କୋଭିଡ୍-୧୯ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ ଘୋଷଣା, ସହରାଞ୍ଚଳ ଗରିବଙ୍କ ପାଇଁ ୧୦୦ କୋଟି…
ଭୁବନେଶ୍ବର: କୋଭିଡ୍-୧୯ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା । ସହରାଞ୍ଚଳରେ ଶ୍ରମଭିତ୍ତିକ କାର୍ଯ୍ୟ ପାଇଁ ୧୦୦ କୋଟି ଟଙ୍କା ମଞ୍ଜୁର ହୋଇଛି । ଏହା ଦ୍ୱାରା ୪ ଲକ୍ଷ ୫୦ ହଜାର ପରିବାର ଉପକୃତ ହେବେ । ଚଳିତ ଏପ୍ରିଲ ମାସରୁ ଆରମ୍ଭ ହୋଇ ଏହା ଆଗାମୀ ସେପ୍ଟେମ୍ବର ମାସ…