Browsing Tag

odisha weather report

ହାଡ଼ ଭଙ୍ଗା ଜାଡ଼ରେ ଥରୁଛି ଆଭ୍ୟନ୍ତରୀଣ ଓଡ଼ିଶା: ଦାରିଙ୍ଗବାଡିରେ ପ୍ରଥମ ତୁଷାରପାତ, ଆଗାମୀ ୨୪ ଘଣ୍ଟା ପାଇଁ ୬ ଜିଲ୍ଲାକୁ…

ଭୁବନେଶ୍ବର: ଓଡ଼ିଶାର କାଶ୍ମୀର ଦାରିଙ୍ଗବାଡିରେ ପ୍ରଥମ ତୁଷାରପାତ। ତାପମାତ୍ରା ଖସୁଥିବାରୁ ବଢିବାରେ ଲାଗିଛି ଶୀତ। ୫ ଡିଗ୍ରୀ ତଳକୁ ଖସିଆସିଛି ତାପମାତ୍ରା। ସକାଳ ୯ଟା ଯାଏ ଘନ କୁହୁଡି ଲାଗି ରହୁଛି। ହାଡ଼ ଭଙ୍ଗା ଜାଡ଼ରେ ଥରୁଛି ଆଭ୍ୟନ୍ତରୀଣ ଓଡ଼ିଶା । ଆସନ୍ତା ଦୁଇ ଦିନ ପାଇଁ ଆଭ୍ୟନ୍ତରୀଣ…

ରାଜ୍ୟରେ ଶୀତ ଲହରୀ ସାଙ୍ଗକୁ ଘନ କୁହୁଡି, ୨୦୦ ମିଟର ଦୂରରୁ ଦେଖାଯାଉନି ରାସ୍ତାଘାଟ

ଭୁବନେଶ୍ବର: ରାଜ୍ୟରେ ଶୀତ ଲହରୀ ସାଙ୍ଗକୁ ଘନ କୁହୁଡି । ଭୋର ସମୟରେ କୁହୁଡି ଯୋଗୁ ଜୀବନଯାତ୍ରା ପ୍ରଭାବିତ ହୋଇଛି ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ଅନୁଭୂତ ହେଉଛି । ୨୦୦ ମିଟର ଦୂରରୁ ଦେଖାଯାଉନି ରାସ୍ତାଘାଟ। ଭୁବନେଶ୍ୱର ଓ କଟକରେ ମଧ୍ୟ ପ୍ରବଳ କୁହୁଡି ହେଉଛି ।…

ସାରା ରାଜ୍ୟରେ ଶୀତର ଲହରୀ:୧୦ ଡିଗ୍ରୀ ତଳେ ରହିଛି ୪ ସହରର ତାପମାତ୍ରା, ସବୁଠୁ ଥଣ୍ଡା ସହର ସୋନପୁର

ଭୁବନେଶ୍ବର: ସାରା ରାଜ୍ୟରେ ଶୀତର ଲହରୀ । ଦିନକୁ ଦିନ ଖସୁଛି ପାରଦ ବଢୁଛି ଶୀତ। ରାଜ୍ୟରେ ଏବେ ପ୍ରବଳ ଶୀତ ଅନୁଭୂତ ହେଲାଣି। ସୂଚନା ଅନୁଯାୟୀ ବର୍ତ୍ତମାନ ୧୦ ଡିଗ୍ରୀ ତଳେ ରହିଛି ୪ ସହରର ତାପମାତ୍ରା। ୮.୮ ଡିଗ୍ରୀ ସହ ସୋନପୁର ସବୁଠୁ ଥଣ୍ଡା ସହରରେ ପରିଣତ ହୋଇଛି। ସେହିପରି…

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ନେଲା ଅବପାତର ରୂପ, ଓଡ଼ିଶା ଉପରେ ନାହିଁ ଏହାର କୌଣସି ପ୍ରଭାବ

ଭୁବନେଶ୍ବର : ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ନେଲା ଅବପାତର ରୂପ । ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି । ଶ୍ରୀଲଙ୍କା ଓ ଦକ୍ଷିଣ ଭାରତ ଉପକୂଳ ଛୁଇଁବା ପୂର୍ବରୁ ସାଇକ୍ଲୋନିକ ଷ୍ଟର୍ମ ରୂପ ନେଇପାରେ । ଡିସେମ୍ବର ୨ତାରିଖ…

ବାତ୍ଯା ‘ନିଭାର’ ପ୍ରଭାବରେ ରାଜ୍ୟରେ ବଢିବାରେ ଲାଗିଛି ଶୀତର ପ୍ରକୋପ, ଆଜି ମଧ୍ୟ କିଛି ସ୍ଥାନରେ ବର୍ଷା…

ଭୁବନେଶ୍ବର: ରାଜ୍ୟରେ ଖସୁଛି ପାରଦ, ବଢୁଛି ଥଣ୍ଡା । ଧିରେ ଧିରେ ବଢିବାରେ ଲାଗିଛି ଶୀତର ପ୍ରକୋପ । ନିଭାର ପ୍ରଭାବରେ ଥଣ୍ଡା ଆହୁରି ବଢିଯାଇଛି । ଶୀତ ସାଙ୍ଗକୁ ମେଘୁଆ ପାଗ । ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇଛି । ଆଜି ମଧ୍ୟ କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଆସନ୍ତା…

ଆସନ୍ତା ୨୨ ତାରିଖରୁ ଆହୁରି ବଢିବ ଶୀତ, ରାଜ୍ୟର କିଛି ଅଞ୍ଚଳରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ରାଜ୍ୟରେ ପୁଣି ବଢିବ ଶୀତ । ଆସନ୍ତା ୨୨ ତାରିଖରୁ ତାପମାତ୍ରା ଖସିବା ସହ ଶୀତ ବଢିପାରେ । ଆସନ୍ତା ୨୦ ଓ ୨୧ ତାରିଖରେ ରାଜ୍ୟର କିଛି ଅଞ୍ଚଳରେ କାଁ ଭାଁ ବର୍ଷା ହୋଇପାରେ । ଦକ୍ଷିଣ ଓ ଉତ୍ତର ଓଡ଼ିଶା ସମେତ ଉପକୂଳର କିଛି ଅଞ୍ଚଳରେ ହାଲୁକା ବର୍ଷା ସମ୍ଭାବନା ରହିଛି । ଏହା ପରେ…

୧୮ରୁ ରାଜ୍ୟରେ ବଢିବ ଶୀତର ପ୍ରକୋପ, ୨ରୁ ୩ ଡିଗ୍ରୀ ସେଲ୍‌ସିୟସ୍‌ ପର୍ଯ୍ୟନ୍ତ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ବର: ରାଜ୍ୟରେ ଖସୁଛି ପାରଦ, ବଢୁଛି ଶୀତ। ୧୮ରୁ ବଢିବ ଶୀତର ପ୍ରକୋପ। ୨ରୁ ୩ ଡିଗ୍ରୀ ସେଲ୍‌ସିୟସ୍‌ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇବ । ରାଜ୍ୟରେ ବିଭିନ୍ନ ସ୍ଥାନରେ ତାପମାତ୍ରା କମିବା ଯୋଗୁ ଥଣ୍ଡା ଅନୁଭୂତ ହେବ । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।…

ଆଜିଠୁ ରାଜ୍ୟରେ ଆହୁରି ବଢିବ ଶୀତ: ଦାରିଙ୍ଗବାଡି,ସୋନପୁର ଓ କୋରାପୁଟ୍‌ରେ ଅଧିକ ଥଣ୍ଡା

ଭୁବନେଶ୍ବର: ଆଜିଠୁ ରାଜ୍ୟରେ ଆହୁରି ବଢିବ ଶୀତ । ରାତିର ତାପାମାତ୍ରା ଆସନ୍ତା ଦୁଇରୁ ତିନି ଦିନ ଯାଏଁ ୨ରୁ ୩ ଡିଗ୍ରୀ ସେଲ୍‌ସିୟସ୍‌ ପର୍ଯ୍ୟନ୍ତ ହ୍ରାସ ପାଇବ । ରାଜ୍ୟରେ ବିଭିନ୍ନ ସ୍ଥାନରେ ତାପମାତ୍ରା କମିବା ଯୋଗୁ ଥଣ୍ଡା ଅନୁଭୂତ ହେବ । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା…

ରାଜ୍ୟରେ ହ୍ରାସ ପାଇବାରେ ଲାଗିଛି ତାପମାତ୍ରା: ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ବିଭିନ୍ନ ଜିଲ୍ଲାରେ ଘଡଘଡି ସହ ହାଲୁକା…

ଭୁବନେଶ୍ବର: ଥଣ୍ଡା କମିବ, ତାପମାତ୍ରା ବଢିବ। ରାଜ୍ୟରେ କିଛି ଦିନ ଧରି ତାପମାତ୍ରା ହ୍ରାସ ପାଇବା ଫଳରେ ଶୀତ ଅନୁଭୂତ ହେଉଥିଲା। କିଛି ସ୍ଥାନରେ ତାପମାତ୍ରା ୧୦ଡିଗ୍ରୀ ତଳକୁ ଖସି ଆସିଥିଲା। ଏବେ ପୁଣି ତାପମାତ୍ରା ବଢିବାରେ ଲାଗିଛି। ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ମାଲକାନଗିରି, କୋରାପୁଟ,…

ରାଜ୍ୟର ୫ଟି ସ୍ଥାନରେ ୧୫ ଡିଗ୍ରୀ ତଳେ ତାପମାତ୍ରା, ୨୪ ଘଣ୍ଟାରେ ସୋନପୁରରେ ସବୁଠୁ ଅଧିକ ଥଣ୍ଡା ଅନୁଭୂତ

ଭୁବନେଶ୍ବର: ଆସନ୍ତା ୨ରୁ ୩ ଦିନ ଭିତରେ ରାଜ୍ୟରେ କମିବ ତାପମାତ୍ରା । ଉତ୍ତରପଶ୍ଚିମ ଦିଗରୁ ଥଣ୍ଡା ଏବଂ ଶୁଷ୍କ ବାୟୁ ଓଡିଶା ମଧ୍ୟକୁ ପ୍ରବେଶ କରିବାର ସମ୍ଭାବନା ଥିବାରୁ ଉତ୍ତର ଓଡିଶାର ଜିଲ୍ଲା ଗୁଡିକରେ ତାପମାତ୍ରା କମିବ । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଦକ୍ଷିଣ ଓଡିଶାର ଜିଲ୍ଲା…

ଆଜି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ, ଆସନ୍ତାକାଲିଠାରୁ ୩ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ…

ଭୁବନେଶ୍ବର: ବଙ୍ଗୋପସାଗରରେ ପ୍ରବେଶ କରିଛି ଟାଇଫୁନ ମୋଲାଭର ଅଂଶବିଶେଷ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗର ଉପରେ ଘୂର୍ଣ୍ଣିିିବଳୟ ସୃଷ୍ଟି ହୋଇଛି । ପ୍ରଭାବରେ ଆଜି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ବାଂଲାଦେଶ…

୧୯ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଦାନା ବାନ୍ଧିବ ଆଉ ଗୋଟିଏ ଲଘୁଚାପ, ପ୍ରଭାବରେ ୧୮ରୁ ପ୍ରବଳ ବର୍ଷା !

ଭୁବନେଶ୍ବର: ଲଘୁଚାପ ପରେ ଲଘୁଚାପ। ୧୯ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଗୋଟିଏ ଲଘୁଚାପ ଦାନା ବାନ୍ଧିବ । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ମୁହାଁଇବାର ସମ୍ଭାବନା ରହିଛି । ପ୍ରଭାବରେ ୧୮ରୁ ବର୍ଷା ଆରମ୍ଭ ହୋଇଯିବ। ସେପଟେ…