Below header
Browsing Tag

odisha visit

୧୦ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ମହାପ୍ରଭୁ ଲିଙ୍ଗରାଜଙ୍କୁ କରିବେ ଜଳାଭିଷେକ

ଭୁବନେଶ୍ୱର (କେନ୍ୟୁଜ): ଆସନ୍ତା ୧୦ ତାରିଖରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୧୧ ତାରିଖ ସକାଳେ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିବେ । ସେହି ଦିନ ସାହାଣମେଲା ସମୟ ସକାଳ ସାଢେ ୬ଟାରୁ ସାଢେ ୯ଟା ମଧ୍ୟରେ ମନ୍ଦିର ପହଂଚିବାର କାର୍ଯ୍ୟକ୍ରମ ରହିଛି। ତେଣୁ…

ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ୨୪ ନିର୍ବାଚନ ପାଇଁ କର୍ମୀଙ୍କୁ…

(କେନ୍ୟୁଜ): ବର୍ଷ ଶେଷକୁ ରାଜ୍ୟ ରାଜନୀତି ପୁଣିଥରେ ଚଳଚଞ୍ଚଳ। ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। କନ୍ଧମାଳ ଓ ପୁରୀ ଲୋକସଭା ନିର୍ବାଚନଣ୍ଡଳୀର ଅନୁଷ୍ଠିତ ପାର୍ଟିର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ଏହା ପରେ ସାଧାରଣ ସଭାରେ ଯୋଗ ଦେବେ…

ଓଡ଼ିଶାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ବର(କେନ୍ଯୁଜ୍): ଓଡ଼ିଶାରେ ଦୁଇ କେନ୍ଦ୍ରମନ୍ତ୍ରୀ । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଭୁବନେଶ୍ୱରରେ ପହଁଚିଛନ୍ତି । ଜନ ଆଶୀର୍ବାଦ ଯାତ୍ରାରେ ଯୋଗ ଦେଇଛନ୍ତି । ଭୁବନେଶ୍ୱର ବିମାନବନ୍ଦରରେ ପହଁଚିବା ପରେ ପୁରୀ ଗସ୍ତ କରିଛନ୍ତି।…

ଆଜି ସନ୍ଧ୍ଯାରେ ଭୁବନେଶ୍ବରରେ ପହଞ୍ଚିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ସରିଛି ବ୍ଯାପକ ପ୍ରସ୍ତୁତି ଓ ସୁରକ୍ଷା…

ଭୁବନେଶ୍ବର(କେନ୍ଯୁଜ): ଆଜି ସଂଧ୍ୟା ୬ଟା ୨୫ରେ ଭୁବନେଶ୍ୱରେ ପହଞ୍ଚି ରାଜଭବନରେ ରାତ୍ରିରହଣି କରିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଆସନ୍ତାକାଲି ସକାଳେ ରାଉରକେଲା ଗସ୍ତ କରିବେ । ସକାଳ ୧୦ଟା ୫୫ ମିନିଟରେ ଏନଆଇଟି ରାଉରକେଲାର ୧୮ ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ । ଅପରାହ୍ଣ ୩ଟା…

ଆସନ୍ତା ୨୧ରୁ ଦୁଇ ଦିନଆ ଓଡିଶା ଗସ୍ତରେ ରାଷ୍ଟ୍ରପତି: ଏନଆଇଟିର ସମାବର୍ତ୍ତନ ଉତ୍ସବରେ ଯୋଗଦେବା ସହିତ ପରିଦର୍ଶନ କରିବେ…

ଭୁବନେଶ୍ବର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଆସନ୍ତା ୨୧ ଓ ୨୨ ତାରିଖ ଦୁଇ ଦିନ ପାଇଁ ଓଡିଶା ଆସୁଛନ୍ତି ରାଷ୍ଟ୍ରପତି । ୨୧ ତାରିଖ ରବିବାର ଦିନ ରାଉରକେଲା ଏନଆଇଟିର ୧୮ ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ । ଅନ୍ୟ କେତେକ କେନ୍ଦ୍ର ମନ୍ତ୍ରୀ ମଧ୍ୟ ଏହି…

୧୦ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି RSS ମୁଖ୍ୟ ମୋହନ ଭଗତ, ଅଖିଳଭାରତୀୟ କାର୍ଯ୍ୟକାରୀମଣ୍ଡଳ ବୈଠକରେ ଦେବେ ଯୋଗ

ଭୁବନେଶ୍ୱର(କେନ୍ୟଜ୍): ଓଡ଼ିଶା ଆସୁଛନ୍ତି ଆରଏସଏସ ମୁଖ୍ୟ । ୧୦ ଦିନିଆ ଗସ୍ତରେ ଆସୁଛନ୍ତି RSS ମୁଖ୍ୟ ମୋହନ ଭାଗବତ । ଆସନ୍ତା ମଙ୍ଗବାର ଭୁବନେଶ୍ୱରରେ ୧୦ ଦିନିଆ କାର୍ଯ୍ୟକ୍ରମ ହେବ । ଓଡ଼ିଶାରେ ପ୍ରଥମ ଥର ପାଇଁ ଅଖିଳଭାରତୀୟ କାର୍ଯ୍ୟକାରୀମଣ୍ଡଳ ବୈଠକ ଅନୁଷ୍ଠିତ ହେବ । ଏଥିରେ RSSର ସମସ୍ତ…

ଓଡିଶାରେ ନେପାଳର ପୂର୍ବତନ ପ୍ରଧାନମନ୍ତ୍ରୀ ଲୋକେନ୍ଦ୍ର ବାହାଦୂର ଚାନ୍ଦ, କିଟ ବିଶ୍ୱବିଦ୍ୟାଳୟ କରିବେ ପରିଦର୍ଶନ

ଓଡ଼ିଶାରେ ନେପାଳର ପୂର୍ବତନ ପ୍ରଧାନମନ୍ତ୍ରୀ ଲୋକେନ୍ଦ୍ର ବାହାଦୂର ଚାନ୍ଦ । ଭୁବନେଶ୍ୱର ବିମାନବନ୍ଦରରେ ପହଁଚିବା ପରେ ତାଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ସେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ପୁରୀ ଯାଇ ଶ୍ରୀଜୀଉଙ୍କୁ ଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ଏହାସହ…

ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଉମା ଭାରତୀ,ବିଜେପି ପାଇଁ ପ୍ରଚାର କାର୍ଯ୍ୟକ୍ରମରେ ହେବେ ସାମିଲ

ପୁରୀ : ଆଜି ଓଡ଼ିଶା ଆସୁଛନ୍ତି ବରିଷ୍ଠ ବିଜେପି ନେତ୍ରୀ ତଥା କେନ୍ଦ୍ରମନ୍ତ୍ରୀ ଉମା ଭାରତୀ । ସେ ଆଜି ପୁରୀ ଆସି ବିଜେପି ପାଇଁ ପ୍ରଚାର କାର୍ଯ୍ୟକ୍ରମରେ ସାମିଲ ହେବେ। ଏହାସହ ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ପ୍ରାର୍ଥୀପତ୍ର ଦାଖଲ ରାଲିରେ ଯୋଗଦେବେ। ଆଜି ପୂର୍ବାହ୍ନରେ ସମ୍ବିତ ପାତ୍ର…

ବର୍ଷରେ ତୃତୀୟ ଥର ପାଇଁ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ : ସାଙ୍ଗରେ ଆସୁଛନ୍ତି ୭ ଜଣ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର (କେନ୍ୟୁଜ୍) :ପ୍ରଧାନମନ୍ତ୍ରୀଙ୍କ ଖୋର୍ଦ୍ଧା ଗସ୍ତକୁ ଆଉ ଗୋଟିଏ ଦିନ ବାକି ରହିଲା । ଚଳିତ ବର୍ଷ ଏହା ତାଙ୍କର ତୃତୀୟ ଓଡ଼ିଶା ଗସ୍ତ । ପ୍ରଧାନମନ୍ତ୍ରୀଙ୍କ ସହ ଆସିବେ ୭ ଜଣ କେନ୍ଦ୍ରମନ୍ତ୍ରୀ । ଏହି ଅବସରରେ ମୋଦି ୧୪ ହଜାର ୫ ଶହ ୨୩ କୋଟି ଟଙ୍କାର ବିଭିନ୍ନ ଯୋଜନାର ଶୁଭାରମ୍ଭ…