Browsing Tag

odisha election

ନିର୍ବାଚନ ଫଳାଫଳ ଆସିବା ପରେ ନବୀନଙ୍କ ପ୍ରତିକ୍ରିୟା, ଦଳ ମତ ନିର୍ବିଶେଷରେ ଜଣାଇଲେ ଶୁଭେଚ୍ଛା

ଭୁବନେଶ୍ୱର (କେନ୍ୟୁଜ): ନିର୍ବାଚନ ଫଳାଫଳ ଆସିବା ପରେ ଦଳମତ ନିର୍ବିଶେଷରେ ସମସ୍ତ ବିଜୟୀ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ବିଜେଡିର ସମସ୍ତ କର୍ମୀ ଓ ନେତାଙ୍କ ନିଷ୍ଠାପର ଉଦ୍ୟମ ଓ ତ୍ୟାଗ ପ୍ରତି ସମ୍ମାନ ଓ ଧନ୍ୟବାଦ ଜଣାଇଛନ୍ତି। ଆଜି ରାଜ୍ୟପାଳଙ୍କୁ…

ଓଡ଼ିଶାରେ କିଏ ଗଢ଼ିବ ସରକାର ? ଆଜି ଆସିବ ଜନାଦେଶ, ସକାଳ ୮ଟାରୁ ଭୋଟ ଗଣତି

ଭୁବନେଶ୍ୱର (କେନ୍ୟୁଜ):  ପ୍ରତୀକ୍ଷାର ଅନ୍ତ ହେବ ।  ଆଜି ଆସିବ ଜନାଦେଶ ।  ଖୋଲିବ ଇଭିଏମ୍ ପେଡି ।  ବାହାରିବ ପ୍ରାର୍ଥୀଙ୍କ ଭାଗ୍ୟଫଳ। ଓଡ଼ିଶାରେ କିଏ ସରକାର ଗଢ଼ିବ? ବିଜେପି, ବିଜେଡି ନା କଂଗ୍ରେସ? ତାହା ଆଜି ଅପରାହ୍ନ ସୁଦ୍ଧା ସ୍ପଷ୍ଟ ହୋଇଯିବ । ଜନତା ଜନାର୍ଦ୍ଦନଙ୍କ ବିଶ୍ବାସ ଜିଣି କିଏ…

ରାଜ୍ୟରେ ଶାନ୍ତିଶୃଙ୍ଖଳାର ସହ ଚାଲିଛି ଭୋଟଗ୍ରହଣ: ଦିନ ୧୧ଟା ସୁଦ୍ଧା ୨୨.୯୭ ପ୍ରତିଶତ ମତଦାନ

କେନ୍ୟୁଜ୍‌: ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଶାନ୍ତିଶୃଙ୍ଖଳାର ସହ ଚାଲିଛି ଭୋଟଗ୍ରହଣ । ଦିନ ୧୧ଟା ସୁଦ୍ଧା ରାଜ୍ୟରେ ୨୨.୯୭ ପ୍ରତିଶତ ମତଦାନ ହୋଇଛି। ବାଲେଶ୍ଵରରେ ସର୍ବାଧିକ ଓ ଯାଜପୁରରେ ସର୍ବନିମ୍ନ ଭୋଟଗ୍ରହଣ ହୋଇଛି । ବାଲେଶ୍ଵର ଲୋକସଭା ଆସନରେ ୨୭.୬୬…

ସକାଳ ୯ଟା ସୁଦ୍ଧା ରାଜ୍ୟରେ ୭.୬୯ ପ୍ରତିଶତ ମତଦାନ

ବାଲେଶ୍ୱର (କେନ୍ୟୁଜ୍‌): ସକାଳ ୯ଟା ସୁଦ୍ଧା ରାଜ୍ୟରେ ୭.୬୯ ପ୍ରତିଶତ ମତଦାନ ହୋଇଛି । ବାଲେଶ୍ୱର ୭.୪୬ ପ୍ରତିଶତ, ଭଦ୍ରକରେ ୭.୭୯, ଜଗତସିଂହପୁର ୮.୫୪, ଯାଜପୁର ୭.୭୪ , କେନ୍ଦ୍ରାପଡ଼ାରେ ୭.୨୭ ପ୍ରିତଶତ ଓ ମୟୂରଭଞ୍ଜରେ ୭.୩୩ ପ୍ରତିଶତ ଭୋଟଗ୍ରହଣ ହୋଇଛି । ସୂଚନା ଥାଉକି, ୨୦୨୪…

ମୟୂରଭଞ୍ଜ ଜିଲ୍ଲାର ୮ଟି ବିଧାନସଭା କ୍ଷେତ୍ରରେ ହେଉଛି ଭୋଟଗ୍ରହଣ

ମୟୂରଭଞ୍ଜ(କେନ୍ୟୁଜ୍‌): ମୟୂରଭଞ୍ଜ ଜିଲ୍ଲାର ୮ଟି ବିଧାନସଭା କ୍ଷେତ୍ରରେ ହେଉଛି ଭୋଟଗ୍ରହଣ । ସେଥିରେ ରହିଛି ମୟୂରଭଞ୍ଜ ଲୋକସଭା କ୍ଷେତ୍ର ଅଧୀନ, ଯଶୀପୁର, ସାରସକଣା, ରାଇରଙ୍ଗପୁର, ବାଙ୍ଗିରିପୋଷି, ଉଦଳା, ବାରିପଦା ଓ ମୋରଡ଼ା ଆସନ। କେବେଳ ମୋରଡ଼ାକୁ ଛାଡିଦେଲେ ବାକି ସବୁ ଆସନ ଅନୁସୂଚିତ…

ଭୋଟ ଦେଉଛି ଯାଜପୁର,ବାଲେଶ୍ୱର,ଜଗତସିଂପୁର,ଭଦ୍ରକ: ବୁଥ୍ ସମ୍ମୁଖରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଯାଜପୁର/ବାଲେଶ୍ୱର/ଜଗତସିଂପୁର/ଭଦ୍ରକ(କେନ୍ୟୁଜ୍‌): ଯାଜପୁର ଜିଲ୍ଲାର ଲୋକସଭା କ୍ଷେତ୍ର ସହ ୭ଟି ଯାକ ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ। ମୋଟ ୧୫ ଲକ୍ଷ ୪୫ହଜାର ୬୬୪ଜଣ ଭୋଟର ନିଜର ମତଦାନ ସାବ୍ୟସ୍ତ କରିବେ। ଏଥିରେ ୭ଲକ୍ଷ ୯୪ ହଜାର ୮୬୯ଜଣ ପୁରୁଷ ଭୋଟର ରହିଥିବା ବେଳେ ୭ଲକ୍ଷ ୫୦ହଜାର…

କେନ୍ଦ୍ରାପଡ଼ା ଜିଲ୍ଲାର ଲୋକସଭା କ୍ଷେତ୍ର ସହ ୭ଟି ଯାକ ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ

କେନ୍ଦ୍ରାପଡ଼ା (କେନ୍ୟୁଜ୍‌): କେନ୍ଦ୍ରାପଡ଼ା ଜିଲ୍ଲାର ଲୋକସଭା କ୍ଷେତ୍ର ସହ ୭ଟି ଯାକ ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ। ମୋଟ ୧୭ ଲକ୍ଷ ୯୧ହଜାର ୨୦୮ଜଣ ଭୋଟର ନିଜର ମତଦାନ ସାବ୍ୟସ୍ତ କରିବେ । ଏଥିରେ ୮ଲକ୍ଷ ୧୨ ହଜାର ୩୪୯ଜଣ ପୁରୁଷ ଭୋଟର ରହିଥିବା ବେଳେ ୮ଲକ୍ଷ ୬୭ହଜାର ୮୦୬ଜଣ ମହିଳା ଭୋଟର…

୨୦୨୪ ମହାଯୁଦ୍ଧର ଆଜି ଶେଷ ଲଢ଼େଇ: ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ଭୋଟଗ୍ରହଣ

କେନ୍ୟୁଜ୍‌: ୨୦୨୪ ମହାଯୁଦ୍ଧର ଆଜି ଶେଷ ଲଢ଼େଇ। ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ଭୋଟଗ୍ରହଣ। ୬ ଲୋକସଭା ଆସନ ଓ ୪୨ ବିଧାନସଭା ଆସନରେ ଚାଲିଛି ମତଦାନ। ୪୬୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ପ୍ରାୟ ଏକ କୋଟି ଭୋଟର । ନିର୍ବାଚନ ରଣାଙ୍ଗନରେ ଅଛନ୍ତି…

ଦିନ ୧୧ଟା ସୁଦ୍ଧା ରାଜ୍ୟରେ ହାରାହାରି ୨୧.୩୦% ମତଦାନ, ସମ୍ବଲପୁରରେ ସର୍ବାଧିକ ଭୋଟିଂ

ଭୁବନେଶ୍ୱର (କେନ୍ୟୁଜ): ଓଡ଼ିଶାରେ ଶାନ୍ତି ଶୃଙ୍ଖଳାର ସହ ଚାଲିଛି ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ । ୬ଟି ଲୋକସଭା ଓ ୪୨ ବିଧାନସଭା ଆସନ ପାଇଁ ଚାଲିଛି ମତଦାନ । ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ, ଭୁବନେଶ୍ବର ଲୋକସଭା ଆସନ ଓ ୪୨ ବିଧାନସଭା ସିଟରେ ଭୋଟ ଗ୍ରହଣ…

ସରିଲା ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ; ଓଡିଶାରେ ୬୯.୩୫% ଭୋଟିଂ

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ୬୯.୩୫ ପ୍ରତିଶତ ଭୋଟିଂ ହୋଇଛି । ନିର୍ବାଚନ କମିଶନଙ୍କ ଶେଷ ତଥ୍ୟ ଅନୁସାରେ ଗତକାଲି ହୋଇଥିବା ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ରାଜ୍ୟରେ ହାରାହାରି ଭୋଟିଂ ପ୍ରତିଶତ ରହିଛି ୬୯.୩୫ ।  ଆସ୍କାରେ ସର୍ବାନିମ୍ନ ୬୦.୭୮…

ରାତି ପାହିଲେ ୨ୟ ପର୍ଯ୍ୟାୟ ଭୋଟିଂ, ବୁଥ୍‌ ମୁହାଁ ପୋଲିଂ ପାର୍ଟି

ଭୁବନେଶ୍ୱର (କେନ୍ୟୁଜ): ଇଭିଏମ ପ୍ରସ୍ତୁତ । ଜନତା ସ୍ଥିର କରିଛନ୍ତି କାହାକୁ ଦେବେ ଭୋଟ । ଆସନ୍ତାକାଲି ରାଜ୍ୟର ୯ ଜିଲ୍ଲାରେ ୫ ଲୋକସଭା ଆସନ ଏବଂ ୩୫ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ । ଆସିକା ଓ କନ୍ଧମାଳ ସହ ପଶ୍ଚିମରେ ବଲାଙ୍ଗିର, ବରଗଡ଼ ଓ ସୁନ୍ଦରଗଡ଼ ଲୋକସଭା ଏବଂ ଏହା ଅଧୀନ ବିଧାନସଭା…

ଦିନକ ପରେ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ, ଆଜି ସରିବ ପ୍ରଚାର

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସଂଧ୍ୟାରେ ଥମିବ ପ୍ରଚାର ।  ଦିନକ ପରେ ୫ ଲୋକସଭା ଓ ୩୫ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ।  ପଶ୍ଚିମ ଓଡ଼ିଶାର ୩ଟି ପ୍ରମୁଖ ଲୋକସଭା ଆସନ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର ଓ ଏହା ଅନ୍ତର୍ଗତ୨୧ ବିଧାନସଭା ଆସନ ପାଇଁ…