Browsing Tag

odisha weather report update

ଆସନ୍ତା ୨ରୁ ୩ଦିନ ଯାଏଁ ଶୁଖିଲା ରହିବ ପାଗ, କିଛି ସ୍ଥାନରେ ଅଳ୍ପରୁ ମଧ୍ୟମ ଧରଣର ହୋଇପାରେ ବର୍ଷା

ଭୁବନେଶ୍ବର: ଆସନ୍ତା ୨ରୁ ୩ଦିନ ଯାଏଁ ପାଗ ଶୁଖିଲା ରହିବ । ରାଜ୍ୟର କିଛି ସ୍ଥାନରେ ଅଳ୍ପ ରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ପାଣିପାଗ ବିଭାଗ ନିର୍ଦ୍ଦେଶକଙ୍କ ସୁଚନା ଅନୁଯାୟୀ ଗତ ୨୪ ଘଣ୍ଟା ଭିତରେ ସମ୍ବଲପୁରର ଯୁଯୁମରା ଠାରେ ୪୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ରାଜ୍ୟରେ…

ଆସୁଛି ସାମୁଦ୍ରିକ ଝଡ଼ ‘ନୋଉଲ’: ମଙ୍ଗଳବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା ! ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ଏସଆରସିଙ୍କ…

ଭୁବନେଶ୍ବର: ଦକ୍ଷିଣ ଚୀନ୍‌ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ ନୋଉଲର ପ୍ରଭାବରେ ବଙ୍ଗୋପସାଗରରେ ଆସନ୍ତାକାଲି ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଆସନ୍ତା ୨୦ରୁ ୨୧ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା…

ରାଜ୍ୟରେ ୧୮ଟି ସ୍ଥାନରେ ୩୫ ଡିଗ୍ରୀ ଉପରେ ତାପମାତ୍ରା, ମାଲକାନଗିରି ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ୧୮ଟି ସ୍ଥାନରେ ୩୫ ଡିଗ୍ରୀ ଉପରେ ରହିଛି ତାପମାତ୍ରା । ୩୭ ଡିଗ୍ରୀ ସହ ମାଲକାନଗିରି ସବୁଠୁ ଉତ୍ତପ୍ତ ସହର । ଭୁବନେଶ୍ୱରରେ ରହିଥିଲା ୩୫. ୯ ଡିଗ୍ରୀ । ତେବେ ଏଥିରୁ ଆଶ୍ବସ୍ତି ମିଳିବା ପାଇଁ ପୁଣି ଆସୁଛି ଆଉ ଏକ ଲଘୁଚାପ । ଉତ୍ତର-ପୂର୍ବ ବଙ୍ଗୋପସାଗର ତଥା ଆଖପାଖ…

ଆସୁଛି ଆଉ ଏକ ଲଘୁଚାପ, ୨୦ରୁ କାଚିବ ପ୍ରବଳ ବର୍ଷା!

ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ । ୨୦ରୁ ହୋଇପାରେ ବର୍ଷା । ୨୦ ଓ ୨୧ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୦ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା । ଯାହା ଲଘୁଚାପରେ ପରିଣତ ହୋଇପାରେ । ଲଘୁଚାପ ଉତ୍ତର ପଶ୍ଚିମ ଗତି…

ଆଗାମୀ ୨୪ ଘଣ୍ଟାରେ ଦକ୍ଷିଣ ଅଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା! କୋରାପୁଟ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଅଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାମାନଙ୍କରେ ବର୍ଷା ସମ୍ଭାବନା। ଅନ୍ୟ ଗୋଟିଏ ଦୁଇଟି ଜିଲ୍ଲାରେ ମଧ୍ୟ ବର୍ଷା ହୋଇପାରେ । କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟରେ ଘଡ଼ଘଡ଼ି ସହ ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।…

ଆଜି ଲଘୁଚାପର ତୃତୀୟ ଦିନ ବି ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ଲାଗିରହିବ ଏହି…

ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ସାରା ରାଜ୍ଯରେ ଜାରି ରହିଛି ଲଗାଣ ବର୍ଷା । ଆଜି ତୃତୀୟ ଦିନ ମଧ୍ୟ ବର୍ଷା ହେଉଥିବାର ଦେଖିବାକୁ ମିଳିଛି। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ୧୩ଟି ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ।…