Browsing Tag

odisha rain

ରାଜ୍ୟରେ ୨ ଦିନ କାଳବୈଶାଖୀ ବର୍ଷା ଚେତାବନୀ, ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଆଲର୍ଟ

ଭୁବନେଶ୍ୱର (କେନ୍ୟୁଜ) : ୨ ଦିନ ଘାଣ୍ଟିବ କାଳବୈଶାଖୀ । ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା । ଆଜି ୨୩ ଜିଲ୍ଲାରେ ବର୍ଷା, ବିଜୁଳି ଘଡ଼ଘଡ଼ି ଓ ଝଡ଼ ପବନ ପ୍ରଭାବ ଦେଖାଯିବ। ଏଥିପାଇଁ କାଳବୈଶାଖୀ ସତର୍କତା ଜାରି କରିଛି ପାଣିପାଗ ବିଭାଗ। କୁଆପଥର ଆଲର୍ଟ କରିଛି ପାଣିପାଗ…

ରାଜ୍ୟର କିଛି ସ୍ଥାନରେ ବର୍ଷା ସମ୍ଭାବନା, ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟର କିଛି ସ୍ଥାନରେ ବର୍ଷା ସମ୍ଭାବନା । ସକାଳ ୮ଟା ୩୦ଟା ପର୍ଯ୍ୟନ୍ତ ବଜ୍ରପାତ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସୁନ୍ଦରଗଡ଼, ଝାରସୁଗୁଡା ଓ…

ଆଜି ଅଧିକ ରହିବ ବର୍ଷାର ପରିମାଣ, ସକାଳ ୮ଟା ୩୦ ପର୍ଯ୍ୟନ୍ତ ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ମୌସୁମୀ ବର୍ଷା ଜାରି । ୩ ଦିନ ପର୍ଯ୍ୟନ୍ତ ଜାରି ରହିବ ବର୍ଷା । ଆଜି ଅଧିକ ରହିବ ବର୍ଷାର ପରିମାଣ। ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଂକା ରହିଛି। ପ୍ରବଳ ବର୍ଷା ପାଇଁ ଆଜି ସକାଳ ୮ଟା ୩୦ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୨୫…

ଆସନ୍ତାକାଲି ଘୂର୍ଣ୍ଣିବଳୟ ନେବ ଲଘୁଚାପର ରୂପ, ରାଜ୍ୟରେ ୪ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (କେନ୍ୟୁଜ): ଲଘୁଚାପ ପରେ ଲଘୁଚାପ । ଗୋଟିଏ ଯାଉଣୁ ଆଉ ଗୋଟିଏ ଦାନା ବାନ୍ଧୁଛି । ଆଜି ସୃଷ୍ଟି ହେବ ଘୂର୍ଣ୍ଣିବଳୟ । କାଲି ଲଘୁଚାପ । ଆଜି ପଶ୍ଚିମକେନ୍ଦ୍ରୀୟ ଓ ତତ୍‌ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଉପରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଆସନ୍ତାକାଲି ଏହା ନେବ ଲଘୁଚାପର…

ରାଜ୍ୟରେ କାଲିଠୁ ପୁଣି ବର୍ଷା ! ଆଜି ପୁରୀ ସମେତ ଦକ୍ଷିଣ ଓଡ଼ିଶାର ୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ । ଆଗକୁ ଆସୁଛି ବଡ଼ ବର୍ଷା । ଆସନ୍ତା ୨୪ ଘଣ୍ଟାରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟରେ କାଲିଠୁ ପୁଣି ବର୍ଷା ହେବ । ୨୨ ତାରିଖ ଯାଏ ପ୍ରବଳ ବର୍ଷିବ । ଘୂର୍ଣ୍ଣିବଳୟ ଓ ଲଘୁଚାପ…

ଆଜିଠାରୁ ରାଜ୍ୟରେ ବଢ଼ିବ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର(କେନ୍ୟୁଜ୍): ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରର ଆନ୍ଧ୍ର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଆଉ ଗୋଟିଏ ଘୂର୍ଣ୍ଣିବଳୟ ମ୍ୟାନମାର ଉପରେ ଅବସ୍ଥିତ ରହିଛି । ଆଗାମୀ ୨୪ ଘଣ୍ଟାରେ ଏହା ଉତ୍ତରପୂର୍ବ ଓ ନିକଟସ୍ଥ କେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚିବ । ଏହାର ପ୍ରଭାବରେ…

ଅବପାତ ପ୍ରଭାବରେ ତୁହାକୁ ତୁହା ଚାଲିଛି ବର୍ଷା, ଢେଙ୍କାନାଳ ଜିଲ୍ଲାରେ ସର୍ବାଧିକ ୧୬୭ ମିଲିମିଟର ରେକର୍ଡ

ଭୁବନେଶ୍ୱର(କେନ୍ୟୁଜ୍): ବଙ୍ଗୋପ ସାଗରରେ ଅବପାତ ପ୍ରଭାବରେ ରାଜ୍ୟବ୍ୟାପୀ ବର୍ଷା ହୋଇଛି । ତୁହାକୁ ତୁହା ଭୀଷଣ ବର୍ଷାରେ ଭିଜିଛି ଓଡ଼ିଶା । ଏବେ ଅବପାତ ଦକ୍ଷିଣ ଛତିଶଗଡ଼ ଉପରେ ରହିଛି । ବର୍ତ୍ତମାନ ଭବାନୀପାଟଣାଠାରୁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ୧୯୦ କିଲୋମିଟର ଦୂରେ କେନ୍ଦ୍ରୀଭୂତ ରହିଛି…

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ହେବ ହାଲୁକା ଧରଣର ବର୍ଷା, ୧୦ ଜିଲ୍ଲାରେ ପ୍ରବଳ ବର୍ଷିବ !

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାହେବ। ବଙ୍ଗୋପସାଗରରେ ସୃଷ୍ଟି ଅବପାତ ଓଡ଼ିଶା ଉପକୂଳ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି । ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଏହା ଛତିଶଗଡ଼ ମୁହାଁ ହୋଇଛି । ଏହାର ପ୍ରଭାବରେ ସାରା ରାଜ୍ୟରେ ଭୀଷଣ…

ବଙ୍ଗୋପସାଗରରେ ୱେଲ ମାର୍କଡ ଲୋ ପ୍ରେସର, ଅଧିକ ଆହୁରି ଘନୀଭୂତ ହୋଇ ୪୮ ଘଣ୍ଟା ମଧ୍ୟରେ ହେବ ଅବପାତରେ

ଭୁବନେଶ୍ୱର(କେନ୍ୟୁଜ୍): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଘନୀଭୂତ ହୋଇ ସଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି। ଅଧିକ ଆହୁରି ଘନୀଭୂତ ହୋଇ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ…

ଆଜି ପ୍ରବଳ ବର୍ଷା ସମ୍ଭାବନା! ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(କେନ୍ୟୁଜ୍): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଆନ୍ଧ୍ର ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ। ପ୍ରଭାବରେ ଆସନ୍ତାକାଲି ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ରାଜ୍ୟରେ ମୌସୁମୀର ସକ୍ରିୟତା ଓ ଲଘୁଚାପ କ୍ଷେତ୍ର ପ୍ରଭାବରେ…

ଟ୍ଵିନସିଟିରେ ଲଗାଣ ବର୍ଷା: ଆଜି ପାଇଁ ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି, କାଲିଠୁ ଶୁଖିଲା ରହିବ ପାଗ

ଭୁବନେଶ୍ୱର(କେନ୍ୟୁଜ୍): ଟ୍ଵିନସିଟିରେ ଲଗାଣ ବର୍ଷା । କଟକ ଓ ଭୁବନେଶ୍ୱରରେ ପାହାନ୍ତିଆରୁ ବର୍ଷା ଲାଗି ରହିଛି । ପ୍ରବଳ ବର୍ଷା ପାଇଁ ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ପାଇଁ ୧୦ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଜୁଲାଇ…

ଆସନ୍ତାକାଲିଠୁ ପାଗରେ ହେବ ପରିବର୍ତ୍ତନ, ତାପମାତ୍ରା ହ୍ରାସ ହେବା ସହ ବଢିବ ଶୀତ

ଭୁବନେଶ୍ବର(କେନ୍ଯୁଜ୍): ଆସନ୍ତାକାଲିଠୁ ପାଗରେ ହେବ ପରିବର୍ତ୍ତନ। ଏହା ପରେ ତାପମାତ୍ରା ହ୍ରାସ ହେବା ସହ ୩ରୁ ୫ଡିଗ୍ରୀ କମିବ ବୋଲି ପୂର୍ବାନୁମାନ ହୋଇଛି। ଫଳରେ ସର୍ବନିମ୍ନ ତାପମାତ୍ରା ମଧ୍ୟ ହ୍ରାସ ପାଇବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହା ଫଳରେ ରାଜ୍ୟକୁ ଶୀତ ଫେରିବ। କିଛି…