ଚାରୋଟି ବର୍ଗରେ ବଢ଼ିଲା ସର୍ବନିମ୍ନ ମଜୁରୀ, ୩୫୨ରୁ ୪୫୦ ଟଙ୍କାକୁ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟ ସରକାର ଆଜି ସର୍ବନିମ୍ନ ମଜୁରୀରେ ବୃଦ୍ଧି କରିଛନ୍ତି । ଏ ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି । ଚାରୋଟି ବର୍ଗ ଯଥା ଅଣକୁଶଳୀ, ଅର୍ଦ୍ଧ କୁଶଳୀ, କୁଶଳୀ ଓ ଅତ୍ୟନ୍ତ କୁଶଳୀ ଶ୍ରମିକ ଏହି ନିଷ୍ପତ୍ତି ଦ୍ବାରା ଉପକୃତ ହେବେ ।…