ଶ୍ରୀନଗର: ଜମ୍ମୁ-କଶ୍ମୀରର ସେପୋରେର ବତ୍ରଗାମ ଅଞ୍ଚଳରେ ଗତକାଲି ବିଳମ୍ବିତ ରାତିରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀର ପେଟ୍ରୋଲିଂ ଟିମ୍ ଉପରେ ଆକ୍ରମଣ କରିଥିଲେ। ଆତଙ୍କବାଦୀଙ୍କ ଆକ୍ରମଣର କଡ଼ା ଜବାବ୍ ଦେବାକୁ…