Browsing Tag

odisha total positive cases

ଆଜି ରାଜ୍ଯରେ ୧୯୮୨ କରୋନା ପଜିଟିଭ୍ ଚିହ୍ନଟ, ଗଲା ୧୭ଜଣଙ୍କ ଜୀବନ

ଭୁବନେଶ୍ବର: ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୯୮୨ କରୋନା ପଜିଟିଭ୍‌ ଚିହ୍ନଟ । କ୍ୱାରେଣ୍ଟାଇନ୍‌ରୁ ୧୧୫୬ ଥିବାବେଳେ ଲୋକାଲ କଣ୍ଟାକ୍ଟ ରହିଛି ୮୨୬ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୧୪୫, ଅନୁଗୁଳରୁ ୧୧୯ ଓ ମୟୂରଭଞ୍ଜରୁ ୧୦୭ ନୂଆ କେସ୍‌ ସାମ୍ନାକୁ…

ରାଜ୍ଯରେ ଆଜି ୩୬୦୦ କରୋନା ପଜିଟିଭ୍ ଚିହ୍ନଟ, ଗଲା ଆଉ ୧୬ଜଣଙ୍କ ଜୀବନ

ଭୁବନେଶ୍ବର: ଆଜି ରାଜ୍ଯରେ ଆଜି ୩୬୦୦ କରୋନା ପଜିଟିଭ୍ ଚିହ୍ନଟ। କ୍ୱାରେଣ୍ଟାଇନ୍‌ରୁ ୨୧୦୯, ଲୋକାଲ କଣ୍ଟାକ୍ଟ କେସ୍‌ ୧୪୯୧ ରହିଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୭୬୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ଦ୍ୱିତୀୟରେ ରହିଛି କଟକ। ଏହି ଜିଲ୍ଲାରୁ ୩୫୮ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ମୟୂରଭଞ୍ଜରୁ…

ଆଜି ରାଜ୍ଯରେ ୨୫୮୯ କରୋନା ପଜିଟିଭ୍ ଚିହ୍ନଟ, ଗଲା ୧୦ଜଣଙ୍କ ମୁଣ୍ଡ

ଭୁବନେଶ୍ବର: ଆଜି ରାଜ୍ଯରେ ୨୫୮୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସମୁଦାୟ ୨୯ଟି ଜିଲ୍ଲାରୁ ଏହି ସମସ୍ତ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ କ୍ବାରେଣ୍ଟାଇନରୁ ୧୫୭୪ ଏବଂ ଲୋକାଲ୍ କେସରୁ ୧୦୧୫ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ଯରେ ମୋଟ କରୋନା…

ରାଜ୍ଯରେ ୪୦ହଜାର ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ଯା, ଆଜି ପୁଣି ୧୬୯୯ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ଯରେ ଆଜି ୧୬୯୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦୭୩ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଏବଂ ଲୋକାଲ କେସ୍ ରୁ ୬୨୬ ଜଣ ଚିହ୍ନଟ ହୋଇଥିବାନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସମୁଦାୟ ୨୮ଟି ଜିଲ୍ଲାରୁ ଏହି ସମସ୍ତ ନୂଆ…

ରାଜ୍ଯରେ ଆଜି ୨୮ଟି ଜିଲ୍ଲାରୁ ୧୪୮୪ ପଜିଟିଭ୍ ଚିହ୍ନଟ, ମୋଟ ପଜିଟିଭଙ୍କ ସଂଖ୍ଯା ୩୭,୬୮୧କୁ ବୃଦ୍ଧି

ଭୁବନେଶ୍ବର: ଗତ ୨୪ ଘଣ୍ଟାରେ ରାଜ୍ୟର ୨୮ଟି ଜିଲ୍ଲାରୁ ଆଉ ୧୪୮୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍‌ରୁ ୮୮୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି ୫୯୫ । ସୁସ୍ଥ ହୋଇଛନ୍ତି ୧୧୧୯ ଜଣ ଆକ୍ରାନ୍ତ । ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୨୮୮ ପଜିଟିଭ୍‌…

ଆସନ୍ତା ୩୧ରେ ସରୁଛି ଅନଲକ୍-୨.୦: ଟେନସନ୍ ବଢାଉଛି ରାଜ୍ୟର ଏହି ୫ ଜିଲ୍ଲା, ବଢ଼ିବ କି ଲକଡାଉନ ଅବଧି?

ଭୁବନେଶ୍ବର: ଆଉ ୫ ଦିନ ପରେ ସରିବ ଅନଲକ୍‌-୨। ଆସନ୍ତା ୩୧ରେ ଅନଲକ-୨.୦ ସରୁଥିବା ବେଳେ ଆଗକୁ ଲକଡାଉନ ଅବଧି ବଢ଼ିବ କି ? ଯାତାୟାତ, ଦୋକାନବଜାର ସ୍ୱାଭାବିକ ଭାବେ ଚାଲିବ ନା ପୁଣି ବଢ଼ିବ ଲକଡାଉନ ଅବଧି ? ଆଗକୁ ସ୍ୱାଭାବିକ ହେବ କି ବ୍ୟାଙ୍କ ସେବା? ସହରାଞ୍ଚଳରୁ ଗ୍ରାମାଞ୍ଚଳକୁ ଯେପରି ସଂକ୍ରମଣ…

ପୁଣି ରେକର୍ଡ ଭାଙ୍ଗିଲା ଓଡିଶା: ଦିନକରେ ସର୍ବାଧିକ ୧୫୯୪ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ଯରେ ସର୍ବାଧିକ ୧୫୯୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦୬୭ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଏବଂ ୫୨୭ ଲୋକାଲ କେସ୍ ରୁ ଚିହ୍ନଟ ହୋଇଥିବାନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସମୁଦାୟ ୨୮ଟି ଜିଲ୍ଲାରୁ ଏହି ସମସ୍ତ ନୂଆ…

ଆଜି ରାଜ୍ଯରେ ୬୭୩ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୧୧୦ରେ ପହଞ୍ଚିଲା

ଭୁବନେଶ୍ବର: ଆଜି ରାଜ୍ଯରେ ୬୭୩ କରୋନା ପଜିଟିଭ୍ ଚିହ୍ନଟ । କ୍ୱାରେଣ୍ଟାଇନ ସେଣ୍ଟରରୁ ୪୪୬ ଓ ସ୍ଥାନୀୟ ଅଞ୍ଚଳରୁ ୨୨୭ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୧୧୦ରେ ପହଞ୍ଚିଛି । ଗଞ୍ଜାମରୁ ସର୍ବାଧିକ ୨୩୯ ପଜିଟିଭ ଚିହ୍ନଟ ହୋଇଛନ୍ତି । ସମୁଦାୟ ୨୩ଟି ଜିଲ୍ଲାରୁ…

ରାଜ୍ୟରେ ଆଉ ୭୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୫୯୩କୁ ବୃଦ୍ଧି

ଭୁବନେଶ୍ବର: ପୁଣି ରାଜ୍ୟରେ ଆଉ ୭୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୯୩ କୁ ବୃଦ୍ଧି ପାଇଛି । ତେବେ ୧୦ଜିଲ୍ଲାରୁ ଏହି ୭୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୭୪ଜଣ କ୍ୱାରେଣ୍ଟାଇନ ସେଣ୍ଟରରେ ଥିବାବେଳେ ୨ଜଣ ସ୍ଥାନୀୟ…