ବର୍ଷା ପାଇଁ ବଡ଼ ୱାର୍ଣ୍ଣିଂ, ୭ ତାରିଖ ଯାଏ ରାଜ୍ୟରେ ଲାଗି ରହିବ ଲଘୁଚାପ
ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ବଙ୍ଗୋପସାଗରରେ ଲଘୁଚାପ ଘନଉଥିବା ବେଳେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଯୋଗୁ ଜନଜୀବନ ପ୍ରଭାବିତ ହୋଇଛି । ତଳିଆ ଅଞ୍ଚଳ ଜଳମଗ୍ନ ରହିଛି। ଆଜି ପ୍ରବଳ ବର୍ଷା ପାଇଁ ସାରା ରାଜ୍ୟକୁ ଚେତାବନୀ ଦିଆଯାଇଛି। ଭୀଷଣ…