ରବିବାର ସୁଦ୍ଧା ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ଆସନ୍ତା ୫ ସୁଦ୍ଧା ନେବ ଲଘୁଚାପର ରୂପ
ଭୁବନେଶ୍ୱର(କେନ୍ୟୁଜ୍): ଆସନ୍ତା ୫ ତାରିଖ ବେଳକୁ ଆଉ ଏକ ଲଘୁଚାପ । ରବିବାର ସୁଦ୍ଧା ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ୫ ତାରିଖରେ ଲଘୁଚାପର ରୂପ ନେବ । ସ୍କାଏମେଟର ଆକଳନ, ଅବପାତରେ ପରିଣତରେ ହୋଇପାରେ ଲୋ ପ୍ରେସର। ତେବେ ଏହା ସାମୁଦ୍ରିକ ଝଡ଼ର ରୂପ ନେବାର କୌଣସି ସମ୍ଭାବନା…