ଆଜି ଓଡ଼ିଶା ଆସୁଛନ୍ତି ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ, ୧୯ଟି ପ୍ରକଳ୍ପର ଶିଳାନ୍ୟାସ ଓ କରିବେ ଉଦଘାଟନ
ଭୁବନେଶ୍ୱର : ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ସଡ଼କ, ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ । ପୂର୍ବାହ୍ଣ ୧୦ଟା ୩୦ମିନିଟ୍ରେ ସେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ କଟକ ରେଭେନ୍ସା ବିଶ୍ବବିଦ୍ୟାଳୟ ଯିବେ। କଟକରୁ କାର୍ଯ୍ୟକ୍ରମ ସାରି ଅପରାହ୍ଣ ୩ଟାରେ ବରମୁଣ୍ଡା ପଡ଼ିଆରେ ଏକ…