକ ସର୍ଭେ ରିପୋର୍ଟ ; ଚଳିତ ଆର୍ଥିକ ବର୍ଷରେ ରାଜ୍ୟରେ ଦ୍ରୁତ ଅର୍ଥନୈତିକ ଅଭିବୃଦ୍ଧି, ମୋଟ…
ଭୁବନେଶ୍ୱର (କେନ୍ୟୁଜ): ଚଳିତ ଆର୍ଥିକ ବର୍ଷରେ ରାଜ୍ୟରେ ଦ୍ରୁତ ଅଭିବୃଦ୍ଧି। ୨୦୨୧-୨୨ ଆର୍ଥିକ ବର୍ଷରେ ରାଜ୍ୟ ମୋଟ ଘରୋଇ ଉତ୍ପାଦ ୧୦.୧ ପ୍ରତିଶତ ରହିବା ନେଇ ଅର୍ଥନୈତିକ ସର୍ଭେରେ ଆକଳନ କରାଯାଇଛି। ଆଜି ବିଧାନସଭାରେ ଉପସ୍ଥାପିତ ହୋଇଛି ଅର୍ଥନୈତିକ ସର୍ଭେ ରିପୋର୍ଟ। ରିପୋର୍ଟ ମୁତାବକ ଦେଶର…