Browsing Tag

odisha Weather

ମାଲକାନଗିରିରେ ଲଗାଣ ବର୍ଷା: କାଲିମେଳା ଓ ମୋଟୁକୁ ଯୋଗାଯୋଗ ବିଛିନ୍ନ, ହଜାର ହଜାର ହେକ୍ଟର ଚାଷ ଜମି ଜଳମଗ୍ନ

ମାଲକାନଗିରି: ମାଲକାନଗିରିରେ ଜାରି ରହିଛି ଲଗାଣ ବର୍ଷା। ଲଗାଣ ବର୍ଷାରେ ଜିଲ୍ଲାର କାଙ୍ଗୁରକୋଣ୍ଡା ପୋଲ ଉପରେ ୩ରୁ ୪ ଫୁଟ ପାଣି ପ୍ରବାହିତ ହେଉଛି । ଫଳରେ କାଲିମେଳା ଓ ମୋଟୁକୁ ଯୋଗାଯୋଗ ବିଛିନ୍ନ ହୋଇଯାଇଛି । ହଜାର ହଜାର ହେକ୍ଟର ଚାଷ ଜମି ଜଳମଗ୍ନ ହୋଇପଡିଛି । ଫଳରେ ଫସଲ ସବୁ ନଷ୍ଟ…

ଲଘୁଚାପ ପ୍ରଭାବରେ ଆହୁରି ୨ଦିନ ରାଜ୍ୟରେ ଜାରି ରହିବ ପ୍ରବଳ ବର୍ଷା, ସବୁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ…

ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଯାହା ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଏମିତି ଆହୁରି ୨ଦିନ ପ୍ରବଳ ବର୍ଷିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟର ସମସ୍ତ ଜିଲ୍ଲାରେ ବର୍ଷା ହେବ । କିଛି କିଛି ସ୍ଥାନରେ ପ୍ରବଳରୁ ଅତି…

ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷିବ, ୧୦ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣଂ ଜାରି

ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ପ୍ରଭାବରେ ରାଜ୍ୟରେ ଆଜିଠୁ ପ୍ରବଳ ବର୍ଷିବ । ତିନି ଦିନ ବୃଷ୍ଟିପାତ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଦୁଇଟି…

ଆସୁଛି ଆଉ ଏକ ଲଘୁଚାପ:ରାଜ୍ୟରେ ଅଧିକ ସକ୍ରିୟ ହେବ ମୌସୁମୀ, ଅଧିକାଂଶ ଜିଲ୍ଲାରେ ହେବ ପ୍ରବଳ ବର୍ଷା

ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୧୩ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ମୌସୁମୀ ଅଧିକ ସକ୍ରିୟ ହେବ ଓ ଅଧିକାଂଶ ଜିଲ୍ଲାରେ ବର୍ଷା ହେବ । ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବ ।…

ଆସନ୍ତାକାଲି ଉତ୍ତର ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ! ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ବର: ଆସନ୍ତାକାଲି ଅର୍ଥାତ୍ ୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା । ଯାହା ପ୍ରଭାବରେ ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ୧୧ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ହେବ। ବିଶେଷକରି ଦକ୍ଷିଣ ଓଡ଼ିଶାରେ…

ପୁଣି ଆସୁଛି ଆଉ ଏକ ଲଘୁଚାପ: ଆସନ୍ତା ୧୧ରୁ ପ୍ରବଳ ବର୍ଷା, ସମସ୍ତ ଜିଲ୍ଲାପାଳ ମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ୱେଲ ମାର୍କଡ ଲୋ ପ୍ରେସର ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା। ସବୁ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଏବଂ ଆଉ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି। ସେପଟେ ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା…

କାଲି ସୁଦ୍ଧା ପ୍ରବଳ ବର୍ଷିବ, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର(କେନ୍ୟୁଜ୍): ରାତିରେ ପ୍ରବଳ ବର୍ଷା।  ଆସନ୍ତାକାଲି ସୁଦ୍ଧା ରାଜ୍ୟର ୧୦ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ୧୦ ଜିଲ୍ଲା ମଧ୍ୟରେ ଅଛନ୍ତି ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ ଓ ଅନୁଗୁଳ ।…

ୱେଲମାର୍କରେ ପରିଣତ ହେଲା ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ…

ଭୁବନେଶ୍ୱ: ଉତ୍ତର ବଙ୍ଗୋପସାଗର ରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ୱେଲମାର୍କରେ ପରିଣତ ହୋଇଛି । ଫଳରେ ଅଧିକାଂଶ ଜିଲ୍ଲାରେ ୧୦୦ ମିଲିମିଟରରୁ ଅଧିକ ବର୍ଷା ହେଇଛି । ଗତ ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁର ଯୁଜୁମରାରେ ସର୍ବଧିକ ୨୮୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ସେହିପରି ଭୁବନେଶ୍ୱର…

ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ: ପ୍ରଭାବରେ ୭ ତାରିଖ ଯାଏ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା, ୧୭…

ଭୁବନେଶ୍ବର: ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ। ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବ। ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ସାମାନ୍ୟ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୬ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର…

ସପ୍ତାହେ ମଧ୍ୟରେ ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ, ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ

ଭୁବନେଶ୍ବର: ଆସୁଛି ଲଘୁଚାପ ଉପରେ ଲଘୁଚାପ। ସପ୍ତାହେ ମଧ୍ୟରେ ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ । ତାତିରୁ ମିଳିପାରେ ଆଶ୍ୱସ୍ତି । ଉତ୍ତର ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ସୃଷ୍ଟି ହେବ । ଗୋଟିଏ ୪ ତାରିଖ ଓ ଅନ୍ୟ ଲଘୁଚାପ ୮ ତାରିଖ ବେଳକୁ ସୃଷ୍ଟି ହେବ । ପ୍ରଥମ ଲଘୁଚାପ ପ୍ରଭାବରେ ଆଜିଠୁ ୬…

ଆସୁଛି ଲଘୁଚାପ: ଆସନ୍ତା ସପ୍ତାହରେ ରାଜ୍ୟରେ ପ୍ରବଳ ବର୍ଷା, ଚାଷୀଙ୍କୁ ମିଳିବ ଆଶ୍ବସ୍ତି

ଭୁବନେଶ୍ବର : ଆସୁଛି ଲଘୁଚାପ ।  ଯାହା ପ୍ରଭାବରେ ଆସନ୍ତା ସପ୍ତାହରେ ରାଜ୍ୟରେ ଭୀଷଣ ବର୍ଷା ହେବ। ଯାହାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଅର୍ଥାତ୍ ଆସନ୍ତା ୩ରୁ ପ୍ରବଳ ବର୍ଷିବ । କାରଣ ୪ ତାରିଖରେ ଓଡ଼ିଶାରେ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି…