ରାଜ୍ୟ ସରକାରଙ୍କୁ ବିରୋଧୀ ଦଳ ନେତା ନବୀନଙ୍କ ଟାର୍ଗେଟ, ନାବାଳିକା ଦୁଷ୍କର୍ମ ଓ ହତ୍ୟା ଘଟଣା ଅତ୍ୟନ୍ତ ଚିନ୍ତାଜନକ
ଭୁବନେଶ୍ୱର : ରାଜ୍ୟ ସରକାରଙ୍କୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଟାର୍ଗେଟ । ଗୃହ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ବେଳେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବିଭିନ୍ନ ପ୍ରସଙ୍ଗ ଉଠାଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି । କିଛି ଦିନ ମଧ୍ୟରେ ବାଲେଶ୍ଵର ସମେତ ଅନେକ ସ୍ଥାନରେ…