Browsing Tag

odisha latest corona update

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୩ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ । ଆଉ ୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧାରୁ ୮୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହା ମୋଟ ଆକ୍ରାନ୍ତଙ୍କ ୪୯.୭୧ ପ୍ରତିଶତ । ଆଜି ମୋଟ ପଜିଟିଭ୍‌ ରେଟ ରହିଛି ୦.୩୦ ପ୍ରତିଶତ ।…

ଆଜି ରାଜ୍ୟରେ ୪୨୪୨ କରୋନା ପଜିଟିଭ୍‌ ଚିହ୍ନଟ, ଗଲା ୯ଜଣଙ୍କ ଜୀବନ

ଭୁବନେଶ୍ବର: ଆଜି ରାଜ୍ୟରେ ୪୨୪୨ କରୋନା ପଜିଟିଭ୍‌ ଚିହ୍ନଟ । ଏମାନଙ୍କ ଭିତରୁ କ୍ୱାରେଣ୍ଟାଇନ୍‌ରୁ ୨୫୦୩ ଓ ଲୋକାଲ କେସ୍‌ ରହିଛି ୧୭୩୯ । ଏହାସହ ଖୋର୍ଦ୍ଧାରୁ ସର୍ବାଧିକ ୬୫୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦ୍ୱିତୀୟରେ ରହିଛି କଟକ । ଦିନକରେ କଟକ ଜିଲ୍ଲାରୁ ୫୯୫ ନୂଆ କେସ୍‌ ସାମ୍ନାକୁ…

ଆଜି ରାଜ୍ଯରେ ୩୦ଟି ଜିଲ୍ଲାରୁ ୨୮୯୮ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୫୨୪ଜଣ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ଯରେ ୨୮୯୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସମୁଦାୟ ୨୯ଟି ଜିଲ୍ଲାରୁ ଏହି ସମସ୍ତ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ କ୍ବାରେଣ୍ଟାଇନରୁ ୧୭୯୨ ଏବଂ ଲୋକାଲ୍ କେସରୁ ୧୧୦୬ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ଯରେ ମୋଟ କରୋନା…

ରାଜ୍ଯରେ ଆଜି ସର୍ବାଧିକ ୧୯୮୧ କରୋନା ପଜିଟିଭ୍ ଚିହ୍ନଟ, ୯ ଜଣଙ୍କ ନେଲା ଜୀବନ ମାରାତ୍ମକ ଭାଇରସ୍

ଭୁବନେଶ୍ବର: ରାଜ୍ଯରେ ରେକର୍ଡ ଉପରେ ରେକର୍ଡ ଭାଙ୍ଗିବାରେ ଲାଗିଛି କରୋନା ଭାଇରସ୍ । ଆଜି ସର୍ବାଧିକ ୧୯୮୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସମୁଦାୟ ୩୦ଟି ଜିଲ୍ଲାରୁ ଏହି ସମସ୍ତ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ କ୍ବାରେଣ୍ଟାଇନରୁ ୧୨୨୫ ଏବଂ ଲୋକାଲ୍…