Browsing Tag

odisha winter

ଦିନକ ପରେ ବଢିବ ଶୀତ, ରାଜ୍ୟରେ ଖସିବ ପାରଦ

ଦିନକ ପରେ ବଢିବ ଶୀତ। ରାଜ୍ୟରେ ଖସିବ ପାରଦ। ଆଗାମୀ ୨୪ ଘଣ୍ଟାରେ ରାଜ୍ୟରେ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ପରବର୍ତ୍ତୀ ସମୟରେ ବିଭିନ୍ନ ସମୟରେ ରାଜ୍ୟର ଅନେକ ସ୍ଥାନରେ ରାତି ତାପମାତ୍ରା ୩ରୁ ୪ ଡିଗ୍ରୀ ହ୍ରାସ ଘଟିବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ବର…

ରାଜ୍ୟର ଅଧିକାଂଶ ଜିଲ୍ଲାରେ ଶୀତ ଅନୁଭୂତ, ଆଗକୁ ଆହୁରୀ କମିପାରେ ତାପମାତ୍ରା

କେନ୍ୟୁଜ୍(ବ୍ୟୁରୋ): ଖସୁଛି ପାରଦ । ବଢୁଛି ଶୀତ । ରାଜ୍ୟର ଅଧିକାଂଶ ଜିଲ୍ଲାରେ ଶୀତ ଅନୁଭୂତ ହେଲାଣି । ଆଗକୁ ଆହୁରୀ କମିପାରେ ତାପମାତ୍ରା । ଗତ ୨୪ ଘଣ୍ଟାରେ ଜି. ଉଦୟଗିରିରେ ସର୍ବନିମ୍ନ ରାତ୍ରି ତାପମାତ୍ର ୧୩ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି । କୋରାପୁଟରେ ୧୩.୮ ଏବଂ…

ଆହୁରି ୨୪ଘଣ୍ଟା ଥରିବ ଓଡିଶା, ୧୦ ଡିଗ୍ରୀ ସେଲସିୟସ ତଳେ ୧୦ ସହରର ତାପମାତ୍ରା

କେନ୍ୟୁଜ୍(ବ୍ୟୁରୋ): ମାସ ଶେଷରେ ଥରାଇଦେଲା। ହାଡ ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା। ଆହୁରି ୨୪ଘଣ୍ଟା ଶୀତ ଲହରୀ ପରିସ୍ଥିତି ଲାଗିରହିବ। ୧୦ ଡିଗ୍ରୀ ସେଲସିୟସ ତଳେ ୧୦ ସହରର ରାତି ତାପମାତ୍ରା ରହିଛି । ପଶ୍ଚିମାଝଡ଼ ପ୍ରଭାବ କମିବା ସହ ରାଜ୍ୟକୁ ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଓ ଶୁଷ୍କ ବାୟୁ…

ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ଶୀତ ଅନୁଭୂତ ହେବ ନାହିଁ: ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର

ଭୁବନେଶ୍ୱର(କେନ୍ଯୁଜ୍) : ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଥିବା ସୁଦୃଶ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଅବପାତର ରୂପ ନେଇଛି ଏବଂ ଏହା ଏବେ ତାମିଲନାଡ଼ୁ ତଟବର୍ତ୍ତୀ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଉପରେ ରହିଛି। ଏହା ଧୀ‌ରେ ଧୀରେ…

ମୌସୁମୀ ଫେରି ଯିବା ପରେ ଧୀରେ ଧୀରେ ଆସୁଛି ଶୀତ, ରାଜ୍ୟର ବିଭିନ୍ନ ସ୍ଥାନରେ ରାତିରେ ଖସୁଛି ତାପମାତ୍ରା

ଭୁବନେଶ୍ବର(କେନ୍ଯୁଜ୍): ଦିନରେ ଖରା କାଟୁଛି  ରାତିରେ ପ୍ରଥମ ଶୀତ ସ୍ପର୍ଷ ମିଳୁଛି। ପାଣିପାଗ ଏବେ ଏଭଳି  ହୋଇଯାଇଛି। ରାଜ୍ୟରୁ ମୌସୁମୀ ସଂପୂର୍ଣ୍ଣ ଫେରି ଯିବା ପରେ ଧୀରେ ଧୀରେ ଆସୁଛି ଶୀତ । ରାଜ୍ୟର ବିଭିନ୍ନ ସ୍ଥାନରେ ରାତିରେ ତାପମାତ୍ରା ଖସୁଛି । ଆଭ୍ୟନ୍ତରୀଣ ଓଡ଼ିଶାରେ ସର୍ବନିମ୍ନ…

ନୀଳାମ୍ବୁ ଚିଲିକାରେ ମେଲିଛି ରଙ୍ଗର ପସରା, ଶୀତର ପହିଲି ସ୍ପର୍ଶରେ ଆସିଲେଣି ନୂଆ ଅତିଥି

ଟାଙ୍ଗୀ(କେନ୍ଯୁଜ୍): ଶୀତର ପହିଲି ସ୍ପର୍ଶରେ ଚିଲିକାକୁ ଆସିଲେଣି ନୂଆ ଅତିଥି । ଦେଶବିଦେଶରୁ ଲକ୍ଷଲକ୍ଷ ରଙ୍ଗ ବେରଙ୍ଗର ନାନା ପ୍ରଜାତିର ପକ୍ଷୀ ମାନଙ୍କ କାକଳୀରେ ଚିଲିକା ହେଉଛି ମୁଖରିତ । ଏବେ ଚିଲିକା ପାଲିଟିଛି ଦେଶି ବିଦେଶୀ ପକ୍ଷୀମାଙ୍କ ପାଇଁ ଭୂସ୍ୱର୍ଗ । ନିଳାମ୍ବୁ ଚିଲିକାରେ ମେଲିଛି…

ଆଗାମୀ ୨୪ ଘଣ୍ଟା ଯାଏଁ ଓଡିଶାର ୧୬ ଜିଲ୍ଲାକୁ ସମ୍ଭାବ୍ୟ ଶୀତ ଲହରୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟା ଯାଏଁ ଓଡିଶାର ୧୬ ଜିଲ୍ଲାକୁ ସମ୍ଭାବ୍ୟ ଶୀତଲହରୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି | ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ , କେନ୍ଦୁଝର, ମୟୁରଭଞ୍ଜ, କଳାହାଣ୍ଡି, କନ୍ଧମାଳ,…

ଆଜିଠାରୁ ଅନୁଭୂତ ହେବ ଅଧିକ ଶୀତ, କିଛି ସ୍ଥାନରେ ଘନ କୁହୁଡ଼ି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ

ଭୁବନେଶ୍ବର: ରାଜ୍ୟରେ ହାଡ଼ଭଙ୍ଗା ଶୀତ । ଦକ୍ଷିଣରୁ ଆଭ୍ୟନ୍ତରୀଣ, ପୁଣି ଉତ୍ତର ଓଡ଼ିଶା ଜାଡ଼ରେ ଥରୁଛି । ଅଧା ଓଡ଼ିଶାରେ ଶୀତ ଲହରି । ଜନଜୀବନ ଅସ୍ତବ୍ୟସ୍ତ । ଆଜିଠାରୁ ଅଧିକ ଶୀତ ଅନୁଭୂତ ହୋଇଛି । ରାଜ୍ୟକୁ ଉତ୍ତର ଓ ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ଓ ଥଣ୍ଡା ପବନ ପ୍ରବାହିତ ହେବ । ଆଗାମୀ…

ରାଜ୍ୟରେ ଖସୁଛି ପାରଦ ବଢୁଛି ଥଣ୍ଡା: କୁହୁଡିର ଚାଦର ତଳେ ଓଡ଼ିଶାର କାଶ୍ମୀର ଦାରିଙ୍ଗବାଡି, ମର୍ଣ୍ଣିଂ ୱାକ୍ ପାଇଁ…

ଭୁବନେଶ୍ବର: ଖସୁଛି ପାରଦ, ବଢୁଛି ଥଣ୍ଡା । କିଛି ଦିନ ହେଲା ସୋନପୁରରେ ଶୀତ ଅନୁଭୂତ ହେଉଛି । ପାରଦ ଯେତିକି ଖସୁଛି ଶୀତର ମାତ୍ରା ବେଶ ଅନୁଭୂତ ହେଉଛି । ଶୀତର ମଜା ଉଠାଇବାକୁ ସକାଳୁ ସକାଳୁ ରାସ୍ତାରେ ଜମୁଛି ଲୋକଙ୍କ ଭିଡ଼। ମର୍ଣ୍ଣିଂ ୱାକ ସାଙ୍ଗକୁ ବାମ୍ଫ ଉଠା ଚା'ର ମଜା ନେଉଥିବା…

ରାଜ୍ୟରେ ହ୍ରାସ ପାଇବାରେ ଲାଗିଛି ତାପମାତ୍ରା: ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ବିଭିନ୍ନ ଜିଲ୍ଲାରେ ଘଡଘଡି ସହ ହାଲୁକା…

ଭୁବନେଶ୍ବର: ଥଣ୍ଡା କମିବ, ତାପମାତ୍ରା ବଢିବ। ରାଜ୍ୟରେ କିଛି ଦିନ ଧରି ତାପମାତ୍ରା ହ୍ରାସ ପାଇବା ଫଳରେ ଶୀତ ଅନୁଭୂତ ହେଉଥିଲା। କିଛି ସ୍ଥାନରେ ତାପମାତ୍ରା ୧୦ଡିଗ୍ରୀ ତଳକୁ ଖସି ଆସିଥିଲା। ଏବେ ପୁଣି ତାପମାତ୍ରା ବଢିବାରେ ଲାଗିଛି। ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ମାଲକାନଗିରି, କୋରାପୁଟ,…

ରାଜ୍ୟର ବିଭିନ୍ନ ସ୍ଥାନରେ ଅନୁଭୂତ ହେଲାଣି ଶୀତ, ସୋନପୁରରେ ସର୍ବନିମ୍ନ ତାପମାତ୍ରା ୧୨.୮ ଡିଗ୍ରୀ ରେକର୍ଡ

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ଏବେ ଥଣ୍ଡା ଅନୁଭୂତ ହେଲାଣି । ଆସନ୍ତା ୨ରୁ ୩ ଦିନ ମଧ୍ୟରେ କିଛି ସ୍ଥାନରେ ପାରଦ କମିବ ।ଗତକାଲି ସୋନପୁରରେ ସର୍ବନିମ୍ନ ତାପମାତ୍ରା ୧୨ ଦଶମିକ ୮ ଡିଗ୍ରୀ ରେକର୍ଡ ହୋଇଛି । ସେହିପରି ଅନୁଗୁଳରେ ୧୩.୮, ଦାରିଙ୍ଗବାଡିରେ ଏବଂ ଫୁଲବାଣୀରେ ୧୪ ଡିଗ୍ରୀ…