Browsing Tag

odisha visit

ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଭବ୍ୟ ସ୍ବାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ରାଉଲକେଲା: ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସ୍ବତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପହଁଚିଛନ୍ତି ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ । ସେଠାରେ ଭବ୍ୟ ସ୍ବାଗତ ଜଣାଇଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ । ଇସ୍ପାତ ସହର ରାଉରକେଲା ଗସ୍ତରେ ଅଛନ୍ତି…

ଆଜିଠୁ ୫ ଦିନିଆ ଓଡ଼ିଶା ଆସୁଛନ୍ତି ମହାନଦୀ ଟ୍ରିବ୍ୟୁନାଲ ସଦସ୍ୟ, ୫ଟି ଦିଗ ଉପରେ କରିବ ଅନୁଧ୍ୟାନ

ଭୁବନେଶ୍ବର: ଆଜିଠୁ ୫ ଦିନିଆ ଓଡ଼ିଶା ଆସୁଛନ୍ତି ମହାନଦୀ ଟ୍ରିବ୍ୟୁନାଲ ସଦସ୍ୟ । ମାର୍ଚ୍ଚ ୨ ଯାଏ ଓଡ଼ିଶା ଗସ୍ତରେ ରହିବେ ଟ୍ରିବ୍ୟୁନାଲ ଅଧ୍ୟକ୍ଷ ଓ ସଦସ୍ୟ । ଟ୍ରିବ୍ୟୁନାଲ ଅଧ୍ୟକ୍ଷଙ୍କ ସହ ୧୦ ଜଣିଆ ଟିମ୍ ଓଡ଼ିଶାର ମହାନଦୀ ଅବବାହିକା ଅଞ୍ଚଳ ପରିଦର୍ଶନ କରିବେ। ଆସନ୍ତାକାଲି ହୀରାକୁଦ…

ଦ୍ୱିତୀୟ ଥର ପାଇଁ ଆସୁଛନ୍ତି ପ୍ରଧାନମନ୍ତ୍ରୀ, ଅମଳିପାଲିଠାରେ ମୋଦିଙ୍କ ଗସ୍ତକୁ ନେଇ ଚାଲିଛି ପ୍ରସ୍ତୁତି

ଝାରସୁଗୁଡା: ଆସୁଛନ୍ତି ମୋଦି । ଦ୍ୱିତୀୟ ଥର ପାଇଁ ଝାରସୁଗୁଡାକୁ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତା ୨୭ରେ ଗଞ୍ଜାମରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ରହିଥିଲା । ଲଘୁଚାପ ପାଇଁ ଗଞ୍ଜାମରେ ହେବାକୁ ଥିବା କାର୍ଯ୍ୟକ୍ରମ ବାତିଲି କରି ଝାରସୁଗଡ଼ା ଅମଲିପାଲି ଠାରେ…

ବାତିଲ୍ ହୋଇପାରେ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ, ବର୍ଷା ସମ୍ଭାବନାକୁ ନେଇ ଘୁଞ୍ଚିପାରେ କାର୍ଯ୍ୟକ୍ରମ

ଭୁବନେଶ୍ୱର : ବାତିଲ୍ ହୋଇପାରେ ପ୍ରଧାନମନ୍ତ୍ରୀଙ୍କ ବ୍ରହ୍ମପୁର ଗସ୍ତ । ଆସନ୍ତା ୨୭ ତାରିଖରେ ବ୍ରହ୍ମପୁର ଆସି ନପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୋଦିଙ୍କ ଗସ୍ତ ପାଇଁ ବନ୍ଧା ଯାଇଥବା ଟେଣ୍ଟ ଏବେ ଖୋଲାଯାଉଛି। ଟେଣ୍ଟ୍ ଖୋଲିବାକୁ କର୍ମଚାରୀଙ୍କୁ ନିର୍ଦ୍ଦେଶ ଆସିଛି । ୨୭ରେ…

ଆଜି ଭୁବନେଶ୍ୱରରେ ହାପ୍‌ ଡେ’ ଅଫିସ୍, ମୋଦିଙ୍କ ଗସ୍ତ ନେଇ ଏପରି ନିଷ୍ପତ୍ତି

ଭୁବନେଶ୍ୱର : ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ମୋହନ ସରକାରଙ୍କ ବର୍ଷ ପୂର୍ତ୍ତି ଉତ୍ସବରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଜନତା ମଇଦାନରେ ଆୟୋଜିତ ମେଗା ସୋ’ରେ ଓଡ଼ିଶାକୁ ମୋଦି ଭେଟିଦେବେ ୧୯ ହଜାର କୋଟିର ପ୍ରକଳ୍ପ । ଉପସ୍ଥିତ ଜନତାଙ୍କୁ କରିବେ ସମ୍ବୋଧନ । ଏ…

ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ମୋଦି, ସୁରକ୍ଷାରେ ନିୟୋଜିତ ରହିବେ ୧୩୩ ପ୍ଲାଟୁନ ଫୋର୍ସ

ଭୁବନେଶ୍ୱର : ଆସୁଛନ୍ତି ମୋଦି । ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିଜେପି ସରକାରର ବର୍ଷପୂର୍ତ୍ତି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେବେ । ମୋଦିଙ୍କ ଗସ୍ତ ପାଇଁ ପୋଲିସ କମିଶନର ଅଧ୍ୟକ୍ଷତାରେ ବସିଥିଲା ମସୀକ୍ଷା ବୈଠକ । ମୋଦିଙ୍କ ସୁରକ୍ଷାରେ…

ଆସନ୍ତା ୨୪ରେ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି, କଣ୍ଟିଲୋ ନୀଳମାଧବଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର : ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ଆସନ୍ତା ୨୪ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ମହାମହିମ୍ । ବାୟୁସେନାର ସ୍ବତନ୍ତ୍ର ବିମାନରେ ଭୁବନେଶ୍ବରରେ ପହଞ୍ଚିବା ପରେ ନୟାଗଡ଼ ଜିଲ୍ଲା ଗସ୍ତ କରିବେ। ସେଠାରେ କଣ୍ଟିଲୋ ନୀଳମାଧବଙ୍କ ପୂଜାର୍ଚ୍ଚନା କରିବା…

ଓଡ଼ିଶା ଗସ୍ତରେ ଆସୁଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା, ଜାତୀୟ ସ୍ୱାସ୍ଥ୍ୟ ସମ୍ମିଳନୀକୁ କରିବେ ଉଦଘାଟନ

ଭୁବନେଶ୍ୱର : ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା । ଆଜି ସଂଧ୍ୟା ୭ଟା ୫୫ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ସିଧାସଳଖ ପୁରୀ ଯିବେ । ରାତିରେ କୋଣାର୍କ ଇକୋ ରିସର୍ଟରେ ରହିବେ । ନଡ୍ଡାଙ୍କ…

ଆଜି ଓଡ଼ିଶା ଆସିବେ ସିଙ୍ଗାପୁର ରାଷ୍ଟ୍ରପତି: ଓଡ଼ିଶା ସରକାରଙ୍କ ସହ ୮ MOUରେ ହେବ ସ୍ବାକ୍ଷର

ଭୁବନେଶ୍ୱର : ଆଜି ଓଡ଼ିଶା ଆସିବେ ସିଙ୍ଗାପୁର ରାଷ୍ଟ୍ରପତି । ଦୁଇଦିନିଆ ଗସ୍ତରେ ଓଡ଼ିଶା ଆସୁଛନ୍ତି ଥର୍ମନ ଷଣମୁଗରତ୍ନମ । ଦିନ ୧୧ଟାରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ । ଭୁବନେଶ୍ବର ଗସ୍ତ ବେଳେ ଓଡ଼ିଶା ସରକାରଙ୍କ ସହ ୮ଟି ଏମଓୟୁ ସ୍ବାକ୍ଷର ହେବ । ଅପରାହ୍ନ ୪ଟାରେ ମଞ୍ଚେଶ୍ବର ସ୍ଥିତ…

୨୪ ଘଣ୍ଟାରେ ଓଡ଼ିଶା ଭ୍ରମଣ, ନିର୍ମାଣ ହେବ ୨୬ ଶହ କିଲୋମିଟର ଲମ୍ବ ଗ୍ରାଣ୍ଡ ରିଂ ରୋଡ

୨୪ ଘଣ୍ଟାରେ ଓଡ଼ିଶା ଭ୍ରମଣ। ଓଡ଼ିଶାରେ ନିର୍ମାଣ ହେବ ଗ୍ରାଣ୍ଡ ରିଂ ରୋଡ। ୨୬ ଶହ କିଲୋମିଟର ଲମ୍ବ ରାସ୍ତା ନିର୍ମାଣ ପାଇଁ ଯୋଜନା ପ୍ରସ୍ତୁତ କରୁଛନ୍ତି ରାଜ୍ୟ ସରକାର। ଏକ ଲକ୍ଷ କୋଟି ଟଙ୍କାର ବଜେଟ୍ ପାଇଁ ପ୍ରସ୍ତୁତି। ଆସନ୍ତା ମାର୍ଚ୍ଚ ମାସ ସୁଦ୍ଧା ଏ ନେଇ ଏକ ପୂର୍ଣ୍ଣାଙ୍ଗ ରିପୋର୍ଟ…

୧୦ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି: ପ୍ରବାସୀ ଭାରତୀୟ ଦିବସର ଉଦଯାପନୀ ଉତ୍ସବରେ ଦେବେ ଯୋଗ

ଭୁବନେଶ୍ୱର :୧୦ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।  ସୂଚନା ଦେଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ପ୍ରବାସୀ ଭାରତୀୟ ସମ୍ମଳନୀ ଉଦଯାପନୀରେ ସାମିଲ ହେବେ ରାଷ୍ଟ୍ରପତି । ପ୍ରଧାନମନ୍ତ୍ରୀ ଓ ସ୍ୱରାଷ୍ଟ୍ରମନ୍ତ୍ରୀ ଆସିବା ନେଇ ମଧ୍ୟ କାର୍ଯ୍ୟକ୍ରମ ରହିଛି…

୨୯ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି, ସର୍ବଭାରତୀୟ ଡିଜିପି ଓ ଆଇଜି ସମ୍ମିଳନୀରେ ଦେବେ ଯୋଗ

ଭୁବନେଶ୍ଵର : ୨୯ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସର୍ବଭାରତୀୟ ଡିଜିପି ଓ ଆଇଜି ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ୨୯ ତାରିଖରେ ଭୁବନେଶ୍ବରରେ ପହଞ୍ଚିବେ । ସେହିପରି…