Browsing Tag

odisha new cases

ରାଜ୍ଯରେ ଛଅ ହଜାର ଟପିଲା ସଂକ୍ରମିତଙ୍କ ସଂଖ୍ଯା, ଆଜି ପୁଣି ୨୧୮ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ଯରେ ପୁଣି ୨୧୮ ପଜିଟିଭ୍ ଚିହ୍ନଟ । ୨୧ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ଏହି ୨୮୨ ପଜିଟିଭ୍ । ଏମାନଙ୍କ ଭିତରୁ ୧୯୮ ଜଣ କ୍ୱାରେଣ୍ଟିନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ, ୨୦ ଲୋକାଲ୍ କେସ୍ ।  ତେବେ ଏହାକୁ ମିଶାଇ ରାଜ୍ଯରେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୬୧୮୦ ରେ ପହଁଚିଛି ।…

ରାଜ୍ୟରେ ପୁଣି ଚିହ୍ନଟ ହେଲେ ଆଉ ୧୭୪ ନୂଆ କରୋନା ଆକ୍ରାନ୍ତ, ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୪୫୧୨ କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ପୁଣି ଚିହ୍ନଟ ହେଲେ ଆଉ ୧୭୪ ନୂଆ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୫୧୨ କୁ ବୃଦ୍ଧି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ଏହି ୧୭୪ ନୂଆ କରୋନା ଆକ୍ରାନ୍ତଙ୍କ ଭିତରୁ ୧୪୬ଜଣ କ୍ବାରେଣ୍ଟାଇନରେ…

ରାଜ୍ଯରେ ପୁଣି ୯୬ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ଯା ୧୮୧୯କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ଆଉ ୯୬ କରୋନା ପଜିଟିଭ୍ ଚିହ୍ନଟ। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୧୯ ରେ ପହଁଚିଲା । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ୯୬ କରୋନା ପଜିଟିଭଙ୍କ ଭିତରୁ ଗଞ୍ଜାମରୁ ୬, ଯାଜପୁରରୁ ୬,ବାଲେଶ୍ବରରୁ…

ରାଜ୍ୟରେ ପୁଣି ନୂଆ ୭୯ କରୋନା ପଜିଟିଭ୍‌ ଚିହ୍ନଟ, ନୂଆ ଜିଲ୍ଲା ଭାବେ ସୋନପୁର ହେଲା ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ପୁଣି ନୂଆ ୭୯ କରୋନା ପଜିଟିଭ୍‌ ଚିହ୍ନଟ। ଏହାକୁ ମିଶାଇ ୧୫୦୦ ପାରି କରିଛି ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ଭିତରୁ କଟକରେ ସର୍ବାଧିକ ୧୬ଜଣ ପିଜିଟିଭ୍‌ ବାହାରିଛନ୍ତି। ଏହାସହ ବଲାଙ୍ଗିରରୁ ୧୪ଜଣ ଆକ୍ରାନ୍ତ ରହିଛନ୍ତି । ସେହିପରି…

ରାଜ୍ଯରେ ପୁଣି ୮୦ କରୋନା ପଜିଟିଭ୍ ଚିହ୍ନଟ, ମୋଟ ସଂକ୍ରମିତଙ୍କ ସଂଖ୍ଯା ୧୨୬୯କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ଯରେ ଆଉ ୮୦ କରୋନା ପଜିଟିଭ୍ ଚିହ୍ନଟ। ଏହାକୁ ମିଶାଇ ରାଜ୍ଯରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ଯା ୧୨୬୯କୁ ବୃଦ୍ଧି ପାଇଛି । ପଜିଟିଭଙ୍କ ଭିତରେ ଗଞ୍ଜାମରୁ ୧୯, ଯାଜପୁରରୁ ୧୪, ବାଲେଶ୍ବରରୁ ୩, ପୁରୀରୁ ୧୭, କଟକରୁ ଜଣେ, ସୁନ୍ଦରଗଡରୁ ୫, ନୟାଗଡରୁ ୫,ବଲାଙ୍ଗିରରୁ ୧ ,…