ହାତୀ ଆକ୍ରମଣରେ ପୁଅ ମୃତ, ମାଆ ଗୁରୁତର
ଖୋର୍ଦ୍ଧା : ହାତୀ ଆକ୍ରମଣରେ ପୁଅ ମୃତ, ମାଆ ଗୁରୁତର । ଗୁରୁତର ଅବସ୍ଥାରେ ମାଆଙ୍କୁ ପ୍ରଥମେ ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟ ଓ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି । ଖୋର୍ଦ୍ଧା ମହତପଲା ଗାଁରେ ହାତୀ ଆକ୍ରମଣ କରିଛି । ଆଜି ସକାଳେ ମାଆ ଓ ପୁଅ ଶୌଚ ହେବାକୁ ଯାଉଥିବାବେଳେ ହାତୀ ଆକ୍ରମଣ…