Below header
Browsing Tag

odisha weather report

ଆସୁଛି ଆଉ ଏକ ଲଘୁଚାପ:ରାଜ୍ୟରେ ଅଧିକ ସକ୍ରିୟ ହେବ ମୌସୁମୀ, ଅଧିକାଂଶ ଜିଲ୍ଲାରେ ହେବ ପ୍ରବଳ ବର୍ଷା

ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୧୩ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ମୌସୁମୀ ଅଧିକ ସକ୍ରିୟ ହେବ ଓ ଅଧିକାଂଶ ଜିଲ୍ଲାରେ ବର୍ଷା ହେବ । ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବ ।…

ଆସନ୍ତାକାଲି ଉତ୍ତର ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ! ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ବର: ଆସନ୍ତାକାଲି ଅର୍ଥାତ୍ ୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା । ଯାହା ପ୍ରଭାବରେ ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ୧୧ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ହେବ। ବିଶେଷକରି ଦକ୍ଷିଣ ଓଡ଼ିଶାରେ…

ପୁଣି ଆସୁଛି ଆଉ ଏକ ଲଘୁଚାପ: ଆସନ୍ତା ୧୧ରୁ ପ୍ରବଳ ବର୍ଷା, ସମସ୍ତ ଜିଲ୍ଲାପାଳ ମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ୱେଲ ମାର୍କଡ ଲୋ ପ୍ରେସର ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା। ସବୁ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଏବଂ ଆଉ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି। ସେପଟେ ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା…

ୱେଲମାର୍କରେ ପରିଣତ ହେଲା ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ…

ଭୁବନେଶ୍ୱ: ଉତ୍ତର ବଙ୍ଗୋପସାଗର ରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ୱେଲମାର୍କରେ ପରିଣତ ହୋଇଛି । ଫଳରେ ଅଧିକାଂଶ ଜିଲ୍ଲାରେ ୧୦୦ ମିଲିମିଟରରୁ ଅଧିକ ବର୍ଷା ହେଇଛି । ଗତ ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁର ଯୁଜୁମରାରେ ସର୍ବଧିକ ୨୮୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ସେହିପରି ଭୁବନେଶ୍ୱର…

ସପ୍ତାହେ ମଧ୍ୟରେ ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ, ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ

ଭୁବନେଶ୍ବର: ଆସୁଛି ଲଘୁଚାପ ଉପରେ ଲଘୁଚାପ। ସପ୍ତାହେ ମଧ୍ୟରେ ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ । ତାତିରୁ ମିଳିପାରେ ଆଶ୍ୱସ୍ତି । ଉତ୍ତର ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ସୃଷ୍ଟି ହେବ । ଗୋଟିଏ ୪ ତାରିଖ ଓ ଅନ୍ୟ ଲଘୁଚାପ ୮ ତାରିଖ ବେଳକୁ ସୃଷ୍ଟି ହେବ । ପ୍ରଥମ ଲଘୁଚାପ ପ୍ରଭାବରେ ଆଜିଠୁ ୬…

ଆସୁଛି ଲଘୁଚାପ: ଆସନ୍ତା ସପ୍ତାହରେ ରାଜ୍ୟରେ ପ୍ରବଳ ବର୍ଷା, ଚାଷୀଙ୍କୁ ମିଳିବ ଆଶ୍ବସ୍ତି

ଭୁବନେଶ୍ବର : ଆସୁଛି ଲଘୁଚାପ ।  ଯାହା ପ୍ରଭାବରେ ଆସନ୍ତା ସପ୍ତାହରେ ରାଜ୍ୟରେ ଭୀଷଣ ବର୍ଷା ହେବ। ଯାହାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଅର୍ଥାତ୍ ଆସନ୍ତା ୩ରୁ ପ୍ରବଳ ବର୍ଷିବ । କାରଣ ୪ ତାରିଖରେ ଓଡ଼ିଶାରେ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଚାଷକାର୍ଯ୍ୟରେ ବାଧକ ସାଜିଛି ନିଅଣ୍ଟିଆ ବର୍ଷା: ଜୁନ ୨୬ରୁ ଜୁଲାଇ ମଧ୍ୟରେ ଓଡ଼ିଶାରେ ସ୍ୱାଭାବିକ ଠାରୁ ୮ ପ୍ରତିଶତ କମ୍‌…

ଭୁବନେଶ୍ବର: ଆକାଶରେ ମେଘ ଥିଲେ ବି ବର୍ଷା ହେଉନାହିଁ । ଯାହାଫଳରେ ଚାଷକାର୍ଯ୍ୟରେ ବାଧକ ସାଜିଛି ଏହି ନିଅଣ୍ଟିଆ ବର୍ଷା ।  ବିଲ ଫାଟି ଆଁ କଲାଣି । ଧାନ ଅମଳ ପାଇଁ ଆଶା ରଖିଥିବା ଚାଷୀ ଏବେ ମୁଣ୍ଡରେ ହାତ ଦେଇ ବସିଛି । ଜୁନ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାର ପୁରୀ, କେନ୍ଦ୍ରାପଡ଼ା,…

ବଙ୍ଗୋପସାଗରରେ ଲଘୁଚାପ: ପ୍ରଭାବରେ ରାଜ୍ଯରେ ପ୍ରବଳ ବର୍ଷା ! ୫ ଜିଲ୍ଳାକୁ ଅରେଞ୍ଜ ଓ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ…

ଭୁବନେଶ୍ବର: ବଙ୍ଗୋପସାଗରରେ ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଉପକୂଳବର୍ତ୍ତୀ ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି ବର୍ତ୍ତମାନ…

ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ: ପ୍ରଭାବରେ ଆଜିଠୁ ୪ ଦିନ ଯାଏ ଅନେକ ସ୍ଥାନରେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ହେବାର…

ଭୁବନେଶ୍ବର: ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ। ଏହାର ପ୍ରଭାବରେ ଗତକାଲି ରାଜ୍ୟରେ ଅନେକ ସ୍ଥାନରେ ସାମାନ୍ଯ ଧରଣର ବର୍ଷା ହୋଇଛି। ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇଛି। ଆଜି ଅନେକ ସ୍ଥାନ ପାଇଁ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।…

ପୁଣି ସକ୍ରିୟ ହେଲା ମୌସୁମୀ, ଆସନ୍ତା ଚାରି ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

କେନ୍ୟୁଜ (ବ୍ୟୁରୋ): ଉତ୍ତର ବଙ୍ଗୋପ ସାଗରରେ ସୃଷ୍ଟି ହୋଇଛି ଟ୍ରପ୍‌ ଲାଇନ୍‌ । ଫଳରେ ଏକ ସପ୍ତାହର ବ୍ୟବଧାନ ପରେ ପୁଣି ସକ୍ରିୟ ହୋଇଛି ମୌସୁମୀ । ଏହାର ପ୍ରଭାବରେ ଆସନ୍ତା ଚାରି ଦିନ ପର୍ଯ୍ୟନ୍ତ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ…

ଉତ୍ତର-ପୂର୍ବ ମଧ୍ୟପ୍ରଦେଶରୁ ଉତ୍ତର -ମଧ୍ୟ ମହାରାଷ୍ଟ୍ର ପର୍ଯ୍ୟନ୍ତ ସୃଷ୍ଟି ହୋଇଛି ଟ୍ରଫ୍‌ ଲାଇନ୍, ପ୍ରଭାବରେ ଆସନ୍ତା…

ଭୁବନେଶ୍ବର: ଉତ୍ତର-ପୂର୍ବ ମଧ୍ୟପ୍ରଦେଶରୁ ଉତ୍ତର -ମଧ୍ୟ ମହାରାଷ୍ଟ୍ର ପର୍ଯ୍ୟନ୍ତ ସୃଷ୍ଟି ହୋଇଛି ଏକ ଟ୍ରଫ୍‌ ଲାଇନ୍‌। ଏହାର ପ୍ରଭାବରେ ଆସନ୍ତା ୪ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ରାଜ୍ୟର ଅଧିକାଂଶ ସ୍ଥାନରେ ହେବ ବର୍ଷା। ଯାହା ଫଳରେ କନ୍ଧମାଳ, ରାୟଗଡ଼ା, ସୁନ୍ଦରଗଡ଼, କେନ୍ଦୁଝର,…