Browsing Tag

OPSC chairman

ବରିଷ୍ଠ ଆଇପିଏସ ଅରୁଣ ଷଡ଼ଙ୍ଗୀ ହେଲେ OPSC ଅଧ୍ୟକ୍ଷ, ୬୨ ବର୍ଷ ବୟସ ଯାଏ ରହିବ କାର୍ଯ୍ୟକାଳ

ଭୁବନେଶ୍ୱର : ବରିଷ୍ଠ ଆଇପିଏସ ଅରୁଣ ଷଡ଼ଙ୍ଗୀ ହେଲେ OPSC ଅଧ୍ୟକ୍ଷ ।  ଆଇପିଏସ ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ଚେୟାରମ୍ୟାନ୍ ନିଯୁକ୍ତ କରିଛନ୍ତି ସରକାର । ୬ ବର୍ଷ କିମ୍ବା ୬୨ ବର୍ଷ ବୟସ ଯାଏ ରହିବ କାର୍ଯ୍ୟକାଳ।  ବର୍ତ୍ତମାନ ସେ ବିଜୁ ପଟ୍ଟନାୟକ ପୋଲିସ ଏକାଡେମିର…

ଓଡିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ବରିଷ୍ଠ ଆଇପିଏସ ଅଫିସର ସତ୍ୟଜିତ ମହାନ୍ତି

ଭୁବନେଶ୍ବର: ୧୯୮୮ ବ୍ୟାଚର ବରିଷ୍ଠ ଆଇପିଏସ ଅଫିସର ସତ୍ୟଜିତ ମହାନ୍ତି ଓଡିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଗତକାଲି ଫାୟାର ଡ଼ିଜି ପଦବୀରୁ ସେ ଅବସର ନେଇଥିଲେ । ଆସନ୍ତା ଅଗଷ୍ଟ ମାସରେ ସେ ଅବସର ଗ୍ରହଣ କରିଥାନ୍ତେ । ରାଜ୍ୟ ସରକାର ତାଙ୍କୁ ଓପିଏସସି ଅଧ୍ୟକ୍ଷ…