ଅନ୍ ଲାଇନ ବେଟିଂ ଗେମ୍ ଖେଳି ୫ ଗିରଫ, ୧୮ଟି ମୋବାଇଲ, ୩ ଲାପଟପ ସହ ଅନେକ ସାମଗ୍ରୀ ଜବତ
କଣ୍ଟାବାଞ୍ଜି: ଅନ୍ ଲାଇନ ବେଟିଂ ଗେମ୍ ଖେଳି ୫ ଗିରଫ । ୫ ଅଭିଯୁକ୍ତଙ୍କୁ ଗିରଫ କଲା କଣ୍ଟାବାଞ୍ଜି ପୋଲିସ । ସେମାନଙ୍କ ନିକଟରୁ ୧୮ଟି ମୋବାଇଲ, ୩ ଲାପଟପ ସହ ଅନେକ ସାମଗ୍ରୀ ଜବତ ହୋଇଛି। ଗିରଫଙ୍କ ମଧ୍ୟରୁ ୩ ଜଣ ରାଜ୍ୟ ବାହାରର ହୋଇଥିବା ବେଳେ ୨ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ସୂଚନା ମିଳିଛି…