ଆଜି ଓ କାଲି ଦୁଇ ଦିନ ବର୍ଷାରୁ ନିସ୍ତାର ନାହିଁ: ଆସନ୍ତା ୨୪ ଘଣ୍ଟା ପାଇଁ ୯ ଜିଲ୍ଲାକୁ ଅରେଞ୍ଜ ଓ ୧୩ ଜିଲ୍ଲାକୁ ୟେଲୋ…
ଭୁବନେଶ୍ୱର(କେନ୍ୟୁଜ୍): ଲଘୁଚାପ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଚାଲିଛି । ଆଜି ଓ କାଲି ଦୁଇ ଦିନ ବର୍ଷାରୁ ନିସ୍ତାର ନାହିଁ । ଆସନ୍ତା ୨୪ ଘଣ୍ଟା ପାଇଁ ୯ ଜିଲ୍ଲାକୁ ଅରେଞ୍ଜ ଓ ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣଂ ଜାରି ହୋଇଛି ।
ଏହି ୯ ଜିଲ୍ଲା କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର,…