Browsing Tag

odisha weather report

ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶା ଉପକୂଳବର୍ତ୍ତୀ ଓ ଆଭ୍ୟନ୍ତରୀଣ ଅଞ୍ଚଳରେ ଲାଗି ରହିଛି ବର୍ଷା, ଆଜି ୯ ଜିଲ୍ଲାକୁ ୟେଲୋ…

ଭୁବନେଶ୍ବର(କେନ୍ଯୁଜ୍): ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶା ଉପକୂଳବର୍ତ୍ତୀ ଓ ଆଭ୍ୟନ୍ତରୀଣ ଅଞ୍ଚଳରେ ଲାଗି ରହିଛି ବର୍ଷା । ଆଜି ୯ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଆଜି ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, ସୋନପୁର, ସମ୍ବଲପୁର ଓ ଦେବଗଡ଼…

ଆଜି ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର(କେନ୍ଯୁଜ୍): ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଆଜି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି…

ରାଜ୍ୟରେ ଏବର୍ଷ ମରୁଡ଼ି ! ବର୍ଷାର ଘୋର ଅଭାବ, ୧୭ ଜିଲ୍ଲାରେ ସ୍ଥିତି ସଙ୍ଗୀନ

ଭୁବନେଶ୍ବର(କେନ୍ଯୁଜ୍): ଶ୍ରାବଣ ଗଲା । ଆକାଶରୁ ଝରିଲାନି ବର୍ଷା । ଚାତକ ଭଳି ଚାହିଁ ଚାହିଁ ଚାଷୀ ଆଖିରୁ ନିଦ ହଜି ଗଲାଣି । ରାଜ୍ୟରେ ଏବର୍ଷ ବର୍ଷାର ଘୋର ଅଭାବ । ସ୍ୱଳ୍ପ ବୃଷ୍ଟିପାତ ଯୋଗୁ ଫସଲହାନୀ ଆଶଙ୍କା ଦେଖାଦେଇଛି । ମରୁଡ଼ି ପରିସ୍ଥିତି ଉପୁଜିଲାଣି । ଜୁନ୍‌ ୧ରୁ ଆଜି ସୁଦ୍ଧା…

୩ଟି ଲଘୁଚାପ ସତ୍ତ୍ୱେ ରାଜ୍ୟରେ ନିଅଣ୍ଟିଆ ବର୍ଷା ରେକର୍ଡ : ଜୁନ୍‌ର ଅଭାବୀ ବର୍ଷା ଜୁଲାଇରେ ବି କରିପାରିଲାନି ଭରଣା

ଭୁବନେଶ୍ବର(କେନ୍ଯୁଜ୍): ଜୁନ୍‌ର ଅଭାବୀ ବର୍ଷା ଜୁଲାଇରେ ବି ଭରଣା କରିପାରିଲାନି । ମୌସୁମି ସାଙ୍ଗକୁ ୩ଟି ଲଘୁଚାପ ବର୍ଷା ସତ୍ତ୍ୱେ ରାଜ୍ୟରେ ସ୍ୱାଭାବିକ ବର୍ଷା ହୋଇନି । ଜୁନ୍‌ ୧ରୁ ଜୁଲାଇ ୨୯ ମଧ୍ୟରେ ଓଡ଼ିଶାରେ ମୋଟ ୪୪୭ ମିଲିମିଟର ବର୍ଷା ହୋଇଛି । ସ୍ୱାଭାବିକ ଭାବେ ଏହି ସମୟରେ ରାଜ୍ୟରେ…

୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବ ଲଘୁଚାପ: ଆଜିଠୁ ୩୦ ଯାଏ ସାରା ରାଜ୍ୟରେ ବର୍ଷା, ୧୫ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ବର(କେନ୍ଯୁଜ୍): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ୨୪ ଘଣ୍ଟା ଭିତରେ ଏହା ଅଧିକ ଘନୀଭୂତ ହୋଇ ୱେଲ୍‌ ମାର୍କଡ ଲୋ-ପ୍ରେସରରେ ପରିଣତ ହେବ । ଆସନ୍ତା ୩ରୁ ୪ ଦିନ ମଧ୍ୟରେ ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ, ଝାଡଖଣ୍ଡ ଏବଂ ବିହାର ଦେଇ ଅତିକ୍ରମ କରିବାର…

ପୁଣି ଆସୁଛି ଘୂର୍ଣ୍ଣିବଳୟ: ୨୮ରୁ ୩୦ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା, ଆସନ୍ତା ୪ ଦିନ ଯାଏ ବିଭିନ୍ନ ଜିଲ୍ଲାକୁ ୱେଲୋ…

ଭୁବନେଶ୍ବର(କେନ୍ଯୁଜ୍): ପୁଣି ଆସୁଛି ଘୂର୍ଣ୍ଣିବଳୟ। ଉତ୍ତର-ବଙ୍ଗୋପସାଗର ଓ ଏହାର ସଲଗ୍ନ ଅଞ୍ଚଳ ଉପରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତାକାଲି ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଏହାର ସଲଗ୍ନ ଅ଼ଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ। ଫଳରେ ୨୮ରୁ ୩୦ ତାରିଖ…

ଆସୁଛି ଆଉ ଏକ ଲଘୁଚାପ: ଆସନ୍ତାକାଲିଠୁ ରାଜ୍ୟର କିଛି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ହେବ ପ୍ରବଳ ବର୍ଷା

ଭୁବନେଶ୍ବର(କେନ୍ଯୁଜ୍): ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୮ ତାରିଖରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା । ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟର କିଛି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ୨୭ରୁ ୩୦ ତାରିଖ ପର୍ଯ୍ୟନ୍ତ ପାଗ ମେଘୁଆ ରହିବ । ଲଘୁଚାପ ପ୍ରଭାବରେ ୨୭ ତାରିଖରେ…

ଆଜି ୮ ଜିଲ୍ଲାରେ ବର୍ଷା ସମ୍ଭାବନା, ପ୍ରବଳ ବର୍ଷା ସାଙ୍ଗକୁ ହୋଇପାରେ ଘଡଘଡି

ଭୁବନେଶ୍ୱର (କେନ୍ୟୁଜ) : ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ । ଆଜି ୮ ଜିଲ୍ଲାରେ ବର୍ଷା ସମ୍ଭାବନା । ପ୍ରବଳ ବର୍ଷା ସାଙ୍ଗକୁ ଘଡଘଡି ହୋଇପାରେ । ଏଥିପାଇଁ ୮ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ କରିଛିକରିଛି  ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରାଜ୍ୟରେ ଜୁନ୍‌ ୧ ତାରିଖରୁ ୬ ତାରିଖ ପର୍ଯ୍ୟନ୍ତ…

ଆଗାମୀ ତିନି ଦିନ ମଧ୍ୟରେ ରାଜ୍ୟର ୧୧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୬ଟି ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(କେ ନ୍ୟୁଜ): ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ୧୧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଉତ୍ତର ଓଡ଼ିଶାର କିଚି ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭବନା ରହିଛି। ବାଲେଶ୍ୱର,…

ଆଜିଠୁ ୧୪ ଯାଏ ପ୍ରବଳ ବର୍ଷା ସମ୍ଭାବନା, ବନ୍ୟା ଆଶଙ୍କା

ଭୁବନେଶ୍ୱର (କେନ୍ୟୁଜ) : ଆଜିଠୁ ୧୪ ଯାଏ ପ୍ରବଳ ବର୍ଷା ସମ୍ଭାବନା । ଉତ୍ତର-ପୂର୍ବ ବଙ୍ଗୋପସାଗର ଉପରିଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତାକାଲି ବେଳକୁ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଲଘୁଚାପ ସୃଷ୍ଟି ସାଙ୍ଗକୁ ପ୍ରବେଶ କରିବ ମୌସୁମୀ । ପ୍ରବଳ…

ଆହୁରି କାଚିବ! ବଙ୍ଗୋପସାଗରରେ ୧୧ରେ ଲଘୁଚାପ ସମ୍ଭାବନା, ରାଜ୍ୟର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ହେବ ବର୍ଷା

ଭୁବନେଶ୍ବର: ଆସୁଛି ବଡ ବର୍ଷା। ବଙ୍ଗୋପସାଗରରେ ୧୧ ତାରିଖରେ ଆଉ ଏକ ଲଘୁଚାପ ସମ୍ଭାବନା ରହିଛି। ପ୍ରଭାବରେ ୧୦ ତାରିଖରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ। ଆଜିଠାରୁ ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଅନୁମାନ କରାଯାଉଛି। ୧୪ ତାରିଖ ଯାଏ ରହିବ ପ୍ରଭାବ। ଏହି…