Browsing Tag

odisha rainfall

ଆଜି ଅଧିକ ରହିବ ବର୍ଷାର ପରିମାଣ, ସକାଳ ୮ଟା ୩୦ ପର୍ଯ୍ୟନ୍ତ ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ମୌସୁମୀ ବର୍ଷା ଜାରି । ୩ ଦିନ ପର୍ଯ୍ୟନ୍ତ ଜାରି ରହିବ ବର୍ଷା । ଆଜି ଅଧିକ ରହିବ ବର୍ଷାର ପରିମାଣ। ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଂକା ରହିଛି। ପ୍ରବଳ ବର୍ଷା ପାଇଁ ଆଜି ସକାଳ ୮ଟା ୩୦ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୨୫…

ଆଜିଠାରୁ ରାଜ୍ୟରେ ବଢ଼ିବ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର(କେନ୍ୟୁଜ୍): ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରର ଆନ୍ଧ୍ର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଆଉ ଗୋଟିଏ ଘୂର୍ଣ୍ଣିବଳୟ ମ୍ୟାନମାର ଉପରେ ଅବସ୍ଥିତ ରହିଛି । ଆଗାମୀ ୨୪ ଘଣ୍ଟାରେ ଏହା ଉତ୍ତରପୂର୍ବ ଓ ନିକଟସ୍ଥ କେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚିବ । ଏହାର ପ୍ରଭାବରେ…

ଅବପାତ ପ୍ରଭାବରେ ତୁହାକୁ ତୁହା ଚାଲିଛି ବର୍ଷା, ଢେଙ୍କାନାଳ ଜିଲ୍ଲାରେ ସର୍ବାଧିକ ୧୬୭ ମିଲିମିଟର ରେକର୍ଡ

ଭୁବନେଶ୍ୱର(କେନ୍ୟୁଜ୍): ବଙ୍ଗୋପ ସାଗରରେ ଅବପାତ ପ୍ରଭାବରେ ରାଜ୍ୟବ୍ୟାପୀ ବର୍ଷା ହୋଇଛି । ତୁହାକୁ ତୁହା ଭୀଷଣ ବର୍ଷାରେ ଭିଜିଛି ଓଡ଼ିଶା । ଏବେ ଅବପାତ ଦକ୍ଷିଣ ଛତିଶଗଡ଼ ଉପରେ ରହିଛି । ବର୍ତ୍ତମାନ ଭବାନୀପାଟଣାଠାରୁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ୧୯୦ କିଲୋମିଟର ଦୂରେ କେନ୍ଦ୍ରୀଭୂତ ରହିଛି…

ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଲାଗିରହିଛି ପ୍ରବଳ ବର୍ଷା, ଜିଲ୍ଲାପାଳ ମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ବର(କେନ୍ଯୁଜ୍) : ଆଉ ଏକ ଲଘୁଚାପ। ଫଳରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ଲାଗିରହିଛି। ପାଣିପାଗ କେନ୍ଦ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ପଶ୍ଚିମବଙ୍ଗ ଗାଙ୍ଗେୟ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ବର୍ତ୍ତମାନ ପଶ୍ଚିମବଙ୍ଗ ସଲଗ୍ନ ଉତ୍ତର…

ଆଗାମୀ ୨୪ ଘଣ୍ଟାରେ ଦକ୍ଷିଣ ଅଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା! କୋରାପୁଟ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଅଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାମାନଙ୍କରେ ବର୍ଷା ସମ୍ଭାବନା। ଅନ୍ୟ ଗୋଟିଏ ଦୁଇଟି ଜିଲ୍ଲାରେ ମଧ୍ୟ ବର୍ଷା ହୋଇପାରେ । କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟରେ ଘଡ଼ଘଡ଼ି ସହ ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।…

ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ୧୪ଟି ଜିଲ୍ଲାରେ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ଓଡିଶାର ୧୪ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି। ଆଜି ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାକୁ ନଜରରେ ରଖି ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କଟକ,…

ଆସନ୍ତାକାଲି ବଡ଼ ଧରଣର କାଳବୈଶାଖୀ ସମ୍ଭାବନା! ବିଜୁଳି ଓ ଘଡ଼ଘଡ଼ି ସହ ହେବ ପ୍ରବଳ ବର୍ଷା

ଭୁବନେଶ୍ବର: ଆସନ୍ତାକାଲି ବଡ଼ ଧରଣର କାଳବୈଶାଖୀ ହେବାର ସମ୍ଭାବନା ରହିଛି । ୫୦ରୁ ୬୦କିମି ବେଗରେ ପବନ ବହିବା ସହିତ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବ। କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ବି ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୧୪ ଜିଲ୍ଲାକୁ ଅରେଞ୍ଜ…