Browsing Tag

odisha rain

ରାଜ୍ୟରେ ୫ ଦିନ ଯାଏ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ବର୍ଷା, ପବନ ସହ କୂଆ ପଥର ବର୍ଷାକୁ ନେଇ ବି ସତର୍କତା ଜାରି

ଭୁବନେଶ୍ୱର: ରାଜ୍ୟରେ ୫ ଦିନ ବର୍ଷା ସମ୍ଭାବନା ।  ୨୩ ଯାଏଁ ରାଜ୍ୟର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ।  ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପଶ୍ଚିମା ଝଡ଼ ସହ ଟ୍ରପ ଲାଇନ ଯୋଗୁ ରାଜ୍ୟର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ପ୍ରଭାବରେ ବିଶେଷ କରି…

ବଙ୍ଗୋପସାଗରରେ ଲଘୁଚାପ, ଆଜିଠୁ ୨୨ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

୨୨ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା ।  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।  ଆଜି କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ପୁରୀ,…

୩୧ରେ ଘୂର୍ଣ୍ଣିବଳୟ ସମ୍ଭାବନା, ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ୩୧ରେ ଆଉ ଏକ ଘୂର୍ଣ୍ଣିବଳୟ ସମ୍ଭାବନା ।  ଓଡ଼ିଶା ଉପରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ ।  ପ୍ରଭାବରେ ବଢିବ ବର୍ଷାର ପରିମାଣ।  ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ।  ଏହା ସହ ଉତ୍ତର ଛତିଶଗଡ଼ ଉପରେ ରହିଛି ଏକ ଘୂର୍ଣ୍ଣିବଳୟ ।  ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । …

ଆସନ୍ତା ୨୭ ଯାଏ ବର୍ଷା,ରାଜ୍ୟର ଅନେକ ସ୍ଥାନରେ ଆଗାମୀ ୪ ଦିନ ଯାଏ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୨୭ ଯାଏ ବର୍ଷା । ବର୍ତ୍ତମାନ ଛତିଶଗଡ଼ ଉପରେ ରହିଛି ଲଘୁଚାପ । ଫଳରେ ରାଜ୍ୟର ଅନେକ ସ୍ଥାନରେ ଆଗାମୀ ୪ ଦିନ ଯାଏ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ ଦକ୍ଷିଣ ଓ କେନ୍ଦ୍ରୀୟ ଓଡିଶାରେ ବିଭିନ୍ନ ଜିଲ୍ଲାକୁ ସତର୍କ ସୂଚନା ଜାରି…

ପୂର୍ବାହ୍ନରେ ଖରା, ଅପରାହ୍ନରେ କାଳବୈଶାଖୀ; କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ଵର (କେନ୍ୟୁଜ): ପୂର୍ବାହ୍ନରେ ଖରା, ଅପରାହ୍ନରେ ହେବ କାଳବୈଶାଖୀ । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଏଭଳି ପାଗ ଲାଗି ରହିବ । ବିଶେଷକରି ଉପକୂଳ, ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ପ୍ରବଳ ବର୍ଷା…

ରାଜ୍ୟରେ ୨ ଦିନ କାଳବୈଶାଖୀ ବର୍ଷା ଚେତାବନୀ, ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଆଲର୍ଟ

ଭୁବନେଶ୍ୱର (କେନ୍ୟୁଜ) : ୨ ଦିନ ଘାଣ୍ଟିବ କାଳବୈଶାଖୀ । ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା । ଆଜି ୨୩ ଜିଲ୍ଲାରେ ବର୍ଷା, ବିଜୁଳି ଘଡ଼ଘଡ଼ି ଓ ଝଡ଼ ପବନ ପ୍ରଭାବ ଦେଖାଯିବ। ଏଥିପାଇଁ କାଳବୈଶାଖୀ ସତର୍କତା ଜାରି କରିଛି ପାଣିପାଗ ବିଭାଗ। କୁଆପଥର ଆଲର୍ଟ କରିଛି ପାଣିପାଗ…

ରାଜ୍ୟର କିଛି ସ୍ଥାନରେ ବର୍ଷା ସମ୍ଭାବନା, ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟର କିଛି ସ୍ଥାନରେ ବର୍ଷା ସମ୍ଭାବନା । ସକାଳ ୮ଟା ୩୦ଟା ପର୍ଯ୍ୟନ୍ତ ବଜ୍ରପାତ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସୁନ୍ଦରଗଡ଼, ଝାରସୁଗୁଡା ଓ…

ଆଜି ଅଧିକ ରହିବ ବର୍ଷାର ପରିମାଣ, ସକାଳ ୮ଟା ୩୦ ପର୍ଯ୍ୟନ୍ତ ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ମୌସୁମୀ ବର୍ଷା ଜାରି । ୩ ଦିନ ପର୍ଯ୍ୟନ୍ତ ଜାରି ରହିବ ବର୍ଷା । ଆଜି ଅଧିକ ରହିବ ବର୍ଷାର ପରିମାଣ। ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଂକା ରହିଛି। ପ୍ରବଳ ବର୍ଷା ପାଇଁ ଆଜି ସକାଳ ୮ଟା ୩୦ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୨୫…

ଆସନ୍ତାକାଲି ଘୂର୍ଣ୍ଣିବଳୟ ନେବ ଲଘୁଚାପର ରୂପ, ରାଜ୍ୟରେ ୪ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (କେନ୍ୟୁଜ): ଲଘୁଚାପ ପରେ ଲଘୁଚାପ । ଗୋଟିଏ ଯାଉଣୁ ଆଉ ଗୋଟିଏ ଦାନା ବାନ୍ଧୁଛି । ଆଜି ସୃଷ୍ଟି ହେବ ଘୂର୍ଣ୍ଣିବଳୟ । କାଲି ଲଘୁଚାପ । ଆଜି ପଶ୍ଚିମକେନ୍ଦ୍ରୀୟ ଓ ତତ୍‌ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଉପରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଆସନ୍ତାକାଲି ଏହା ନେବ ଲଘୁଚାପର…

ରାଜ୍ୟରେ କାଲିଠୁ ପୁଣି ବର୍ଷା ! ଆଜି ପୁରୀ ସମେତ ଦକ୍ଷିଣ ଓଡ଼ିଶାର ୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ । ଆଗକୁ ଆସୁଛି ବଡ଼ ବର୍ଷା । ଆସନ୍ତା ୨୪ ଘଣ୍ଟାରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟରେ କାଲିଠୁ ପୁଣି ବର୍ଷା ହେବ । ୨୨ ତାରିଖ ଯାଏ ପ୍ରବଳ ବର୍ଷିବ । ଘୂର୍ଣ୍ଣିବଳୟ ଓ ଲଘୁଚାପ…

ଆଜିଠାରୁ ରାଜ୍ୟରେ ବଢ଼ିବ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର(କେନ୍ୟୁଜ୍): ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରର ଆନ୍ଧ୍ର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଆଉ ଗୋଟିଏ ଘୂର୍ଣ୍ଣିବଳୟ ମ୍ୟାନମାର ଉପରେ ଅବସ୍ଥିତ ରହିଛି । ଆଗାମୀ ୨୪ ଘଣ୍ଟାରେ ଏହା ଉତ୍ତରପୂର୍ବ ଓ ନିକଟସ୍ଥ କେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚିବ । ଏହାର ପ୍ରଭାବରେ…

ଅବପାତ ପ୍ରଭାବରେ ତୁହାକୁ ତୁହା ଚାଲିଛି ବର୍ଷା, ଢେଙ୍କାନାଳ ଜିଲ୍ଲାରେ ସର୍ବାଧିକ ୧୬୭ ମିଲିମିଟର ରେକର୍ଡ

ଭୁବନେଶ୍ୱର(କେନ୍ୟୁଜ୍): ବଙ୍ଗୋପ ସାଗରରେ ଅବପାତ ପ୍ରଭାବରେ ରାଜ୍ୟବ୍ୟାପୀ ବର୍ଷା ହୋଇଛି । ତୁହାକୁ ତୁହା ଭୀଷଣ ବର୍ଷାରେ ଭିଜିଛି ଓଡ଼ିଶା । ଏବେ ଅବପାତ ଦକ୍ଷିଣ ଛତିଶଗଡ଼ ଉପରେ ରହିଛି । ବର୍ତ୍ତମାନ ଭବାନୀପାଟଣାଠାରୁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ୧୯୦ କିଲୋମିଟର ଦୂରେ କେନ୍ଦ୍ରୀଭୂତ ରହିଛି…