Browsing Tag

odisha today weather report

ଆଜି ଓ କାଲି ଦୁଇ ଦିନ ବର୍ଷାରୁ ନିସ୍ତାର ନାହିଁ: ଆସନ୍ତା ୨୪ ଘଣ୍ଟା ପାଇଁ ୯ ଜିଲ୍ଲାକୁ ଅରେଞ୍ଜ ଓ ୧୩ ଜିଲ୍ଲାକୁ ୟେଲୋ…

ଭୁବନେଶ୍ୱର(କେନ୍ୟୁଜ୍): ଲଘୁଚାପ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଚାଲିଛି । ଆଜି ଓ କାଲି ଦୁଇ ଦିନ ବର୍ଷାରୁ ନିସ୍ତାର ନାହିଁ । ଆସନ୍ତା ୨୪ ଘଣ୍ଟା ପାଇଁ ୯ ଜିଲ୍ଲାକୁ ଅରେଞ୍ଜ ଓ ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣଂ ଜାରି ହୋଇଛି । ଏହି ୯ ଜିଲ୍ଲା କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର,…

୪୦ ଡିଗ୍ରୀ ଉପରେ ରହିଛି ରାଜ୍ୟର ୭ଟି ସହର, ବଲାଙ୍ଗିର ସବୁଠୁ ଉତ୍ତପ୍ତ

ଭୁବନେଶ୍ବର(କେନ୍ୟୁଜ୍): ରାଜ୍ୟର ବିଭିନ୍ନ ସହରରେ ବଢିବାରେ ଲାଗିଛି ତାତି। ୪୦ ଡିଗ୍ରୀ ଉପରେ ରହିଛି ୭ଟି ସହର। ବଲାଙ୍ଗିର ପାଲଟିଛି ସବୁଠୁ ଉତ୍ତପ୍ତ ସହର । ଏଠାରେ ପାରଦ ୪୧.୮ ଡିଗ୍ରୀ ରେକର୍ଡ କରାଯାଇଛି। ଆସନ୍ତା ୫ ଦିନ ଯାଏ ଆଭ୍ୟନ୍ତରୀଣ ଓଡ଼ିଶାରେ ଦିନବେଳାର ତାପମାତ୍ରା ସ୍ୱାଭାବିକଠାରୁ…

ଏହି ସବୁ ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ହେବ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା, ଆସନ୍ତାକାଲି ବଜ୍ରପାତ ପାଇଁ ୮ ଜିଲ୍ଲାକୁ…

ଭୁବନେଶ୍ବର(କେନ୍ଯୁଜ୍): ପୁଣି ଥରେ ଓଡ଼ିଶାକୁ ଭିଜାଇବ ବର୍ଷା । ୱେଷ୍ଟର୍ଣ୍ଣ ଡିଷ୍ଟରବାନ୍ସ ପ୍ରଭାବରେ ରାଜ୍ୟରେ ୨୫ ତାରିଖ ଯାଏ ବର୍ଷାର ସମ୍ଭାବନା ରହିଛି । ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ସ୍ୱଳ୍ପରୁ…

ବଙ୍ଗୋପସାରରେ ସକ୍ରିୟ ଲଘୁଚାପ: ଆଜିଠୁ ବଢ଼ିବ ବର୍ଷା ପରିମାଣ, ଆସନ୍ତା ୨୪ ଘଣ୍ଟା ପାଇଁ ୫ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ବର(କେନ୍ଯୁଜ୍): ବଙ୍ଗୋପସାରରେ ସକ୍ରିୟ ରହିଛି ଲଘୁଚାପ । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇଛି । ଆଜିଠୁ ବଢ଼ିବ ବର୍ଷା ପରିମାଣ । ଆସନ୍ତା ୨୪ ଘଣ୍ଟା ପାଇଁ ୫ ଜିଲ୍ଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାକୁ ଜାରି ହୋଇଛି ୟେଲୋ…

୪୮ ଘଣ୍ଟାରେ ଭିଜିବ ସାରା ଓଡିଶା, ଆଜିଠୁ ୧୪ ଯାଏ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (କେନ୍ୟୁଜ) : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ୪୮ ଘଣ୍ଟାରେ ଭିଜିବ ସାରା ଓଡିଶା। ଆଜିଠୁ ୧୪ ଯାଏ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣରୁ ଉପକୂଳ ପୁଣି ପଶ୍ଚିମ ଓଡ଼ିଶାରେ ଅବିରତ ବର୍ଷା ହେବ । ଆଜି…

ଆଜି ଅବପାତର ରୂପ ନେବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ, ୧୨ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର(କେନ୍ୟୁଜ): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ୱେଲ ମାର୍କଡରେ ପରିଣତ ହେବା ପରେ ଆଜି ଅବପାତର ରୂପ ନେଇପାରେ । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଏବଂ ଉତ୍ତର ଓ ଉତ୍ତର-ପୂର୍ବ ଦିଗରେ ଗତି କରିବ। ଅଧିକ ଘନୀଭୂତ ହୋଇ ପରବର୍ତ୍ତୀ ୨୪ ଘଣ୍ଟାରେ…

ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା: ୯ରେ ଆସୁଛି ଆଉ ଏକ ଲଘୁଚାପ, ୧୩ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ସବୁ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷୁଛି। ଆଜି ୧୬ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେପଟେ ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୯ ତାରିଖ ବେଳକୁ ପୁଣି ଦାନା ବାନ୍ଧିବ ଆଉ…

ରାଜ୍ୟରେ ଜୁନ ୧ରୁ ୨୧ ସେପ୍ଟେମ୍ବର ମଧ୍ୟରେ ସ୍ୱାଭାବିକ ଠାରୁ ୧ ପ୍ରତିଶତ କମ ବର୍ଷା ରେକର୍ଡ

ଭୁବନେଶ୍ବର: ରାଜ୍ୟରେ ଜୁନ ୧ରୁ ୨୧ ସେପ୍ଟେମ୍ବର ମଧ୍ୟରେ ସ୍ୱାଭାବିକ ଠାରୁ ୧ ପ୍ରତିଶତ କମ ବର୍ଷା ହୋଇଛି । ଗଜପତି, ଖୋର୍ଦ୍ଧା, ପୁରୀ ଓ ବାଲେଶ୍ୱରରେ ସ୍ୱାଭାବିକ ଠାରୁ କମ୍‌ ବର୍ଷା ରେକର୍ଡ ହୋଇଛି । ଗଜପତିରେ ୨୨ ପ୍ରତିଶତ କମ ବର୍ଷା ହୋଇଥିବା ବେଳେ ଖୋର୍ଦ୍ଧାରେ ସର୍ବାଧିକ ୩୦ ପ୍ରତିଶତ କମ…

ରାଜ୍ୟରେ ପାଗରେ ଅସ୍ୱାଭାବିକ ପରିବର୍ତ୍ତନ: ୧୦ଟି ସ୍ଥାନରେ ୩୫ ଡିଗ୍ରୀ ଉପରେ ପାରା

ଭୁବନେଶ୍ବର: ଗତ କିଛି ଦିନ ହେବ ରାଜ୍ୟରେ ପାଗରେ ଅସ୍ୱାଭାବିକ ପରିବର୍ତ୍ତନ ଦେଖାଦେଇଛି । ଅସହ୍ୟ ଖରା ସାଙ୍ଗରୁ ତାତି। ଯାହାକୁ ନେଇ ହନ୍ତସନ୍ତ ହେଉଛନ୍ତି ରାଜ୍ୟବାସୀ। ବର୍ଷା ବଦଳରେ ଟାଇଁ ଟାଇଁ ଖରା । ଅସହ୍ୟ ଖରା ତାତିକୁ ନେଇ ଘରୁ ବାହାରିବା କଷ୍ଟସାଧ୍ଯ ହୋଇପଡିଛି। ମିଳିଥିବା ସୂଚନା…