Below header
Browsing Tag

odisha heat wave

ଆକାଶରୁ ଅଗ୍ନିବର୍ଷା: ୧୨ ସହରରେ ପାରଦ ୪୦ ଡିଗ୍ରୀ ଉପରେ, ସବୁଠୁ ଉତ୍ତପ୍ତ ସୋନପୁର

ଭୁବନେଶ୍ୱର (କେନ୍ୟୁଜ୍): ଆକାଶରୁ ଅଗ୍ନିବର୍ଷା । ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ଲହରି । ୧୨ ସହରରେ ପାରଦ ୪୦ ଡିଗ୍ରୀ ସେଲସିୟସ୍‌ ଉପରେ ରହିଛି । ସବୁଠୁ ଉତ୍ତପ୍ତ ସହର ସୋନପୁର । ସେଠାରେ ସର୍ବାଧିକ ତାପମାତ୍ରା ୪୩.୨ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଛି । ସେହିପରି ଅନୁଗୁଳରେ ୪୩…

ଜଳୁଛି ଅଧା ଓଡ଼ିଶା: ରାଜ୍ୟର ୧୨ ସହରର ତାପମାତ୍ରା ୪୦ ଡିଗ୍ରୀ ପାର୍‌, ବାରିପଦାରେ ସର୍ବାଧିକ

ଭୁବନେଶ୍ବର(କେନ୍ୟୁଜ୍): ରାଜ୍ୟରେ ଦିନକୁ ଦିନ ବଢି ଚାଲିଛି ତାତି। ଜଳୁଛି ଅଧା ଓଡ଼ିଶା। ରାଜ୍ୟର ୧୨ ସହରର ତାପମାତ୍ରା ୪୦ ଡିଗ୍ରୀ ପାର୍‌ କରିଛି । ପଶ୍ଚିମ ଓଡ଼ିଶାର ୫ ସହରର ତାପମାତ୍ରା ୪୨ଡିଗ୍ରୀ ଉପରେ ରହିଛି। ସର୍ବାଧିକ ତାପମାତ୍ରା ବାରିପଦାରେ ୪୨ଦଶମିକ ୬ ଡିଗ୍ରୀ ରେକର୍ଡ ହୋଇଛି।…

ବୁଧବାରଠୁ ରାଜ୍ୟରେ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢିବ ତାପମାତ୍ରା, ଏହି ୬ଟି ଜିଲ୍ଲାକୁ IMDର ହିଟ୍‌ୱେଭ୍‌ ଆଲର୍ଟ ଜାରି

ଭୁବନେଶ୍ବର(କେନ୍ଯୁଜ୍): ଡେଉଁଛି ପାରଦ । ବଢୁଛି ତାତି । ବୁଧବାରଠୁ ରାଜ୍ୟରେ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢିବ ତାପମାତ୍ରା। ବଲାଙ୍ଗିର, ସୋନପୁର, ବୌଦ୍ଧ, ଅନୁଗୁଳ, ନୟାଗଡ଼ ଓ ଖୋର୍ଦ୍ଧାରେ ଖରାର ସର୍ବାଧିକ ପ୍ରଭାବ ରହିବା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ୬ ଜିଲ୍ଲାକୁ IMDର ହିଟ୍‌ୱେଭ୍‌…

ଆସନ୍ତା ୧୪ ତାରିଖରୁ ଆହୁରି ବଢିବ ଖରା, ଓଡ଼ିଶାରେ ୪୦ ଡିଗ୍ରୀ ଛୁଇଁବ ପାରଦ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ବଢୁଛି ତାତି । ଗତକାଲି ୩୭ ଡିଗ୍ରୀ ଉପରେ ଥିଲା ୬ ସହର । ଆସନ୍ତା ୧୪ ତାରିଖରୁ ଆହୁରି ଟାଣ ଖରା ହେବ । ଆଭ୍ୟନ୍ତରୀଣ ଓଡ଼ିଶାରେ ୪୦ ଡିଗ୍ରୀ ଛୁଇଁବ ପାରଦ । ରାଜ୍ୟରେ ୧୪ରୁ ୧୭ ତାରିଖ ମଧ୍ୟରେ ସାମୁଦ୍ରିକ ପବନ ବହିବାର ସମ୍ଭାବନା ନାହିଁ । ଉତ୍ତର-ପଶ୍ଚିମ…

ଚଳିତ ବର୍ଷ ହେବନି ବିଶେଷ ଖରା, ସ୍ୱାଭାବିକ ଠାରୁ ଅଧିକ ବର୍ଷା ହେବା ଦ୍ୱାରା ସର୍ବାଧିକ ତାପମାତ୍ରା କମ୍‌ ରହିବ:…

ଭୁବନେଶ୍ବର(କେନ୍ଯୁଜ୍): ମାର୍ଚ୍ଚରେ ସ୍ୱାଭାବିକ ଠାରୁ କମ୍‌ ତାପମାତ୍ରା। ଚଳିତ ବର୍ଷ ବିଶେଷ ଖରା ହେବନି। ଅର୍ଥାତ୍‌ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହେବା ଦ୍ୱାରା ସର୍ବାଧିକ ତାପମାତ୍ରା କମ୍‌ ରହିବ। ଫଳରେ ଖରା କମ ରହିବ। ମାର୍ଚ୍ଚରୁ ମେ ମାସ ମଧ୍ୟରେ ଦେଶରେ ଦିନ ତାପମାତ୍ରା…

କଲବଲ କରୁଛି ଖରା: ୧୩ଟି ସହରର ତାପମାତ୍ରା ୪୧ ଡିଗ୍ରୀ ଉପରେ, ସବୁଠୁ ଉତ୍ତପ୍ତ ସହର ପାଲଟିଲା ଭୁବନେଶ୍ୱର

ଭୁବନେଶ୍ୱର: କଲବଲ କରୁଛି ଖରା । ତାତିରୁ ନିସ୍ତାର ନାହିଁ । ରାଜ୍ୟରେ ଗ୍ରୀଷ୍ମ ଲହରି ଅସହ୍ୟ ହେଲାଣି । ଗତକାଲି ୧୩ଟି ସହରର ତାପମାତ୍ରା ୪୧ ଡିଗ୍ରୀ ସେଲସିୟସ ଉପରେ ରେକର୍ଡ ହୋଇଥିଲା । ଭୁବନେଶ୍ୱର ପାଲଟିିଥିଲା ସବୁଠୁ ଉତ୍ତପ୍ତ ସହର । ରାଜଧାନୀର ତାପମାତ୍ରା ୪୪.୨ ଡିଗ୍ରୀ ସେଲସିୟସ ରେକର୍ଡ…

ମାଡି ଆସୁଛି ଖରା: ଏପ୍ରିଲ ପହିଲାରୁ ରାଜ୍ୟରେ ବଢିବ ଗ୍ରୀଷ୍ମ ପ୍ରକୋପ, ୬ଜିଲ୍ଲା ପାଇଁ ହିଟୱେଭ୍‌ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ମାଡି ଆସୁଛି ଖରା। ଏପ୍ରିଲ ପହିଲାରୁ ଆହୁରି ବଢିବ ଗ୍ରୀଷ୍ମର ପ୍ରକୋପ। ରାଜଧାନୀ ସମେତ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲା ତାତିବ। ବିଶେଷକରି ପ୍ରଥମ ସପ୍ତାହରେ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମପ୍ରବାହ ହେବ। ସ୍ଥିତିକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ୬ଜିଲ୍ଲା…