Browsing Tag

odisha mps

ଆସନ୍ତା ୯ ତାରିଖରେ ଶପଥ ନେବେ ନରେନ୍ଦ୍ର ମୋଦି, କେନ୍ଦ୍ର କ୍ୟାବିନେଟରେ ଓଡ଼ିଶାର କେତେଜଣ ନେଇ ଚର୍ଚ୍ଚା

ଆସନ୍ତା ୯ ତାରିଖରେ ଶପଥ ନେବେ ନରେନ୍ଦ୍ର ମୋଦି । ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ । ୨୧ ଆସନ ବିଶିଷ୍ଟ ଓଡିଶାରୁ ବିଜେପି ୨୦ଟି ଆସନରେ ବିଜୟ ଲାଭ କରି ମୋଦିଙ୍କ ପ୍ରତି ଓଡିଶାବାସୀଙ୍କ ଅକୁଣ୍ଠ ସମର୍ଥନ ପ୍ରମାଣ କରିଛି। ମୋଦିଙ୍କ କ୍ୟାବିନେଟରେ ଓଡ଼ିଶାରୁ କାହାକୁ…