Below header
Browsing Tag

one killed an elephant attack

ଜୀବନ ନେଇଗଲା ହାତୀ, କ୍ଷତାକ୍ତ ଅବସ୍ଥାରେ ଜଙ୍ଗଲରୁ ଉଦ୍ଧାର ହେଲା ବୃଦ୍ଧଙ୍କ ମୃତଦେହ

ଅନୁଗୁଳ (କେନ୍ୟୁଜ୍‌) : ଅନୁଗୁଳ ଜିଲ୍ଲା ଆଠମଲ୍ଲିକ କମଳପୁର ଗାଁରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ହେଲେ ଗାଁର ଭାସ୍କର ଭୁକ୍ତା । ସୂଚନା ଅନୁସାରେ ଭାସ୍କର ରାତିରେ ଧାନ ଫସଲ ଜଗିବାକୁ ଯାଇଥିଲେ । ତେବେ ସେଠାରେ ହାତୀ ଆକ୍ରମଣ କରିବା ଫଳରେ ତାଙ୍କର ମୃତ୍ୟୁ ହୋଇଛି ।…