Browsing Tag

odisha heat wave

ଆହୁରି ୧୦ ଦିନ ଜାଳିବ, ମେ ୪ ଯାଏଁ ତାତିରୁ ନିସ୍ତାର ନାହିଁ

ଭୁବନେଶ୍ୱର (କେନ୍ୟୁଜ): ଆହୁରି ୧୦ ଦିନ ଯମ ଯନ୍ତ୍ରଣା । ହୁତହୁତ ହୋଇ ଜଲିବ ଓଡ଼ିଶା ।  ମେ ୪ ଯାଏଁ ନିସ୍ତାର ଆଶା କମ୍ । କାଳବୈଶାଖୀ ବର୍ଷା ସତ୍ତ୍ବେ ତାତିରେ ଲାଗୁନି ବ୍ରେକ । ୪୩.୨ ଡିଗ୍ରୀ ସହ ଭୁବନେଶ୍ବର ଓ ନୂଆପଡ଼ା ଗତକାଲି ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ପାଲଟିଛି । ୪୧ ସହର ଉପରେ…

ଉପାନ୍ତରୁ ଉପକୂଳ ସବୁଠି ଉପରମୁହାଁ ପାରଦ : ଆଗକୁ ଆହୁରି ହନ୍ତସନ୍ତ କରିବ ତାତି

ଭୁବନେଶ୍ୱର (କେନ୍ୟୁଜ): ସାରା ରାଜ୍ୟରେ ଉପରମୁହାଁ ତାତି। ୪୦ ଟପିବ ତାପମାତ୍ରା !। ଗତକାଲି ରାଜ୍ୟର ଅଧିକାଂଶ ସହରର ସର୍ବୋଚ୍ଚ ତାପମାତ୍ରା ୩୦ ଡିଗ୍ରି ଟପିଥିଲା । ମାଲକାନଗିରିରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରି ପହଞ୍ଚିଥିଲା । ଆଜି ମଧ୍ୟ ସମାନ ସ୍ଥିତି ଲାଗି ରହିବ ବୋଲି…

ମାଘର ବେଳ କାଳ ସରିନି, ତାତିଲାଣି ଅଧା ଓଡ଼ିଶା

ଭୁବନେଶ୍ୱର (କେନ୍ୟୁଜ): ମାଘ ସରିନି । ମାଡ଼ି ଆସିଲାଣି ଖରା । ଅସ୍ବାଭାବିକ ଭାବରେ ବଢୁଛି ତାତି । ସକାଳ ୯ଟାରୁ ଟାଇଁ ଟାଇଁ ଖରା ହେଉଛି । ଫେବ୍ରୁଆରୀ ଦ୍ବିତୀୟ ସପ୍ତାହରୁ ତାତିଲାଣି ଅଧା ଓଡ଼ିଶା । ପାରଦ ଡେଇଁଲାଣି ୩୫ ଡିଗ୍ରୀ । ଏବେ ଦିନର ତାପମାତ୍ରା ସ୍ବାଭାବିକଠାରୁ ୨-୩ ଡିଗ୍ରୀ ଅଧିକ…

ଅସହ୍ୟ ତାତିରେ ଜଳୁଛି ଓଡ଼ିଶା; ଆଜି ସକାଳ ସାଢେ ୫ଟା ସୁଦ୍ଧା ଭୁବନେଶ୍ୱରରେ ୩୦ ଡ଼ିଗ୍ରୀ ତାପମାତ୍ରା

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ଅସହ୍ୟ ତାତି । ଆହୁରି କଲବଲ କରିବ । ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ଉପକୂଳରେ ଗୁଳୁଗୁଳି ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ଜାରି ରହିବ ତାତି । ଅଧିକାଂଶ ସ୍ଥାନର ଦିନ ତାପମାତ୍ରା ସ୍ୱାଭାବିକ ଠାରୁ ୪ରୁ ୬…

ଆଜିଠୁ ଆହୁରି ଅସହ୍ୟ ହେବ ତାତି, ୨୨ ଯାଏ ଭୟଙ୍କର ଗ୍ରୀଷ୍ମପ୍ରବାହ

ଆଜିଠୁ ଆହୁରି ଅସହ୍ୟ ହେବ ତାତି । ଜଳିବ ସାରା ଓଡ଼ିଶା। ଆଭ୍ୟନ୍ତରୀଣରେ ଅଧିକ ଜଳାଇବ, ଉପକୂଳରେ ବି ନିସ୍ତାର ମିଳିବନି। ୨୨ ଯାଏ ଭୟଙ୍କର ଗ୍ରୀଷ୍ମପ୍ରବାହ ବହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। କ୍ରମାଗତ ଭାବେ ପଶ୍ଚିମ ଓ ଉତ୍ତରପଶ୍ଚିମ ଦିଗରୁ ଗରମ ତଥା ଶୁଷ୍କ ବାୟୁ…

ରାଜ୍ୟରେ ଅସହ୍ୟ ତାତି ସହ ଗୁଳୁଗୁଳି: ୭ ଜିଲ୍ଲାକୁ ହିଟ୍‌ ୱେଭ୍‌ ଆଲର୍ଟ ଜାରି, ରଜ ପୂର୍ବରୁ ଓଡ଼ିଶା ଛୁଇଁବନି ମୌସୁମୀ !

ଭୁବନେଶ୍ବର(କେନ୍ୟୁଜ): ଭୟଙ୍କର ତାତି। ରାଜ୍ୟରେ ଅସହ୍ୟ ତାତି ସହ ଗୁଳୁଗୁଳିରେ ଛଟପଟ ଜନଜୀବନ। ଉପକୂଳରେ ଗୁଳୁଗୁଳି କଲବଲ କରୁଥିବାବେଳେ ପଶ୍ଚିମରେ ତାତି ବଳବତ୍ତର ରହିଛି। ଦୁଇ ଦିନ ହେବ ରାଜ୍ୟରେ ତାପମାତ୍ରା ୪୫ ଡିଗ୍ରୀ ଉପରେ ରହୁଛି। ଗତକାଲି ଦୁଇଟି ସହରରେ ତାପମାତ୍ରା ୪୫ଡିଗ୍ରୀ ପାର୍‌…

ଗୁଜରାଟ ପଟୁ ଆସୁଥିବା ଶୁଷ୍କ ବାୟୁ ପ୍ରଭାବରେ ରାଜ୍ଯରେ ବଢ଼ୁଛି ତାତି, ଆଜି ୮ ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ…

ଭୁବନେଶ୍ବର(କେନ୍ୟୁଜ୍‌): ଡେଉଁଛି ପାରଦ । ବଢୁଛି ତାତି । ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ସ୍ଥିତି । ୧୩ ତାରିଖ ଯାଏ ନିସ୍ତାର ନାହିଁ । ଗୁଜରାଟ ପଟୁ ପ୍ରଭାବିତ ଶୁସ୍କ ବାୟୁ ପ୍ରଭାବରେ ତାତି ବଢ଼ୁଛି । ଆଜି ୮ ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ…

ଆକାଶରୁ ଅଗ୍ନିବର୍ଷା: ଆଜିଠୁ ପଶ୍ଚିମ ଓଡ଼ିଶାକୁ ହିଟ୍‌ୱେଭ୍ ଆଲର୍ଟ, ୫ ଜିଲ୍ଲାକୁ ଗ୍ରୀଷ୍ମ ପ୍ରବାହ ସତର୍କତା

ଭୁବନେଶ୍ୱର(କେନ୍ୟୁଜ୍‌): ରାଜ୍ୟକୁ ପୁଣି ଫେରିଛି ତାତି । ଜଳୁଛି ପଶ୍ଚିମ ଓଡ଼ିଶା । ଆକାଶରୁ ଅଗ୍ନିବର୍ଷା ହେଉଛି । ଆଜିଠୁ ପଶ୍ଚିମ ଓଡ଼ିଶାରେ ଆହୁରି ବଢ଼ିବ ଦିନର ତାପମାତ୍ରା । ତିନି ଦିନ ଯାଏ ନିସ୍ତାର ନାହିଁ । ୧୦ ତାରିଖ ଯାଏ ପଶ୍ଚିମ ଓଡ଼ିଶାକୁ ହିଟ୍‌ୱେଭ୍ ଆଲର୍ଟ କରିଛି ଭୁବନେଶ୍ୱର…

ଆହୁରି ୫ ଦିନ କଲବଲ କରିବ ତାତି, ୪୦ ଡିଗ୍ରୀ ଉପରେ ୧୨ଟି ସହରର ତାମପାତ୍ରା

ଭୁବନେଶ୍ବର(କେନ୍ୟୁଜ୍‌): ଆହୁରି ୫ ଦିନ କଲବଲ କରିବ ତାତି। ରାଜ୍ୟରେ ଏବେ ଗରମ, ଗୁଳୁଗୁଳି ଜାରି ରହିଛି। ଗତକାଲି ୧୨ଟି ସହରର ତାମପାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଥିଲା। ବଲାଙ୍ଗିରରେ ସର୍ବୋଚ୍ଚ ତାପମାତ୍ରା ୪୨.୨ ଡିଗ୍ରୀ ରେକର୍ଡ କରାଯାଇଥିଲା। ଆସନ୍ତା ୫ ଦିନ ପର୍ଯ୍ୟନ୍ତ…

ଓଡ଼ିଶାରେ ଆହୁରି ୪ ଦିନ ଅସହ୍ୟ ତାତି: ୨୯ ତାରିଖ ଯାଏ ୧୧ଟି ଜିଲ୍ଲା ଓ ୩୦ ତାରିଖରେ ୮ ଜିଲ୍ଲାକୁ ହିଟୱେଭ ୱାର୍ଣ୍ଣିଂ…

ଭୁବନେଶ୍ବର(କେନ୍ୟୁଜ): ଆହୁରି ୪ ଦିନ ଅସହ୍ୟ ତାତି। ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ୱାଭାବିକ ଠାରୁ ୩ରୁ ୫ ଡିଗ୍ରୀ ଯାଏଁ ଅଧିକ ରହିବ ତାତି। ଉପକୂଳରେ କିଛି ସ୍ଥାନରେ ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ଯାଏ ଦିନ ତାପମାତ୍ରା ଅଧିକ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

ଆଗାମୀ ୪ ଦିନରେ ଆଭ୍ୟନ୍ତରୀଣ ଓଡ଼ିଶାରେ ଆହୁରି ବଢିବ ତାପମାତ୍ରା, ଆଜି ୭ ଜିଲ୍ଲାକୁ ଗ୍ରୀଷ୍ମପ୍ରବାହ ନେଇ ସତର୍କ ସୂଚନା…

ପଶ୍ଚିମ ଓଡ଼ିଶାରେ ନିଆଁ ବର୍ଷା। ବୌଦ୍ଧ , ଝାରସୁଗୁଡ଼ା, ବଲାଙ୍ଗିର, ସୋନପୁର ଓ ଟିଟିଲାଗଡ଼ ଆଦି ପାଲଟିଛି ନିଆଁ ପିଣ୍ଡ। ୪୪.୫ ଡିଗ୍ରୀ ତାପମାତ୍ରା ସହ ବୌଦ୍ଧ ରାଜ୍ୟର ତତଲାଗଡ଼ ପାଲଟିଛି। ଝାରସୁଗୁଡା ୪୩.୯ ଓ ବଲାଙ୍ଗିରରେ ତାପମାତ୍ରା ୪୩.୮ ଡିଗ୍ରୀ ରେକର୍ଡ ହୋଇଛି । ୨୨ଟି ସହରରେ ୪୦ ଡିଗ୍ରୀ…

ଅସମ୍ଭାଳ ତାତିରେ ଜଳୁଛି ସାରା ରାଜ୍ୟ: ୪୬ ଡିଗ୍ରୀ ଆଡ଼କୁ ଓଡ଼ିଶା, ବିଭିନ୍ନ ଜିଲ୍ଲାକୁ ହିଟୱେଭ୍‌ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ୍‌) : ୪୬ ଡିଗ୍ରୀ ଆଡ଼କୁ ଓଡ଼ିଶା। ତତଲା କଡ଼େଇରେ ଭାଜି ହେଉଛି ସାରା ରାଜ୍ୟ । ଜଳୁଛି ପଶ୍ଚିମରୁ ଉପକୂଳ । ସବୁଠି ଅସମ୍ଭାଳ ତାତି । ଆଗକୁ ଆହୁରି ବଢିବ ତାପମାତ୍ରା। ୪୪ ଡିଗ୍ରୀ ସେଲସିୟସ ସହ ସବୁଠୁ ଉତ୍ତପ୍ତ ସହର ରହିଛି ବଲାଙ୍ଗିର । ୨୭ଟି ସହରରେ ୪୦ ଡିଗ୍ରୀ ଉପରେ ରହିଛି…