Below header
Browsing Tag

odisha new corona positive cases

ରାଜ୍ୟରେ ଆଉ ୧୪୬ ନୂଆ କରୋନା ପଜିଟିଭ ଚିହ୍ନଟ, ୩ ହଜାର ଅତିକ୍ରମ କଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୧୪୬ଟି ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାର ଅତିକ୍ରମ କରିଛି । ଅର୍ଥାତ୍ ଏହାକୁ ମିଶାଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧୪୦ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଦେଇଛନ୍ତି ସୂଚନା ଓ ଲୋକସମ୍ପର୍କ…