ଗ୍ରାଜୁଏସନ କରିଥିଲେ ତୁରନ୍ତ କରନ୍ତୁ ଆବେଦନ, ଓଡିଶାରେ ଖାଲିପଡିଛି ସହାୟକ କୃଷି ଅଧିକାରୀ ପଦବୀ
ଓଡିଶା ଲୋକ ସେବା ଆୟୋଗ (OPSC) ପକ୍ଷରୁ ସହାୟକ କୃଷି ଅଧିକାରୀ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଯେଉଁ ପ୍ରାର୍ଥୀ ଆବେଦନ କରିବାକୁ ଚାହୁଁଛନ୍ତି, ସେମାନେ ଓଡିଶା ଲୋକ ସେବା ଆୟୋଗର ଅଫିସିଆଲ େଓ୍ଵବସାଇଟକୁ ଯାଇ ଆବେଦ କରିପାରିବେ। ଓଡିଶା ଲୋକ ସେବା ଆୟୋଗ ପକ୍ଷରୁ ଆବେଦନ…