Browsing Tag

omsa

ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ

କଟକ(କେନ୍ୟୁଜ୍): ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ ବା ଓମସାର ନିର୍ବାଚନ ସମ୍ପର୍କିତ ବିଜ୍ଞପ୍ତିକୁ ରଦ୍ଦ କରିବା ସହ ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ଓଡ଼ିଶା ହାଇକୋର୍ଟ । ପବିତ୍ର ମୋହନ ମଲ୍ଲିକଙ୍କ ପକ୍ଷରୁ ଆଗତ ଆବେଦନର ରାୟ ପ୍ରକାଶ କରି ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି । ଓମସାର…