ପ୍ରକାଶ ପାଇଲା ଓଡ଼ିଶା ସିଭିଲ ସର୍ଭିସ୍ ଲିଖିତ ପରୀକ୍ଷା ଫଳ, ୭୮୫ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ
ଭୁବନେଶ୍ୱର(କେନ୍ୟୁଜ୍): ପ୍ରକାଶ ପାଇଛି ଓଡ଼ିଶା ସିଭିଲ ସର୍ଭିସ୍ ଲିଖିତ ପରୀକ୍ଷା ଫଳ । ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍-୨୦୨୦ ଲିଖିତ ପରୀକ୍ଷାରେ ୭୮୫ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୮୭ ଜଣ ମହିଳା ରହିଛନ୍ତି । ଓପିଏସସି…