Browsing Tag

odisha vaccine

ରାଜ୍ୟରେ ୧୫ ଜିଲ୍ଲାରେ ଟିକାକାଦନ ବନ୍ଦ, ଦ୍ୱିତୀୟ ଡୋଜ୍‌ ନେବାକୁ ଅନାଇ ବସିଛନ୍ତି ୯ଲକ୍ଷ ଲୋକ

ଭୁବନେଶ୍ବର: ରାଜ୍ୟରେ ୧୫ ଜିଲ୍ଲାରେ ଟିକାକାଦନ ବନ୍ଦ। ଟିକା ଅଭାବକୁ ନେଇ ଉପକୂଳରୁ ଉପାନ୍ତ ଯାଏଁ ବଢିବାରେ ଲାଗିଛି ଅସନ୍ତୋଷ। ଦ୍ୱିତୀୟ ଡୋଜ୍‌କୁ ନେଇ ୯ଲକ୍ଷ ଲୋକ ଅନାଇ ବସିଛନ୍ତି। ରାଜ୍ୟ ସରକାର ବାରମ୍ବାର ଚିଠି ଲେଖିବା ପରେ ମଧ୍ୟ ଠିକ୍‌ ସମୟରେ ପହଞ୍ଚୁ ନଥିବାରୁ ରାଜ୍ୟରେ ଟିକାକରଣ…

ରାଜ୍ୟରେ ସବୁ ସହାରାଞ୍ଚଳରେ ସପ୍ତାହନ୍ତ ସଟଡାଉନ ଘୋଷଣା ପରେ ବଦଳିଲା ଟିକାକରଣ ସମୟ, ଜାଣନ୍ତୁ ଠିକ୍ ସମୟ

ଭୁବନେଶ୍ବର: ବଦଳିଲା ଟିକାକରଣ ସମୟ । ଏବେଠୁ ସୋମବାରରୁ ଶୁକ୍ରବାର ଦିଆଯିବ ଟିକା । ରାଜ୍ୟରେ ସବୁ ସହାରାଞ୍ଚଳରେ ସପ୍ତାହନ୍ତ ସଟଡାଉନ ଘୋଷଣା ପରେ ଟିକାକରଣ ସମୟ ପରିବର୍ତ୍ତନ ହୋଇଛି । ସରକାରୀ ଛୁଟି ଦିନଗୁଡିକରେ ମଧ୍ୟ ଟିକା ଦିଆଯିବ । ସଟଡାଉନ ସମୟରେ ଟିକାକରଣ କେନ୍ଦ୍ର ଗୁଡିକ ସାନିଟାଇଜ…

କେନ୍ଦ୍ର ସରକାରଙ୍କୁ ରାଜ୍ୟର ଚିଠି, ତୁରନ୍ତ ୧୫ ଲକ୍ଷ କୋଭିସିଲ୍‌ଡ ଟିକା ଯୋଗାଇ ଦିଅ

ଭୁବନେଶ୍ବର: ଚିନ୍ତା ବଢାଇଲାଣି ଟିକା ସଙ୍କଟ । ତୁରନ୍ତ ୧୫ ଲକ୍ଷ କୋଭିସିଲ୍‌ଡ ଟିକା ଯୋଗାଇ ଦିଅ । କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ପ୍ରମୁଖ ସଚିବ ପି.କେ. ମହାପାତ୍ର । ଗତକାଲି ସୁଦ୍ଧା ରାଜ୍ୟରେ ୬ ଲକ୍ଷ ୨ ହଜାର ୪୩୦ କୋଭିସିଲ୍‌ଡ ଓ ୧ ଲକ୍ଷ ୪୮…