Browsing Tag

odisha rain

ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଲାଗିରହିଛି ପ୍ରବଳ ବର୍ଷା, ଜିଲ୍ଲାପାଳ ମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ବର(କେନ୍ଯୁଜ୍) : ଆଉ ଏକ ଲଘୁଚାପ। ଫଳରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ଲାଗିରହିଛି। ପାଣିପାଗ କେନ୍ଦ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ପଶ୍ଚିମବଙ୍ଗ ଗାଙ୍ଗେୟ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ବର୍ତ୍ତମାନ ପଶ୍ଚିମବଙ୍ଗ ସଲଗ୍ନ ଉତ୍ତର…

ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ସବୁ ଜିଲ୍ଲାରେ ପ୍ରବଳ କାଚିବା!

ଭୁବନେଶ୍ୱର: ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା। ଆସନ୍ତା ୪ ଦିନ ଅର୍ଥାତ୍‌ ୨୩ ରୁ ୨୬ ତାରିଖ ପର୍ଯ୍ୟନ୍ତ ଏମିତି ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦ୍ର କହିଛି, ଉତ୍ତର ପଞ୍ଜାବରୁ ହରିୟାଣା, ଉତ୍ତରପ୍ରଦେଶ,…

ରଜ ସମୟରେ ଓଡ଼ିଶା ଛୁଇଁପାରେ ମୌସୁମୀ ବର୍ଷା, ଜୁନ୍‌ ୩ ବେଳକୁ ଛୁଇଁବ କେରଳ

ଭୁବନେଶ୍ବର: ରଜ ସମୟରେ ଓଡ଼ିଶା ଛୁଇଁପାରେ ମୌସୁମୀ ବର୍ଷା। ଏବର୍ଷ ଦୁଇ ଦିନ ବିଳମ୍ବରେ କେରଳ ଛୁଇଁବ ମୌସୁମୀ । ଜୁନ ୩ ରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁପାରେ । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ପୂର୍ବରୁ ମେ ୩୧ ତାରିଖରେ ମୌସୁମୀ କେରଳ ଛୁଇଁବା ନେଇ…

ଆସୁଛି ଆଉ ଏକ ଲଘୁଚାପ: ଆସନ୍ତା ୧୨ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା! ୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ଆସନ୍ତା ୧୩ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା IMD ପକ୍ଷରୁ ସୂଚନା…

ଆଜି ବି ପ୍ରବଳ ବର୍ଷିବ, ୭ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର (କେନ୍ୟୁଜ୍‌) : ଓଡିଶାରେ ଜାରି ରହିଛି ଲଘୁଚାପ ବର୍ଷା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ଆଜି ବର୍ଷା ହୋଇପାରେ। ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ସେହିପରି କୋରାପୁଟ, ନୂଆପଡା, ବରଗଡ, ବଲାଙ୍ଗିର, ଝାରସୁଗୁଡା, ସୁନ୍ଦରଗଡ ଏବଂ ସମ୍ବଲପୁର…

ଆଗାମୀ ୨୪ ଘଣ୍ଟାରେ ଉତ୍ତର କେନ୍ଦ୍ରୀୟ ଓଡିଶାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା

ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟାରେ ଉତ୍ତର କେନ୍ଦ୍ରୀୟ ଓଡିଶାର ଜିଲ୍ଲା ମାନଙ୍କରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା। ସାରା ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି କିନ୍ତୁ ସ୍ୱଳ୍ପ ବର୍ଷା ହୋଇଛି। ମୟୂରଭଞ୍ଜରେ ସର୍ବାଧିକ ୫୦.୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଉତ୍ତର ଓଡ଼ିଶାରେ ଭଲ…

ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ ବଳୟ, ମେ ୧୩ ସୁଦ୍ଧା ନେଇପାରେ ରୂପ

ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଘନୀଭୂତ ହେବ ଲଘୁଚାପବଳୟ। ମେ ୧୩ ବେଳକୁ ଏହା ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଆଣ୍ଡାମାନ ସାଗରରେ ଏହା ସୃଷ୍ଟି ହେବାର ସମ୍ଭାବନା ଅଧିକ ରହିଛି। ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ସୁମାତ୍ରା ଉପକୂଳରେ ଥିବା ଘୁର୍ଣ୍ଣିବଳୟ,…

ପୁଣି ସକ୍ରିୟ ହେଲା ମୌସୁମୀ, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର(କେନ୍ୟୁଜ୍): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ମୌସୁମୀ ବାୟୁ ପୁଣିଥରେ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଉପକୂଳ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ…

ଲଘୁଚାପ ପାଇଁ ରାଜ୍ୟରେ ବର୍ଷା : ଅନେକ ଜିଲ୍ଲାରେ ଉପୁଜୁଛି ବନ୍ୟା ପରିସ୍ଥିତି

ଭୁବନେଶ୍ବର(କେନ୍ୟୁଜ୍) :ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଗତ ୨୪ଘଣ୍ଟା ମଧ୍ୟରେ ଭବାନୀପାଟଣାରେ ସର୍ବାଧିକ ୧୬୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ହେଲେ ଅଗଷ୍ଟ ୩୧ରୁ ପୁଣି ବର୍ଷା ବଢିବ ବୋଲି ପାଣିପାଗ ବିଭାଗ ପକ୍ଷରୁ…

ପୁଣି ସୃଷ୍ଟି ହୋଇଛି ଲଘୁଚାପ : ୧୬ଟି ଜିଲ୍ଲାକୁ ବଜ୍ରପାତ ସତର୍କ

ଭୁବନେଶ୍ବର(କେନ୍ଯୁଜ୍) : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି । ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗିବ ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।…

ମୌସୁମୀ ବଢାଉଛି ଚିନ୍ତା : ରାଜ୍ୟର ୪ଟି ଜିଲ୍ଲାରେ ସ୍ୱାଭାବିକ ଠାରୁ କମ୍ ବର୍ଷା

ଭୁବନେଶ୍ବର : ଚାଷ ପାଇଁ ଚିନ୍ତାର କାରଣ ହୋଇଛି ମୌସୁମୀ । ବର୍ତ୍ତମାନ ସୁଦ୍ଧା ରାଜ୍ୟର ୪ ଜିଲ୍ଲା ଅନୁଗୁଳ, ସୁନ୍ଦରଗଡ଼, ବଲାଙ୍ଗୀର ଓ ନୂଆପଡ଼ାରେ ସ୍ୱାଭାବିକ ଠାରୁ କମ୍ ବର୍ଷା ରେକର୍ଡ କରାଯାଇଛି । ୩ ମାସର ବର୍ଷା ନେଇ ଝଜଉ ରିପୋର୍ଟ ଦେଇଛନ୍ତି । ଏହି ରିପୋର୍ଟ ଅନୁସାରେ ୧୭ଟି ବ୍ଲକରେ ସବୁଠୁ…

ଜଳାର୍ଣ୍ଣବ ହେଲା ସାରା ରାଜ୍ୟ : ଲଘୁଚାପ ବର୍ଷାରେ ହନ୍ତସନ୍ତ ଜନଜୀବନ , ନଦୀ ମାନଙ୍କରେ ଉପୁଜିଛି ବନ୍ୟା ପରିସ୍ଥିତି

ଭୁବନେଶ୍ବର : ଗତ ରାତିରୁ ଲଗାଣ ବର୍ଷା ହେଲା । ସକାଳେ ଘର ଭିତରେ ପାଣିକୁ ସ୍ୱାଗତ କଲେ ଟ୍ଵନସିଟି ବାସିନ୍ଦା। କାହା ଘରେ ବର୍ଷା ଜଳ ପଶି ଭସାଇ ଦେଲା ତ ଆଉ କାହାକୁ ଘର ଛାଡ଼ିବାକୁ ପଡ଼ିଲା । ତେବେ ଆଶ୍ଚର୍ୟ୍ୟର କଥା ହେଉଛି ବର୍ଷା ଋତୁ ପୂର୍ବରୁ ଯେଉଁ ସବୁ ବ୍ୟବସ୍ଥା ହେବା କଥା ତାହା ହୋଇନାହିଁ…