କିଏ ଯିବେ ରାଜ୍ୟସଭା, କଳ୍ପନା ଜଳ୍ପନା ଆରମ୍ଭ; ଆଜି ପ୍ରକାଶ ପାଇବ ବିଜ୍ଞପ୍ତି
ଭୁବନେଶ୍ୱର : ଆଜି ପ୍ରକାଶ ପାଇବ ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି । ରାଜ୍ୟସଭା ସାଂସଦ ମମତା ମହାନ୍ତ ଇସ୍ତଫା ଦେବାପରେ ଖାଲି ପଡ଼ିଛି ଆସନ । ଆସନ୍ତା ୨୧ ତାରିଖ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ରହିଛି। ୨୨ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ କରାଯାଇ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…