ମେ’ ୬ରୁ ଓଜେଇ ପରୀକ୍ଷା, ମାର୍ଚ୍ଚ ୧୫ ଯାଏ ରେଜିଷ୍ଟ୍ରେସନ
ଭୁବନେଶ୍ୱର (କେନ୍ୟୁଜ): ଓଜେଇଇ ପରୀକ୍ଷା ପାଇଁ ତାରିଖ ଘୋଷଣା । ମେ’ ମାସରେ ଅନୁଷ୍ଠିତ ହେବ ଓଜେଇଇ ପରୀକ୍ଷା। ମେ’ ୬ରୁ ୧୦ ପର୍ଯ୍ୟନ୍ତ ହେବ ଏହି ପରୀକ୍ଷା ହେବ। ରାଜ୍ୟ ଭିତରେ ୩୦ ଓ ରାଜ୍ୟ ବାହାରେ ୩ଟି କେନ୍ଦ୍ରରେ ପରୀକ୍ଷା ହେବ । ଏଥିପାଇଁ ଆଜି ଠାରୁ (୨୫ ଜାନୁଆରୀ) ରେଜିଷ୍ଟ୍ରେସନ…