Browsing Tag

odisha weather report

ଆଗାମୀ ୨୪ ଘଣ୍ଟାରେ ଉତ୍ତର କେନ୍ଦ୍ରୀୟ ଓଡିଶାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା

ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟାରେ ଉତ୍ତର କେନ୍ଦ୍ରୀୟ ଓଡିଶାର ଜିଲ୍ଲା ମାନଙ୍କରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା। ସାରା ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି କିନ୍ତୁ ସ୍ୱଳ୍ପ ବର୍ଷା ହୋଇଛି। ମୟୂରଭଞ୍ଜରେ ସର୍ବାଧିକ ୫୦.୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଉତ୍ତର ଓଡ଼ିଶାରେ ଭଲ…

ପଞ୍ଜାବ ପଟୁ ସୃଷ୍ଟି ହୋଇଛି ଟ୍ରପ୍‌ ଲାଇନ୍‌, ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ପଞ୍ଜାବ ପଟୁ ଏକ ଟ୍ରପ୍‌ ଲାଇନ୍‌ ସୃଷ୍ଟି ହୋଇଥିବାରୁ ଆଜି ରାଜ୍ଯର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସୂଚନା ଥାଉକି,  ବର୍ତ୍ତମାନ ସବୁ ଆଡେ ଜାରି ରହିଛି ମୌସୁମୀ ବର୍ଷା । ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ପୁରୀରେ ଆଜି…

ଟ୍ରଫ୍‌ ଲାଇନ୍‌ ପ୍ରଭାବରେ ଆସନ୍ତାକାଲି ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ ବଳୟ, ୨ ଦିନ ଧରି ପ୍ରବଳରୁ…

ଭୁବନେଶ୍ବର: ପାକିସ୍ତାନରୁ ବାଂଲାଦେଶ ପର୍ଯ୍ୟନ୍ତ ସୃଷ୍ଟି ହୋଇଛି ଏକ ଟ୍ରଫ୍‌ ଲାଇନ୍‌। ଯାହାର ପ୍ରଭାବରେ ଆସନ୍ତାକାଲି ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇପାରେ । ଫଳରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ପରିମାଣ ବଢିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

ଆସନ୍ତାକାଲିଠାରୁ ବଢିବ ବର୍ଷାର ପରିମାଣ ! ୨୧ ତାରିଖ ପର୍ଯ୍ୟନ୍ତ କିଛି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗରରେ ଆସନ୍ତା ୧୯ ତାରିଖରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇପାରେ । ଯାହାର ପ୍ରଭାବରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ଟି ଜିଲ୍ଲା ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡରେ ପ୍ରବଳରୁ…

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇପାରେ ଲଘୁଚାପ ବଳୟ, ୧୮ ତାରିଖରୁ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା!

ଭୁବନେଶ୍ବର: ୧୮ ତାରିଖରୁ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇଥିବା ଆଞ୍ଚଳିକ…

ଓଡିଶା ଛୁଇଁଲା ମୌସୁମୀ ବାୟୁ

ଭୁବନେଶ୍ବର: ଓଡିଶା ଛୁଇଁଲା ମୌସୁମୀ ବାୟୁ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡିଶା ଛୁଇଁଛି । ଏନେଇ ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ପକ୍ଷରୁ ସୂଚନା ମିଳିଛି । ପୂର୍ବରୁ ୧୧ କିମ୍ବା ୧୨ ତାରିଖ ବେଳକୁ ମୌସୁମୀ ବାୟୁ ଓଡିଶା ଛୁଇଁବା ନେଇ ଆକଳନ କରାଯାଇଥିଲା । ତେବେ ପୂର୍ବାନୁମାନ…

ବଙ୍ଗୋପସାଗରରେ ଲଘୁଚାପ, ପ୍ରଭାବରେ ଆଜିଠୁ ଓଡ଼ିଶାରେ ବର୍ଷା

ଭୁବନେଶ୍ବର: ଲଘୁଚାପରେ ପରିଣତ ହୋଇଛି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ । ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଆସନ୍ତା ୨୪ ଘଣ୍ଟାରେ ଘନୀଭୂତ ହେବ । ଏହାର ପ୍ରଭାବରେ ଓଡ଼ିଶାରେ ଆଜିଠୁ ବର୍ଷା ହେବ । ତେବେ ଗଞ୍ଚାମ, ଗଜପତି,…

ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଦୁଇ ଦିନ ଧରି ପ୍ରବଳ ବର୍ଷା ସମ୍ଭାବନା ! ୯ଟି…

ଭୁବନେଶ୍ବର: ଆସନ୍ତା ୮ରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରର ପୂର୍ବରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ୧୦ ତାରିଖ ଆଡ଼କୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସହ ଓଡ଼ିଶାକୁ ପ୍ରବେଶ କରିବ ମୌସୁମୀ। ଆଞ୍ଚଳିକ ପାଣିପାଗ ବିଜ୍ଞ‌ାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ତେବେ…

ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ୧୪ଟି ଜିଲ୍ଲାରେ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ଓଡିଶାର ୧୪ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି। ଆଜି ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାକୁ ନଜରରେ ରଖି ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କଟକ,…

ଆଜି ଓଡିଶାର ବିଭିନ୍ନ ସ୍ଥାନରେ ହେବ ପ୍ରବଳ ବର୍ଷା, ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆଜି ଉତ୍ତର ଉପକୂଳ ସମେତ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ୫ ଜିଲ୍ଲାରେ ପ୍ରବଳ ବର୍ଷା ସହ ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ପବନର ବେଗ ମଧ୍ୟ ଅଧିକ ରହିବ।…

ରାଜ୍ୟରେ ଆହୁରି ବଢିବ ତାତି, ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା

ରାଜ୍ୟରେ ରୌଦ୍ର ତାପ ଦିନକୁ ଦିନ ବଢ଼ିବାରେ ଲାଗିଛି । ଆସନ୍ତା ପାଞ୍ଚ ଦିନ ଭିତରେ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ସହ ବର୍ଷା ହେବାର ସମ୍ଭାବନା ରହିଛି । ଆଗକୁ ବିଭିନ୍ନ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ବଢ଼ିବା ସହ ତାପମାତ୍ରା ୪୦ ଡିଗ୍ରୀ ପାର ହେବାର ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ…

ଆସନ୍ତାକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ମଧ୍ୟମ ଧରଣର ବର୍ଷା ! ୧୩ଟି ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ…

ଭୁବନେଶ୍ବର: ଆସନ୍ତାକାଲି ସକାଳ ୮ଟା ୩୦ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏଥିପାଇଁ ୧୩ଟି ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ଗଜପତି, ଗଞ୍ଜାମ, କୋରାପୁଟ,…