Browsing Tag

odisha Weather

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ : ରାଜ୍ଯର ବିଭିନ୍ନ ସ୍ଥାନରେ ବର୍ଷା ସମ୍ବାବନା

ଭୁବନେଶ୍ବର(କେନ୍ଯୁଜ୍) : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବ। ଏହାର ପ୍ରଭାବରେ ରାଜ୍ୟରେ ୧୨ରୁ ୧୬ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ୧୪ ଓ ୧୫ ତାରିଖ ଦୁଇ ଦିନ ଧରି ଉତ୍ତର ଓ ଦକ୍ଷିଣ ଓଡ଼ିଶା ସମେତ ପୁରୀ, ଜଗତସିଂହପୁର, ଖୋର୍ଦ୍ଧା ଏବଂ ଯାଜପୁରରେ…

ଲଘୁଚାପ ନେଇଛି ଅବପାତର ରୂପ : ରାଜ୍ୟର ୧୬ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ୧୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୪ଟି ଜିଲ୍ଲା ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ୍ ଓ ସମ୍ବଲପୁରରେ ପ୍ରବଳରୁ ଅତି…

ଲଘୁଚାପ ବର୍ଷାରେ ଅସ୍ତବ୍ୟସ୍ତ ରାଜ୍ୟବାସୀ : ରାଜଧାନୀ ଜଳାର୍ଣ୍ଣବ

ଭୁବନେଶ୍ୱର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା । ଗତକାଲିଠାରୁ ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଲାଗି ରହିଛି । ପାଣିପାଗ ବିଭାଗ ସୂଚନା ଦେଇଛି, ଆସନ୍ତା ୩୬ ଘଣ୍ଟା ଭିତରେ ସାରା ରାଜ୍ୟରେ ବର୍ଷା ଲାଗି ରହିବ । ୨୪ ଘଣ୍ଟା ଭିତରେ ଉତ୍ତର ଓଡ଼ିଶାରେ…

ପୁଣି ଲଘୁଚାପ : ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା । ମୟୂରଭଞ୍ଜ, କେନ୍ଦୁଝର,ସୁନ୍ଦରଗଡ, ବାଲେଶ୍ୱର ଓ ସମ୍ବଲପୁରରେ ଅଧିକ ବର୍ଷା ହେବ ବୋଲି ଆକଳନ କରାଯାଇଛି । ତେବେ ବର୍ତ୍ତମାନ ସୁଦ୍ଧା ରାଜ୍ୟର ୪ ଜିଲ୍ଲା ଅନୁଗୁଳ, ସୁନ୍ଦରଗଡ଼, ବଲାଙ୍ଗୀର ଓ…

ରାଜ୍ୟର ବିଭିନ୍ନ ସ୍ଥାନରେ ପୁଣି ବର୍ଷା

ଭୁବନେଶ୍ବର : ଉତ୍ତର ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାଛଡା ନିକଟସ୍ଥ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ୧୧ଟି ଜିଲ୍ଲାରେ ଅତିପ୍ରବଳ ବର୍ଷା…

ସାରା ରାଜ୍ୟରେ ବର୍ଷା : ସରକାରୀ କର୍ମଚାରୀଙ୍କ ରବିବାର ଛୁଟି ବାତିଲ

ଭୁବନେଶ୍ବର : ରାଜ୍ୟର ଅଧିକାଂଶ ନଦୀରେ ଜଳସ୍ତର ବଢୁଛି। ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ସମସ୍ତ ବିଭାଗକୁ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସ୍ୱାସ୍ଥ୍ୟ ବିଭାଗ ଗଠନ କରିଛି ସ୍ୱତନ୍ତ୍ର ଡ଼ାକ୍ତରୀ ଦଳ । ସମସ୍ତ ସରକାରୀ କର୍ମଚାରୀଙ୍କ ରବିବାର ଛୁଟି ,…

ଲଘୁଚାପର ଲଗାଣ ବର୍ଷାରେ ବେହାଲ୍ ରାଜ୍ୟ !

ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି । ବିଶେଷକରି ଉତ୍ତର ଓ ଦକ୍ଷିଣ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସେହିପରି ରାୟଗଡା, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା,…

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସକ୍ରିୟ ହେବ ଘୂର୍ଣ୍ଣିବଳୟ !

ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହି ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ମୁହାଁ ହୋଇ ଗତି କରିବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ସକ୍ରିୟ ହେବ । ଏହାର ପ୍ରଭାବରେ ଆସନ୍ତା ୭୨ ଘଣ୍ଟା ପର୍ୟ୍ୟନ୍ତ ରାଜ୍ୟର…

ଆଜିଠୁ ୪ଦିନ ପର୍ୟ୍ୟନ୍ତ ପ୍ରବଳ ବର୍ଷାରେ ଭିଜିବ ରାଜ୍ୟ !

ଭୁବନେଶ୍ବର : ଆଜିଠୁ ରାଜ୍ୟରେ ବଢିବ ବର୍ଷା ପରିମାଣ। ୪ଦିନ ଧରି ପ୍ରବଳ ବର୍ଷିବ। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କରିଛି ପାଣିପାଗ ବିଭାଗ। ବିଶେଷକରି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ରହିଛି। ୧୬ ତାରିଖ ବେଳକୁ ବର୍ଷା ପରିମାଣ କମିବ। ସେପଟେ…

ଉତ୍ତର-ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ  : ରାଜ୍ୟରେ ଆହୁରି ବର୍ଷିବ ବର୍ଷା

ଭୁବନେଶ୍ବର : ଆହୁରି ବର୍ଷିବ ବର୍ଷା। ଉତ୍ତର-ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଭ୍ୟନ୍ତରୀଣ, ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ମଧ୍ୟ ବର୍ଷିବ। ୧୨ ତାରିଖ ବେଳକୁ…

ପୁଣି ଫେରିବ ମୌସୁମୀ : ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି

ଭୁବନେଶ୍ବର : ରାଜ୍ୟରେ ପୁଣି ମୌସୁମୀ ବର୍ଷା ବର୍ଷିବା ପାଇଁ ଯାଉଛି। ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ଯାହାର ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି…

ଫେରିଲା ମୌସୁମୀ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ବର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ବିଶେଷ କରି କଟକ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ନୂଆପଡ଼ା, ବୌଦ୍ଧ, ରାୟଗଡ଼ା ଓ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ବର୍ଷାର ସମ୍ଭାବନା ରହିଛି । ଘଡ଼ଘଡ଼ି ସହ ବର୍ଷା ହେବ ।…