Browsing Tag

odisha Weather

ଖରାରୁ ସାମାନ୍ୟ ଆଶ୍ବସ୍ତି : ଆଗାମୀ ୩ ଦିନ ଯାଏଁ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଏବେ ସାମାନ୍ୟ ଆଶ୍ବସ୍ତି ନେଇ ଆସୁଛି ବର୍ଷା। ଆଗାମୀ ୩ ଦିନ ଯାଏଁ ରାଜ୍ୟରେ କାଳବୈଶାଖୀର ସମ୍ଭାବନା ରହିଥିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ। ଓଡ଼ିଶାର ୧୨ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ଥିବା ବେଳେ ପଶ୍ଚିମ ଓଡ଼ିଶାର ୨ ଜିଲ୍ଲାରେ…

୭ରେ ଲଘୁଚାପ, ବାତ୍ୟା ନେଇ ସନ୍ଦେହ: ଆଞ୍ଚଳିକ ପାଣିପାଗର ସୂଚନା

ଭୁବନେଶ୍ୱର (କେନ୍ୟୁଜ): ଆସନ୍ତା ୭ରେ ଲଘୁଚାପ ସମ୍ଭାବନା । ଆସନ୍ତା ୬ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନବର୍ତ୍ତୀ ଅଞ୍ଚଳର ଉପରିଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଭିତରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର…

ଆସନ୍ତା ୧୮ ଓ ୧୯ରେ ରାଜ୍ୟର ଅନେକ ସ୍ଥାନରେ ମେଘାଚ୍ଛନ୍ନ ରହିବ ଆକାଶ, ୨୦ରେ ବର୍ଷା !

ଭୁବନେଶ୍ବର(କେନ୍ଯୁଜ୍): ଆସନ୍ତା ୧୮ ଓ ୧୯ରେ ରାଜ୍ୟର ଅନେକ ସ୍ଥାନରେ ଆକାଶ ମେଘାଚ୍ଛନ୍ନ ରହିବ । ୨୦ରେ ବର୍ଷା ସମ୍ଭାବନା । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ…

ଆସନ୍ତା ୧୮ରୁ ପୁଣି ବର୍ଷା ! ପଶ୍ଚିମା ଝଡ଼ ପ୍ରଭାବରେ ଭିଜିବ ରାଜ୍ୟ

ଭୁବନେଶ୍ବର(କେନ୍ଯୁଜ୍): ପୁଣି ପଶ୍ଚିମା ଝଡ଼ ପ୍ରଭାବରେ ଭିଜିବ ରାଜ୍ୟ। ପଶ୍ଚିମ ହିମାଳୟ ଅଞ୍ଚଳରୁ ଆସୁଥିବା ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତା ୧୮ ତାରିଖରୁ ବର୍ଷା ସମ୍ଭାବନା ଥିବା କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ୧୮ ଓ…

ୱେଷ୍ଟର୍ଣ୍ଣ ଡିଷ୍ଟର୍ବାନ୍‌ସ ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟରେ ପୁଣି ବର୍ଷା

ଭୁବନେଶ୍ବର(କେନ୍ଯୁଜ୍): ଆସନ୍ତାକାଲିଠୁ ରାଜ୍ୟରେ ପୁଣି ବର୍ଷା । ୱେଷ୍ଟର୍ଣ୍ଣ ଡିଷ୍ଟର୍ବାନ୍‌ସ ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା । ଉତ୍ତର ଉପକୂଳ ଓଡ଼ିଶା, କେନ୍ଦୁଝର, ମୟୂରଭଞ୍ଜ ଓ ପୁରୀର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।…

ଗତ ୨୪ ଘଣ୍ଟାରେ ରାଜ୍ଯର ସବୁଠୁ ଥଣ୍ଡା ସହର କେନ୍ଦୁଝର, ଘନକୁହୁଡ଼ି ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର(କେନ୍ଯୁଜ୍):ରାଜ୍ୟରେ କମୁଛି ରାତିର ତାପମାତ୍ରା। ଗତ ୨୪ ଘଣ୍ଟାରେ ରାତିର ତାପମାତ୍ରା ଗୋଟିଏ ଦୁଇଟି ସ୍ଥାନରେ ୧ରୁ ୨ଡିଗ୍ରୀ ସେଲସିୟସ ହ୍ରାସ ପାଇଛି। ଆଗାମୀ ୨ଦିନ ମଧ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି ।…

ଆଗାମୀ ୩ଦିନ ଅସହ୍ୟ ଶୀତରେ ଥରିବ ଓଡିଶା, ଆଜି ଘନକୁହୁଡ଼ି ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟକୁ ପୁଣି ଫେରିଛି ଶୀତ। ଆଗାମୀ ୩ଦିନ ଅସହ୍ୟ ଶୀତରେ ଥରିବ ଓଡିଶା। ରାତିର ତାପମାତ୍ରା ସ୍ୱାଭାବିକ ତାପମାତ୍ରା ଠାରୁ ଧୀରେ ଧୀରେ କମି ୩ରୁ ୪ଡିଗ୍ରୀ ସେଲସିୟମ ତଳକୁ ଖସିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଆଗାମୀ ୫ଦିନ ଯାଏ ପାଗ ଶୁଖିଲା…

ଆଜିଠୁ ବର୍ଷା: ୪ ଦିନ ଯାଏ ଭିଜିବ ରାଜ୍ଯର ବିଭିନ୍ନ ସ୍ଥାନ, ଚାଷୀ ମୁଣ୍ଡରେ ପୁଣି ଚଡକ

ଭୁବନେଶ୍ବର(କେନ୍ଯୁଜ୍): ଆଜିଠୁ ପୁଣି ଭିଜିବ ଓଡ଼ିଶା। ୪ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପଶ୍ଚିମା ଝଡ଼ ପ୍ରଭାବରେ କୁଆପଥର ସହ ବର୍ଷିବ। ତେବେ ୧୨ ଓ ୧୩ ତାରିଖରେ ପ୍ରବଳ…

ଅସହ୍ୟ ଜାଡ଼ରେ ଥରୁଛି ଓଡ଼ିଶା: ୧୦ ଡିଗ୍ରୀ ସେଲସିୟସ ତଳେ ୫ଟି ସହରର ତାପମାତ୍ରା

ଭୁବନେଶ୍ବର(କେନ୍ଯୁଜ୍): ଅସହ୍ୟ ଜାଡ଼ରେ ଥରୁଛି ଓଡ଼ିଶା। ଅଧିକାଂଶ ସ୍ଥାନରେ ପାରଦ ୧୦ଡିଗ୍ରୀ ପାଖାପାଖି ରହିଛି। ୧୦ ଡିଗ୍ରୀ ସେଲସିୟସ ତଳେ ରହିଛି ୫ଟି ସହରର ତାପମାତ୍ରା। ସମତଳ ଅଞ୍ଚଳରେ ସୁନ୍ଦରଗଡ଼ର କେରି ଠାରେ ୭.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ ହୋଇଥିବା ବେଳେ ପାର୍ବତ୍ୟାଞ୍ଚଳରେ…

ଆଜି କେତେକ ଜିଲ୍ଲାରେ କୁଆପଥର ସହ ହେବ ପ୍ରବଳ ବର୍ଷା ! ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର(କେନ୍ଯୁଜ୍):ରାଜ୍ୟରେ ୱେଷ୍ଟର୍ଣ୍ଣ ଡିସ୍‌ଷ୍ଟର୍ବାନ୍‌ସ ପ୍ରଭାବ ଜାରି ରହିଛି। ଫଳରେ ରାଜ୍ୟର କିଛି ସ୍ଥାନରେ ବର୍ଷା ଜାରି ରହିଛି । ଆଜି ଆଗାମୀ ୨ ଘଣ୍ଟା ପାଇଁ ଢେଙ୍କାନାଳ, ଅନୁଗୁଳ, ମୟୂରଭଞ୍ଜ, କେନ୍ଦୁଝର, କଟକ ଓ ଯାଜପୁରରେ ବର୍ଷା ହେବ ବୋଲି କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର…

ୱେଷ୍ଟର୍ଣ୍ଣଡିଷ୍ଟବାର୍ନ୍ସ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ, କିଛି ସ୍ଥାନରେ ଘନ କୁହୁଡ଼ି କରୁଛି…

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଆସନ୍ତା ୩୦ ପର୍ଯ୍ୟନ୍ତ ଲାଗିରହିବ ବର୍ଷା । ୱେଷ୍ଟର୍ଣ୍ଣଡିଷ୍ଟବାର୍ନ୍ସ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି । ସୋମବାରରୁ ଭୁବନେଶ୍ୱରରେ ପ୍ରବଳ ବର୍ଷି ଥିବା ବେଳେ ଆଜି ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼ରେ ମଧ୍ୟମ ଧରଣର ବର୍ଷାର…

ଆଜିଠୁ ରାଜ୍ୟର କିଛି ସ୍ଥାନରେ ବର୍ଷା ସମ୍ଭାବନା: ୧୧ ଜିଲ୍ଲାରେ ଘନ କୁହୁଡି, ଆସନ୍ତା ୪ରୁ ୫ ଦିନ ଯାଏଁ କମିବ ଶୀତ

ଭୁବନେଶ୍ବର(କେନ୍ଯୁଜ୍): ଆଜିଠୁ ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇପାରେ । ଆଜିଠୁ ତିନି ଦିନ ଯାଏ ବର୍ଷା ସମ୍ଭାବନା ରହିଛି । ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା । ୧୧ ଜିଲ୍ଲାରେ ଘନ କୁହୁଡି ହେବ । ଆସନ୍ତା ୪ରୁ ୫ ଦିନ ଯାଏଁ କମିବ ଶୀତ । ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ଅଧିକ ରହିବ…