Below header
Browsing Tag

odisha weather report

ରାଜ୍ୟରେ ଜୁନ ୧ରୁ ୨୧ ସେପ୍ଟେମ୍ବର ମଧ୍ୟରେ ସ୍ୱାଭାବିକ ଠାରୁ ୧ ପ୍ରତିଶତ କମ ବର୍ଷା ରେକର୍ଡ

ଭୁବନେଶ୍ବର: ରାଜ୍ୟରେ ଜୁନ ୧ରୁ ୨୧ ସେପ୍ଟେମ୍ବର ମଧ୍ୟରେ ସ୍ୱାଭାବିକ ଠାରୁ ୧ ପ୍ରତିଶତ କମ ବର୍ଷା ହୋଇଛି । ଗଜପତି, ଖୋର୍ଦ୍ଧା, ପୁରୀ ଓ ବାଲେଶ୍ୱରରେ ସ୍ୱାଭାବିକ ଠାରୁ କମ୍‌ ବର୍ଷା ରେକର୍ଡ ହୋଇଛି । ଗଜପତିରେ ୨୨ ପ୍ରତିଶତ କମ ବର୍ଷା ହୋଇଥିବା ବେଳେ ଖୋର୍ଦ୍ଧାରେ ସର୍ବାଧିକ ୩୦ ପ୍ରତିଶତ କମ…

ଆସୁଛି ସାମୁଦ୍ରିକ ଝଡ଼ ‘ନୋଉଲ’: ମଙ୍ଗଳବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା ! ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ଏସଆରସିଙ୍କ…

ଭୁବନେଶ୍ବର: ଦକ୍ଷିଣ ଚୀନ୍‌ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ ନୋଉଲର ପ୍ରଭାବରେ ବଙ୍ଗୋପସାଗରରେ ଆସନ୍ତାକାଲି ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଆସନ୍ତା ୨୦ରୁ ୨୧ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା…

ରାଜ୍ୟରେ ୧୮ଟି ସ୍ଥାନରେ ୩୫ ଡିଗ୍ରୀ ଉପରେ ତାପମାତ୍ରା, ମାଲକାନଗିରି ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ୧୮ଟି ସ୍ଥାନରେ ୩୫ ଡିଗ୍ରୀ ଉପରେ ରହିଛି ତାପମାତ୍ରା । ୩୭ ଡିଗ୍ରୀ ସହ ମାଲକାନଗିରି ସବୁଠୁ ଉତ୍ତପ୍ତ ସହର । ଭୁବନେଶ୍ୱରରେ ରହିଥିଲା ୩୫. ୯ ଡିଗ୍ରୀ । ତେବେ ଏଥିରୁ ଆଶ୍ବସ୍ତି ମିଳିବା ପାଇଁ ପୁଣି ଆସୁଛି ଆଉ ଏକ ଲଘୁଚାପ । ଉତ୍ତର-ପୂର୍ବ ବଙ୍ଗୋପସାଗର ତଥା ଆଖପାଖ…

ଆସୁଛି ଆଉ ଏକ ଲଘୁଚାପ, ୨୦ରୁ କାଚିବ ପ୍ରବଳ ବର୍ଷା!

ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ । ୨୦ରୁ ହୋଇପାରେ ବର୍ଷା । ୨୦ ଓ ୨୧ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୦ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା । ଯାହା ଲଘୁଚାପରେ ପରିଣତ ହୋଇପାରେ । ଲଘୁଚାପ ଉତ୍ତର ପଶ୍ଚିମ ଗତି…

ଆସୁଛି ଆଉ ଏକ ଲଘୁଚାପ: ଆସନ୍ତା ୧୨ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା! ୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ଆସନ୍ତା ୧୩ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା IMD ପକ୍ଷରୁ ସୂଚନା…

ଆଗାମୀ ୨୪ ଘଣ୍ଟାରେ ଦକ୍ଷିଣ ଅଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା! କୋରାପୁଟ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଅଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାମାନଙ୍କରେ ବର୍ଷା ସମ୍ଭାବନା। ଅନ୍ୟ ଗୋଟିଏ ଦୁଇଟି ଜିଲ୍ଲାରେ ମଧ୍ୟ ବର୍ଷା ହୋଇପାରେ । କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟରେ ଘଡ଼ଘଡ଼ି ସହ ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।…

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି, ମାର୍ଶାଘାଇରେ ସର୍ବାଧିକ ରେକର୍ଡ

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । କଟକ ଭୁବନେଶ୍ୱର ପାଇଁ ୨ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି । ବର୍ଷା ସାଙ୍ଗକୁ କୋହଲା ପାଗ ଲାଗି ରହିବ । ବର୍ତ୍ତମାନ ସୁଦ୍ଧା ମାର୍ଶାଘାଇରେ…

ଆସନ୍ତାକାଲି ସୁଦ୍ଧା ଆସୁଛି ପୁଣି ଏକ ଲଘୁଚାପ ! ପ୍ରଭାବରେ ୨୬ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା

ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ । ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲି ସୁଦ୍ଧା ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ୨୪ ଓ ୨୫ ତାରିଖରେ ବଢିବ ବର୍ଷା ପରିମାଣ। ୨୪ ତାରିଖ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ,…

ଅବପାତର ରୂପ ନେଲା ଲଘୁଚାପ, ପ୍ରଭାବରେ ଆସନ୍ତାକାଲି ସକାଳ ଯାଏ ଲାଗି ରହିବ ବର୍ଷା

ଭୁବନେଶ୍ବର: ଅବପାତର ରୂପ ନେଲା ଉତ୍ତର-ପଶ୍ଚିମ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ। ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ୨୧ ତାରିଖ ସକାଳ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ପାଇଁ ୧୦…

୧୯ରେ ଆସୁଛି ଆଉ ଏକ ଲଘୁଚାପ, ଲଗାଣ ବର୍ଷାରେ ଅର୍ଦ୍ଧାଧିକ ଜିଲ୍ଲାରେ ବନ୍ୟା ପରିସ୍ଥିତି

ଭୁବନେଶ୍ବର: ଆସନ୍ତା ୧୯ରେ ଆସୁଛି ଆଉ ଏକ ଲଘୁଚାପ । ଉତ୍ତର ବଙ୍ଗୋପସାଗରରେ ଦାନା ବାନ୍ଧୁଥିବା ଏହି ଲଘୁଚାପ ପ୍ରଭାବରେ ଆସନ୍ତା ୧୮ ଓ ୧୯ ଦୁଇ ଦିନ ଧରି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ତେବେ ଓଡ଼ିଶାରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଲଘୁଚାପ ପ୍ରଭାବରେ ହୋଇଥିବା…

ଲଘୁଚାପ ପ୍ରଭାବରେ ଆହୁରି ୨ଦିନ ରାଜ୍ୟରେ ଜାରି ରହିବ ପ୍ରବଳ ବର୍ଷା, ସବୁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ…

ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଯାହା ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଏମିତି ଆହୁରି ୨ଦିନ ପ୍ରବଳ ବର୍ଷିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟର ସମସ୍ତ ଜିଲ୍ଲାରେ ବର୍ଷା ହେବ । କିଛି କିଛି ସ୍ଥାନରେ ପ୍ରବଳରୁ ଅତି…

ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷିବ, ୧୦ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣଂ ଜାରି

ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ପ୍ରଭାବରେ ରାଜ୍ୟରେ ଆଜିଠୁ ପ୍ରବଳ ବର୍ଷିବ । ତିନି ଦିନ ବୃଷ୍ଟିପାତ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଦୁଇଟି…